-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ

18-Oct-2026



ବଲାଙ୍ଗୀର(ପ୍ରେରଣା ଖବର)-ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଆସନ୍ତା ନଭେମ୍ବର ୧ ତାରିଖରେ ବଲାଙ୍ଗୀର ଦିନ୍ ପାଳିତ ହେବାକୁଯାଉଛି । ବଲାଙ୍ଗୀର ଜିଲ୍ଲାଗଠନର ଅସ୍ମିତାର ଦିନକୁ ସ୍ମରଣୀୟ କରିବାକୁ ବଲାଙ୍ଗୀର ଦିନ୍ ପାଳନ ପୂର୍ବରୁ ଆସନ୍ତା ୨୪ ତାରିଖରୁ ଆରମ୍ଭ କରି ଅକ୍ଟୋବର ୩୦ ତାରିଖ ପର୍ଯ୍ୟନ୍ତ ଗୋଟିଏ ସପ୍ତାହଧରି ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହେବାକୁ ଯାଉଛି । ସେଥିପାଇଁ ଆଜି ଆୟୋଜକକମିଟି ପକ୍ଷରୁ ଏକ ସାମ୍ବାଦିକ ସମ୍ବିଳନୀରେ ଗଣମାଧ୍ୟମକୁ ସୂଚନା ଦିଆ ଯାଇଛି । ସ୍ଥାନୀୟ ପିପିଏକାଡେମୀ ହାଇସ୍କୁଲର ସଭାକକ୍ଷରେ ଆୟୋଜିତ ସାମ୍ବାଦିକ ସମ୍ବିଳନୀରେ ଆୟୋଜକ କମିଟିର ଅଧ୍ୟକ୍ଷ ଗୋପାଳଜୀ ପାଣିଗ୍ରାହୀ ଏନେଇ ବିସ୍ତୁତ ସୂଚନା ଦେଇଛନ୍ତି । ମିଡିଆ ସଂଯୋଜକ ଲୋଟସ ଷଢଙ୍ଗୀ ପ୍ରାରମ୍ଭିକ ସୂଚନା ଦେବାପରେ ଅଧ୍ୟକ୍ଷ ଗୋପାଳଜୀ ପାଣିଗ୍ରାହୀ ବଲାଙ୍ଗୀର ପାଳନ ନେଇ ସୂଚନା ଦେଇଥିଲେ । ଆସନ୍ତା ଅକ୍ଟୋବର ୨୪ ତାରିଖରେ କଲେଜଛକ କଲ୍ୟାଣମଣ୍ଡପଠାରେ ନାରୀଶକ୍ତି ଫାଉଣ୍ଡେସନ ତରଫରୁ ମାଗଣା ସ୍ୱାସ୍ଥ୍ୟଶିବିର ଓ ଚକ୍ଷୁପରୀକ୍ଷା ଶିବିର ଅନୁଷ୍ଠିତ ହେବାକୁ ଯାଉଛି । ୨୫ ତାରିଖରେ ମେରାହୁନର ଅନୁଷ୍ଠାନ ପକ୍ଷରୁ ଟାଉନ ଗାର୍ଲ୍ସ ହାଇସ୍କୁଲରେ ଆର୍ଟ ଏଣ୍ଡ କ୍ରାଫ୍ଟ ପ୍ରତିଯୋଗିତା, କଲେଜ ଛକ କଲ୍ୟାଣମଣ୍ଡପରେ ସଂପୂର୍ଣ୍ଣା ଅନୁଷ୍ଠାନ ପକ୍ଷରୁ ମେହେନ୍ଦୀ ପ୍ରତିଯୋଗିତା, ଉତ୍କଳ ମହିଳା ବିକାଶ ପରିଷଦ ପକ୍ଷରୁ ଆମର ପିଠାମଡା ପ୍ରତିଯୋଗିତା, ଆଦ୍ୟାଶକ୍ତି ନାରୀ ସଂଗଠନ ପକ୍ଷରୁ ରଙ୍ଗୋଲି ପ୍ରତିଯୋଗିତା, ଟାଉନ ଗାର୍ଲ୍ସ ହାଇସ୍କୁଲରେ ପୂଜା ଡିଭାଇନ ଗ୍ଲୋ ପକ୍ଷରୁ ଆମର ପିନ୍ଧନଉଢନ ପ୍ରତିଯୋଗିତା ଫେନ୍ସୀ ଡ୍ରେସ ପ୍ରତିଯୋଗିତା ଆୟୋଜିତ ହେବ । ୨୬ ତାରିଖରେ କୋସଳ ମଳାମଣ୍ଡଳପଡିଆରେ ବଲାଙ୍ଗୀର ମାଟିର ବୀରାଙ୍ଗନା ପକ୍ଷରୁ ନୃତ୍ୟ ପ୍ରତିଯୋଗିତା, ପିପି ଏକାଡେମୀଠାରେ ଷ୍ଟେଜକମିଟି ପକ୍ଷରୁ ଏଙ୍କରିଙ୍ଗ କମ୍ପିଟିସନ, ୨୭ ତାରିଖରେ ସମଲେଇ ମନ୍ଦିରଠାରେ ସମଲେଇମନ୍ଦିର ଆଳତି କମିଟି ପକ୍ଷରୁ ଶଙ୍ଖ ଓ ହୁଳହୁଳି ପ୍ରତିଯୋଗିତା, ୨୮ ତାରିଖରେ ବିଶ୍ୱାତ୍ମା ବିଦ୍ୟାମନ୍ଦିର ଠାରେ ଜୟବଲାଙ୍ଗୀରଟିମ ପକ୍ଷରୁ ଗୀତ ପ୍ରତିଯୋଗିତା,ପିପିଏକାଡେମୀରେ ଓଡିଶା ସାହିତ୍ୟ ଓ ସୁରକ୍ଷା ଅନୁଷ୍ଠାନ ପକ୍ଷରୁ କବିତା ଆସର, ୨୯ ତାରିଖରେ ପି.ପି ଏକାଡେମୀଠାରେ ଲିବରେସନ ଅନୁଷ୍ଠାନ ପକ୍ଷରୁ କ୍ୱିଜ କମ୍ପିଟିସନ,ପଶ୍ଚିମଓଡିଶା ଯୁବାମଞ୍ଚ ପକ୍ଷରୁ ତର୍କ ପ୍ରତିଯୋଗିତା, ୩୦ ତାରିଖରେ ମହିଳା ମହାବିଦ୍ୟାଳୟ ଠାରେ ପଶ୍ଚିମଓଡିଶା ଯୁବାମଞ୍ଚ ପକ୍ଷରୁ ଆଲୋଚନାଚକ୍ର ଓ ରକ୍ତଦାନ ଶିବିର ଅନୁଷ୍ଠିତ  ହେବାକୁ ଯାଉଛି।

