-+91-9937148622 |

prerana_bgr@rediffmail.com |

  Sunday 25th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||     

HOME   ଜିଲ୍ଲା

ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା

25-Oct-2026



ବଲାଙ୍ଗୀର(ପ୍ରେରଣା ଖବର)-ଆସନ୍ତା ୧ ନଭେମ୍ବରରେ ବଲାଙ୍ଗୀରଦିନ୍ ପାଳନ ପୂର୍ବରୁ ସହରର ବିଭିନ୍ନ ଅନୁଷ୍ଠାନ ମାନଙ୍କ ପକ୍ଷରୁ କାର୍ଯ୍ୟକ୍ରମ ଗୁଡିକ ଆୟୋଜିତ ହେଉଛି । ଆଜି ସ୍ଥାନୀୟ ଟାଉନ ଗାର୍ଲ୍ସ ହାଇସ୍କୁଲଠାରେ ମେରାହୁନର ଅନୁଷ୍ଠାନ ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ ଓ ସଂପୂର୍ଣ୍ଣା ଅନୁଷ୍ଠାନ ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ମେରାହୁନର ଅନୁଷ୍ଠାନର ମୁଖ୍ୟ ସକିଲା ବାନୋ, ଶ୍ରାବଣୀ ମେହେର, ସ୍ନୀଗ୍ଧାମୟୀ ମିଶ୍ର, ଅନୁପ୍ରିୟାଙ୍କ ପକ୍ଷରୁ ଆୟୋଜିତ ଆର୍ଟ ଏଣ୍ଡ କ୍ରାଫ୍ଟ ପ୍ରତିଯୋଗିତାକୁ ଆନ୍ତର୍ଯ୍ୟାତିକ ମହିଳା କ୍ରିକେଟିୟର ରୋସନାରା ପରୱିନ ଉଦଘାଟନ କରିଥିଲେ । ଏଥିରେ ୫୦ରୁ ଅଧିକ ପ୍ରତିଯୋଗୀ ତାଙ୍କର ଚିତ୍ରକଳା ଓ ହସ୍ତକଳା ପ୍ରଦର୍ଶିତ କରି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ । ବିଚାରକ ଭାବରେ ବିଶିଷ୍ଟ ଫାଇନଆର୍ଟ ଆର୍ଟିଷ୍ଟ ବାସୁଦେବ ମେହେର, ଆନ୍ତର୍ଯ୍ୟାତୀୟ ବାଲୁକା କଳା ଶିଳ୍ପୀ ଓମପ୍ରକାଶ ସାହୁ ଯୋଗଦେଇ ଶ୍ରେଷ୍ଠ ଚିତ୍ରଶିଲ୍ଫୀ ଚୟନ କରିଥିଲେ । ନାରୀଶକ୍ତି ଫାଉଣ୍ଡେସନର ସରିତା ଦାସ, ନୂତନ ଦାସ ଓ ଅନ୍ୟମାନେ ଏଥିରେ ସହଯୋଗ କରିଥିଲେ । ସେହିପରି ସଂପୂର୍ଣ୍ଣା ଅନୁଷ୍ଠାନର ସଞ୍ଜଳି ଶତପଥିଙ୍କ ଦ୍ୱାରା ଆୟୋଜିତ ମେହେନ୍ଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ମେହେନ୍ଦି ପ୍ରତିଯୋଗିତାରେ ମୋଟ ୩୫ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ । ସଂପୂର୍ଣ୍ଣା ଅନୁଷ୍ଠାନର ସନ୍ତୋଷୀ ମେହେର,ସଚଳା ମେହେର,ସିନି ମିଶ୍ର, ତନୁଜା, ଜ୍ୟୋତ୍ସ୍ନା, ଶ୍ରାବଣୀ, ରାମେଶ୍ୱରୀ, ସୁନୀତିଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଏହି ପ୍ରତିଯୋଗିତାର ବିଚାରକ ଭାବରେ ସତ୍ୟାନାରାୟଣ ସିଂଦେଓ, ନୁପୁର ଅଗ୍ରୱାଲ, ଯୁବରାଜ ଦଳାଇ ପ୍ରମୁଖ ଯୋଗଦେଇଥିଲେ । ଏହି କାର୍ଯ୍ୟକ୍ରମ ବେଳେ ବଲାଙ୍ଗୀର ଆୟୋଜକ କମିଟିର ଅଧ୍ୟକ୍ଷ ଗୋପାଳଜୀ ପାଣିଗ୍ରାହୀ, ଆବାହକ ସରିତା ଦାସ,ପ୍ରତାପ ରଥ, ଲୋଟସ ଷଢଙ୍ଗୀ, ବିଧୁଭୂଷଣ ତ୍ରୀପାଠୀ, ସୋମାନଥ ମିଶ୍ର, ବିନୋଦ କାଲସାଏ,ସଂଜୀବ ସାହୁ, ପୂର୍ଣ୍ଣଚନ୍ଦ୍ର ପଣ୍ଡା,ଦୀନେଶ ଶର୍ମାଙ୍କ ସମେତ ସମସ୍ତ ସଂଯୋଜକ ଓ ଆୟୋଜକକମିଟିର ସଦସ୍ୟ/ସଦସ୍ୟାଗଣ ଉପସ୍ଥିତ ରହି ପ୍ରତିଯୋଗୀ ମାନଙ୍କୁ ଉତ୍ସାହିତ କରିଥିଲେ ।

ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ କମିଟି ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହେବ ବୋଲି କମିଟି ସୂତ୍ରରୁ ସୂଚନା ମିଳିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026
  ଜିଲ୍ଲା  
ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   24-Oct-2026

You Might Also Like