-+91-9937148622 |

prerana_bgr@rediffmail.com |

  Tuesday 27th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||     

HOME   ଜିଲ୍ଲା

ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ

26-Oct-2026



ବରପାଲି(ସୁଦାମ ଦୀପ) : ବରପାଲି ବ୍ଲକ ଫୁଲାପାଲି ପଞ୍ଚାୟତ ଫୁଟବଲ ପଡିଆରେ ଆୟୋଜିତ ତ୍ରିଦିବସୀୟ ପ୍ରଥମ ଦଶହରା କପ୍ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି।ଏହି ଅବସରରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ କଟାପାଲି ସରପଞ୍ଚ ଗଙ୍ଗାଧର ଦାସ, ମହୁଲପାଲି ସରପଞ୍ଚ ରବୀନ୍ଦ୍ର ଭୋଇ, ରାଜ୍ୟ ସମବାୟ ଉନ୍ନୟନ ଉପସଭାପତି ବୀରୋସନ ସାହୁ, ପହରା ଟିଭି ମୁଖ୍ୟ ପଲ୍ଲବୀ ହୋତା, ଆନ୍ତର୍ଜାତୀୟ ପର୍ବତାରୋହୀ ଲିପିକା ସେଠ, ପୂର୍ବତନ ଜିଲ୍ଲା ପରିଷଦ ଜୟଦେବ ଗଡତିଆ, ମଧୁସୂଦନ ମେହେର ପ୍ରମୁଖ ଯୋଗ ଦେଇ ଖେଳାଳୀ ଓ ଦର୍ଶକଙ୍କୁ ଫୁଟବଲ ମାଧ୍ୟମରେ ଶାରୀରିକ ସୁସ୍ଥତା, ଶୃଙ୍ଖଳା ଓ ଭାଇଚାରା ବୃଦ୍ଧି ନେଇ ପରାମର୍ଶ ଦେଇଥିଲେ।ଟୁର୍ଣ୍ଣାମେଣ୍ଟରେ ପ୍ରଥମ ସେମିଫାଇନାଲ ମୁଣ୍ଡାପଡା ଓ ଜୟଦେବ ଏକାଦଶ ମଧ୍ୟରେ ଏବଂ ଦ୍ୱିତୀୟ ସେମିଫାଇନାଲ ଡ୍ରିମ ଏକାଦଶ ବରଗଡ଼ ଓ ଖଲିଆପାଲି ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଫାଇନାଲରେ ଜୟଦେବ ଏକାଦଶ ଡ୍ରିମ ଏକାଦଶକୁ ଟ୍ରାଇବ୍ରେକର ଜରିଆରେ ପରାସ୍ତ କରି ବିଜୟ ହାସଲ କରିଥିଲା। ଖେଳକୁ ଅଜୟ ପ୍ରଧାନ, ଦିପେଶ ପ୍ରଧାନ, ଅନିଲ ବାଗ ଓ ସଞ୍ଜୟ ଦାସ ପରିଚାଳନା କରିଥିଲେ। ଏହି ଅବସରରେ ପୂର୍ବତନ ଜିଲ୍ଲା ସ୍ତରୀୟ ଫୁଟବଲ ଖେଳାଳୀ ଚତୁର୍ଭୁଜ ସାହା (ଟିପୁ), ରାଘବ ପ୍ରଧାନ, ଦେବାର୍ଚ୍ଚନ ଷଣ୍ଢ ଏବଂ ବିଏନ ନ୍ୟୁଜ ରିପୋର୍ଟର ଅଭୟ ପଟ୍ଟନାୟକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଟୁର୍ଣ୍ଣାମେଣ୍ଟକୁ ସଫଳ କରିବା ପାଇଁ ଆୟୋଜକ କମିଟିର ବିକାଶ ଭୋଇ, ଅମୀୟ, ଚୈତନ୍ୟ, ଜୟରାମ, ଆକାଶ, ରୋଶନ, ଭକ୍ତ, ସୁବ୍ରତ, ସଞ୍ଜୀବ, ସୂର୍ଯ୍ୟକାନ୍ତ, ରବି, ପ୍ରମୋଦ ସ୍ୱାଇଁ ଓ ସମସ୍ତ କାର୍ଯ୍ୟକର୍ତ୍ତା ସହଯୋଗ କରିଥିଲେ। ଫୁଲାପାଲି ଗ୍ରାମର ହୃଷିକେଶ ଭୋଇ, ଯାଦବ ଭୋଇ, କୁବେର ସ୍ୱାଇଁ, ଖଗେଶ୍ୱର ସାହୁ, ଧ୍ରୁବରାଜ ସାହୁ ସହଯୋଗ ପ୍ରଦାନ କରିଥିବା ବେଳେ ସରୋଜ ଭୋଇ ଧନ୍ୟବାଦ ଅର୍ପଣ କରିଥିଲେl


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026
  ରାଜ୍ୟ  
At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender   26-Oct-2026
  ଜିଲ୍ଲା  
ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   26-Oct-2026
  ଜିଲ୍ଲା  
ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   26-Oct-2026

You Might Also Like