-+91-9937148622 |

prerana_bgr@rediffmail.com |

  Thursday 22nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||     

HOME   ଜିଲ୍ଲା

ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ 

22-Oct-2026



ଟିଟିଲାଗଡ - ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଟିଟିଲାଗଡ ହାଟପଦା ପଡ଼ା ତରଫରୁ ସ୍ଥାନୀୟ ଡିଏଭି ମହାବିଦ୍ୟାଳୟ ଖେଳ ପଡ଼ିଆ ଠାରେ ୧୪ ତମ ରାବଣ ପୋଡି ମହୋତ୍ସବ ଶୁଭ୍ରାଂଶୁ ଦାଶଙ୍କ ପ୍ରତୀକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଟିଟିଲାଗଡ ବିଧାୟକ ଶ୍ରୀଯୁକ୍ତ ନବୀନ ଜୈନ, ସମ୍ମାନିତ ଅତିଥି ଭାବେ ଟିଟିଲାଗଡ ପୌର ପରିଷଦର ଅଧ୍ୟକ୍ଷା ଶ୍ରୀମତୀ ମମତା ଦେବୀ ଜୈନ, ଟିଟିଲାଗଡ ସହରର ପ୍ରତିଷ୍ଠିତ ସମାଜସେବୀ  ଶ୍ରୀଯୁକ୍ତ ଲାୟନ ଦୀପକ କୁମାର ସାହୁ , ଓମ ଭ୍ୟାଲି ସ୍କୁଲର ପ୍ରତିଷ୍ଠାତା ସଦସ୍ୟ ଶ୍ରୀମତୀ ସଙ୍ଗୀତା ସାହୁ ଯୋଗ ଦେଇଥିବା ବେଳେ ଅନ୍ୟ ମାନଙ୍କ ମଧ୍ୟରେ ସହରର ବିଶିଷ୍ଟ ଉଦ୍ୟୋଗୀ ଶ୍ରୀଯୁକ୍ତ ପ୍ରକାଶ ଗୋଏଲ, ସମାଜସେବୀ ହିଫଜୁଲ ରେହେମାନ, ବିଧାୟକଙ୍କ ଶିକ୍ଷା ବିଭାଗର ପ୍ରତିନିଧି ଶ୍ରୀଯୁକ୍ତ ସୁବୋଧ ଦାସ, ପୂର୍ବତନ କାଉନସିଲର ଶ୍ରୀଯୁକ୍ତ ପ୍ରକାଶ ସରାଫ, ରାବଣ ଦହନ କମିଟିର ସଭାପତି ଶ୍ରୀ ଶ୍ରୀପତି ସାହୁ, ସମ୍ପାଦକ ଶ୍ରୀ ସୁଧୀର ଘଡ଼େଇ, ସଂଯୋଜକ ଲାୟନ ଲିଙ୍ଗରାଜ ସାହୁ, କମିଟିର ଖ୍ୱାଜ ମହମ୍ମଦ, ରିଙ୍କୁ ଦାସ, ଦେବେନ ବେହେରା, ହାଟପଦା ପଡ଼ା ଦୁର୍ଗା ପୂଜା କମିଟିର ସଭାପତି ସୁମନ୍ତ ବେହେରା, ସମ୍ପାଦକ ହର ପ୍ରତାପ ଦାସ, ପଡ଼ାର ବରିଷ୍ଠ ସଦସ୍ୟ ଶ୍ରୀଯୁକ୍ତ ଶେଖର ସିନହା ଉପସ୍ଥିତ ଥିବା ବେଳେ ମଞ୍ଚ ପରିଚାଳନା କରିଥିଲେ ସଞ୍ଜୀବ ତ୍ରିପାଠୀ। ମଞ୍ଚ ତଳେ ଅନ୍ୟତମ ଅତିଥି ଭାବରେ ଟିଟିଲାଗଡ ତହସିଲଦାର ଶ୍ରୀଯୁକ୍ତ ଶଙ୍କର ବାଗ, ଏସଡିପିଓ ଶ୍ରୀଯୁକ୍ତ ଯଶୋବନ୍ତ ନାରାୟଣ ପ୍ରଧାନୀ, ଥାନାଧିକାରୀ ଶ୍ରୀ ମନୋଜ କୁମାର ମୁଣ୍ଡା ଉପସ୍ଥିତ ଥିଲେ।

    ଅତିଥିଙ୍କୁ ପ୍ରଥମେ ଫୁଲତୋଡ଼ା ଦେଇ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରିବା ପରେ କାର୍ଯ୍ୟକ୍ରମ ଆଗକୁ ନେଇ ଯାଇଥିଲେ ଶ୍ରୀଯୁକ୍ତ ଲିଙ୍ଗରାଜ ସାହୁ। ଅତିଥିଙ୍କ ଦ୍ୱାରା ରାବଣ ପୋଡି ମହୋତ୍ସବ ଉପରେ ନିଜ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ। ତେବେ ମଙ୍ଗଳବାର ସନ୍ଧ୍ୟାରେ ଟିଟିଲାଗଡ ବିଧାୟକ ଶ୍ରୀଯୁକ୍ତ ନବୀନ ଜୈନଙ୍କୁ କଟାକ୍ଷ କରି ପ୍ରଶ୍ନ ତଥା ବିଭିନ୍ନ ବିଷୟରେ ପ୍ରଶ୍ନ ପଚାରିଥିବା ବେଳେ ବୁଧୁବାର ସନ୍ଧ୍ୟାରେ ଟିଟିଲାଗଡ ବିଧାୟକ ଶ୍ରୀଯୁକ୍ତ ନବୀନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁଙ୍କୁ ଜବାବ ଦେବା ସହ ତାଙ୍କର ତଥା ତାଙ୍କ ସ୍ୱାମୀ କେଉଁଠୁ ଟଙ୍କା ଆଣିଲେ ? ଜୁଲି ବସର ଟିକେଟ କାଟୁଥିବା ବ୍ୟକ୍ତି ଆଜି ତାଙ୍କର ସ୍ତ୍ରୀ ତଥା ପୂର୍ବତନ ମନ୍ତ୍ରୀଙ୍କ ପାଖରେ ଟଙ୍କା କେଉଁଠୁ ଆସିଲା ବୋଲି ପ୍ରଶ୍ନ କରିବା ସହ ଏବେ କିଛି ଦିନ ତଳେ ଏକ୍ସିସ ବ୍ୟାଙ୍କରୁ ତିନି କୋଟି ଟଙ୍କା ତାଙ୍କ ଆକାଉଣ୍ଟକୁ କିପରି ଗଲା ? ତାହାର ତର୍ଜମା କରନ୍ତୁ, ସତିଘାଟ ଠାରେ କରିଥିବା ଫାର୍ମ ହାଉସ କିପରି ନିର୍ମାଣ ହେଲା ? ଏସସି ଲୋକର ଜମିରେ କିପରି ଏତେ ବଡ ଫାର୍ମ ହାଉସ ହେଲା? ତାହାର ଜୱାବ ଦିଅନ୍ତୁ ?  ଏହାପରେ କମିଟି ପାଇଁ କାର୍ଯ୍ୟ କରିଥିବା ବ୍ୟକ୍ତି ଓ ମିଡିଆ ସଦସ୍ୟଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।ସଭା କାର୍ଯ୍ୟ ଆରମ୍ଭ ହେବା ପୂର୍ବରୁ ଦର୍ଶକଙ୍କ ମନୋରଞ୍ଜନ ପାଇଁ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026

You Might Also Like