-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||     

HOME   ଜିଲ୍ଲା

ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା

24-Oct-2026



ବିକଶିତ ଓଡିଶା ଲକ୍ଷ୍ୟ ହାସଲ ଦିଗରେ କାର୍ଯ୍ୟ କରିବାକୁ ପରାମର୍ଶ 

ଭୁବନେଶ୍ୱର(ମୁରଲୀଧର ମିଶ୍ର): ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୀବ କୁମାର ମିଶ୍ର ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା କରିଛନ୍ତି। ଭୁବନେଶ୍ୱରସ୍ଥିତ ସର୍କିଟ ହାଉସ ଠାରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଶ୍ରୀ ମିଶ୍ର ଜିଲ୍ଲାର ଶିକ୍ଷା, ସ୍ୱାସ୍ଥ୍ୟ, ପର୍ଯ୍ୟଟନ, ପୂର୍ତ୍ତ, ପଞ୍ଚାୟତିରାଜ,ସାମାଜିକ ସୁରକ୍ଷା, କୃଷି, ମତ୍ସ, ପ୍ରାଣୀ ଓ ସମ୍ପଦ,ଗ୍ରାମ ଉନ୍ନୟନ, ଜଳସେଚନ ଆଦି ଉପରେ ଆଲୋଚନା କରିଥିଲେ । 

ବୈଠକ ପ୍ରାରମ୍ଭରେ ଜିଲ୍ଲାପାଳ ଶ୍ରୀ ଅମ୍ରିତ ଋତୁରାଜ ଜିଲ୍ଲାରେ ଜାରି ବିଭିନ୍ନ ପ୍ରକଳ୍ପ ଓ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ । ଜିଲ୍ଲାର ବିକାଶକୁ ତ୍ୱରାନ୍ୱିତ କରିବାକୁ ବୈଠକରେ ବିସ୍ତୃତ ଭାବେ ଆଲୋଚନା କରିଥିଲେ । ପରିବର୍ତ୍ତିତ ଅର୍ଥନୀତି ଓ ସାମାଜିକ ଆବଶ୍ୟକତାକୁ ଦୃଷ୍ଟିରେ ରଖି ବିଭିନ୍ନ ଯୋଜନା ଓ ଭିତ୍ତିଭୂମି ବିକାଶର ରୂପରେଖ ପ୍ରସ୍ତୁତ କରିବା ଉପରେ ଶ୍ରୀ ମିଶ୍ର ଆଲୋଚନା କରିଥିଲେ । ଜିଲ୍ଲାକୁ ଆବାଣ୍ଟିତ ଅର୍ଥ ଅନୁଦାନକୁ ସଠିକ ସମୟରେ ସୁବିନିଯୋଗ କରିବାକୁ ସେ ପରାମର୍ଶ ଦେଇଥିଲେ । ଅଧିକାରୀ ମାନେ ଏ ଦିଗରେ ଧ୍ୟାନ ଦେବାକୁ ସେ କହିଥିଲେ । ଏଥିସହ ବିକଶିତ ଓଡିଶା@୨୦୩୬ ଲକ୍ଷ୍ୟ ହାସଲ ନିମନ୍ତେ କାର୍ଯ୍ୟ କରିବାକୁ କହିଥିଲେ। ଖୋର୍ଦ୍ଧା ରାଜ୍ୟର ଏକ ପ୍ରମୁଖ ଜିଲ୍ଲା ହୋଇଥିବାରୁ ଏହାର ବିକାଶ ବିଶେଷ କରି ଶିକ୍ଷା ଓ ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ କରିବାର ଆବଶ୍ୟକତା ରହିଛି । ପର୍ଯ୍ୟଟନ,ଜଳ ବିଭାଜିକା ଓ ଉଦ୍ୟାନ କୃଷି କ୍ଷେତ୍ରରେ ବ୍ୟାପକ ସମ୍ଭାବନା ଥିବାରୁ ଏଥିପାଇଁ ବିଭିନ୍ନ ବିଭାଗ ମଧ୍ୟରେ ସମନ୍ୱୟ ରକ୍ଷାକରି କାର୍ଯ୍ୟ କରିବାକୁ ପଡିବ ବୋଲି ଶ୍ରୀ ମିଶ୍ର ଉଲ୍ଲେଖ କରିଥିଲେ । 

ଉକ୍ତ ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଖୋରଧା ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ଚନ୍ଦ୍ର ବେଉରା,ଖୋରଧା ଉପଜିଲ୍ଲାପାଳ ଶ୍ରୀ ସ୍ୱସ୍ତିକ ସଂକଳ୍ପ ସାହୁଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା   24-Oct-2026
  ଜିଲ୍ଲା  
ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   24-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   24-Oct-2026
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026

You Might Also Like