ଠିକ ସେହିପରି ନଭେମ୍ବର ୧ ତାରିଖ ରେ ସକାଳୁ କୋସଳକଳାମଣ୍ଡଳ ପଡିଆରୁ ଏକ ସାଂସ୍କୃତିକ ଶୋଭାଯାତ୍ରା ବାହାରି ସହରପରିକ୍ରମା କରି ପୁଣି କୋସଲକଳାମଣ୍ଡଳ ପଡିଆକୁ ଫେରିବ । ଏହି ସାଂସ୍କୃତିକ ଶୋଭାଯାତ୍ରାରେ ବଲାଙ୍ଗୀରର ବିଭିନ୍ନ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ, ବୁଦ୍ଧିଜୀବୀ, ସ୍ୱେଚ୍ଛାସେବୀ ଯୋଗ ଦେବାକୁ ନିବେଦନ କରାଯାଇଛି । ୧ ତାରିଖ ସଂଧ୍ୟାରେ କୋସଳକଳାମଣ୍ଡଳ ପଡିଆରେ ବଲାଙ୍ଗୀର ଦିନର ଭବ୍ୟ କାର୍ଯ୍ୟକ୍ରମରେ ବଲାଙ୍ଗୀର ଜିଲ୍ଲାର ବିଧାୟକଗଣ ଓ ରାଜ୍ୟସରକାରଙ୍କୁ କିଛି ମନ୍ତ୍ରୀ ଯୋଗଦେବାର ସମ୍ମତି ଦେଇଛନ୍ତି ବୋଲି କମିଟିର ଅଧ୍ୟକ୍ଷ ଗୋପାଳଜୀ ପାଣିଗ୍ରାହୀ ସୂଚନା ଦେଇଛନ୍ତି ।  ନଭେମ୍ବର୍ ୨ତାରିଖରେ  ବଲାଙ୍ଗିର ସ୍ଵେଚ୍ଛାସେବୀ ଅନୁଷ୍ଠାନ ପକ୍ଷ୍ୟରୁ କଳାମଣ୍ଡଳ ପଡିଆର ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ lବଲାଙ୍ଗୀର ଦିନ ବଲାଙ୍ଗୀରବାସୀଙ୍କ ପାଇଁ ସ୍ୱାଭିମାନର ଦିନ । କେବଳ ସାଂସ୍କୃତିକ କାର୍ଯ୍ୟକ୍ରମ ନୁହେଁ ବରଂ ବଲାଙ୍ଗୀର ବିକାଶର ଏହା ବାତ୍ତାବହ ହେଉ ବୋଲି କାମନା କରି ସମସ୍ତେ ସାମିଲ ହେବାକୁ କମିଟି ପକ୍ଷରୁ ନିବେଦନ କରାଯାଇଛି ।  ଆଜିର ଏହି ସାମ୍ବାଦିକ ସମ୍ବିଳନୀରେ ଆୟୋଜକ କମିଟିର ଗୋପାଳଜୀ ପାଣିଗ୍ରାହୀ, ସରିତା ଦାସ, ପ୍ରତାପ ରଥ, ବିଧୁଭୂଷଣ ତ୍ରୀପାଠୀ, ପୂର୍ଣ୍ଣଚନ୍ଦ୍ର ପଣ୍ଡା, ଲୋଟସ ଷଢଙ୍ଗୀ, ଦୀନେଶ ଶର୍ମା, ବିନୋଦ କାଲସାଏ, ସଂଜୀବ ସାହୁ ପ୍ରମୁଖ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026

You Might Also Like