-+91-9937148622 |

prerana_bgr@rediffmail.com |

  Sunday 25th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||     

HOME   ଜିଲ୍ଲା

ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ

25-Oct-2026



ବାଲିଗୁଡା(ସୁଶୀଳ କୁମାର ପାଣିଗ୍ରାହୀ): କୁମାର ପାଣିଗ୍ରାହୀ):  କନ୍ଧମାଳରୁ ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ପାଇଁ ଚାଲିଥିବା ଯୋଜନାକୁ ପଣ୍ଡ କରିଛି କ.ନୂଆଗାଁ ପୋଲିସ। ପୋଲିସ ପେଟ୍ରୋଲିଂ ସମୟରେ ଦାରିଙ୍ଗବାଡ଼ି ଛକରୁ ଜଣେ ମହିଳାଙ୍କୁ ଗିରଫ କରିବା ସହ ତାଙ୍କ ନିକଟରୁ ୨୨ କେଜି ଗଞ୍ଜେଇ, ଗୋଟିଏ ମୋବାଇଲ ଫୋନ୍‌ ଏବଂ ନଗଦ ୫ ହଜାର ଟଙ୍କା ଜବତ କରିଛି। ପୋଲିସ ସୂଚନା ଅନୁଯାୟୀ, କ.ନୂଆଗାଁ ଥାନା ପୋଲିସ ଦଳ ପେଟ୍ରୋଲିଂ କରୁଥିବା ବେଳେ ଦାରିଙ୍ଗବାଡ଼ି ଛକରେ ଜଣେ ମହିଳା ଜରି ଅଖା ଧରି ବସ୍‌କୁ ଅପେକ୍ଷା କରିଥିବା ଦେଖିଥିଲା। ତାଙ୍କ ଗତିବିଧି ଉପରେ ସନ୍ଦେହ ହେବାରୁ ପୋଲିସ ଅଖା ଯାଞ୍ଚ କରିଥିଲା। ଯାଞ୍ଚ ସମୟରେ ଅଖା ଭିତରେ ଗଞ୍ଜେଇ ଥିବା ଜଣାପଡ଼ିବା ପରେ ତାହାକୁ ଜବତ କରାଯାଇଥିଲା। ପରେ ଅତିରିକ୍ତ ତହସିଲଦାର ବସୁଧା ପ୍ରଧାନ ଓ ଅନ୍ୟ କର୍ମଚାରୀଙ୍କ ଉପସ୍ଥିତିରେ ଜବତ ଗଞ୍ଜେଇର ଓଜନ କରାଯାଇଥିଲା। ଏହାର ପରିମାଣ ୨୨ କେଜି ବୋଲି ଜଣାପଡ଼ିଥିଲା।
ଗିରଫ ମହିଳା ଜଣକ ପଶ୍ଚିମବଙ୍ଗର ମୁର୍ଶିଦାବାଦ ଜିଲ୍ଲା ଅନ୍ତର୍ଗତ ତେହେଟା ଗ୍ରାମର ରାନୁଲାଇଲା ଖାତୁନ (୩୩) ବୋଲି ପୋଲିସ ସୂଚନା ଦେଇଛି। ସେ ଗଞ୍ଜେଇକୁ ପଶ୍ଚିମବଙ୍ଗକୁ ନେବା ପାଇଁ ବସ୍‌କୁ ଅପେକ୍ଷା କରିଥିବା ପ୍ରାଥମିକ ସୂଚନାରୁ ଜଣାପଡ଼ିଛି। ଏହି ଚଢ଼ାଉରେ କ.ନୂଆଗାଁ ଥାନା ଅଧିକାରୀ କେଳୁଚରଣ ଜେନାଙ୍କ ସହ ସେକେଣ୍ଡ ଅଫିସର ଅଶୋକ କୁମାର ତ୍ରିପାଠୀ, ଏଏସଆଇ ବାସୁଦେବ ପଣ୍ଡା, ସୁରେନ୍ଦ୍ର ରାଜହଂସଙ୍କ ସମେତ ଅନ୍ୟ ପୋଲିସ କର୍ମଚାରୀ ସାମିଲ ଥିଲେ। ଏ ସଂକ୍ରାନ୍ତରେ କ.ନୂଆଗାଁ ଥାନାରେ କେସ୍‌ ନଂ ୧୬୪/୨୬ ଅନୁଯାୟୀ ଏନ୍‌ଡିପିଏସ୍‌ ଆଇନରେ ମାମଲା ରୁଜୁ କରାଯାଇ ଅଭିଯୁକ୍ତାଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ ଶ୍ରୀ ଜେନା ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026
  ଜିଲ୍ଲା  
ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   24-Oct-2026

You Might Also Like