-+91-9937148622 |

prerana_bgr@rediffmail.com |

  Tuesday 27th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||     

HOME   ଜିଲ୍ଲା

ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ

26-Oct-2026



ବଲାଙ୍ଗୀର(ପ୍ରେରଣା ଖବର): ଜିଲ୍ଲା ପ୍ରଶାସନ ଏବଂ ଦୁର୍ନୀତି ନିବାରଣ ବିଭାଗର ମିଳିତ ଆନୁକୂଲ୍ୟରେ ଆଜି ଜିଲ୍ଲାରେ  ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପୁଇଁନ୍ତଲା ପଞ୍ଚାୟତ ସମିତି ବୈଠକ ଗୃହରେ ଆୟୋଜିତ ଶପଥ ପାଠ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାର ଯୋଗଦେଇ ଉପସ୍ଥିତ ଜିଲ୍ଲାସ୍ତରୀୟ ଅଧିକାରୀଙ୍କୁ ଶପଥ ପାଠ କରାଇଥିଲେ। ସମସ୍ତ ଅଧିକାରୀ ଓ କର୍ମଚାରୀମାନେ  ଦେଶର ସମଗ୍ର ପ୍ରଗତି ଏବଂ ସୁଶାସନ ପ୍ରତିଷ୍ଠା ପାଇଁ ଦୁର୍ନୀତି ବିରୋଧରେ ସଂଗ୍ରାମ କରିବାକୁ ଦୃଢ଼ ସଂକଳ୍ପ ନେଇଥିଲେ। 

ଶପଥ ଗ୍ରହଣ ସମୟରେ କାର୍ଯ୍ୟାଳୟର ପ୍ରତ୍ୟେକ କ୍ଷେତ୍ରରେ ସଚ୍ଚୋଟତା ରକ୍ଷା କରିବା, ଲାଞ୍ଚ ଦେବାରୁ ଓ ନେବାରୁ ସମ୍ପୂର୍ଣ୍ଣ ନିବୃତ୍ତ ରହିବା, ନିଷ୍ଠାର ସହ ସ୍ୱଚ୍ଛତା ଅବଲମ୍ବନ କରି ଦାୟିତ୍ୱ ନିର୍ବାହ କରିବା ଏବଂ ସାଧାରଣ ଜନସାଧାରଣଙ୍କ ହିତ ସାଧନ ଲାଗି ନିଜକୁ ସମର୍ପିତ ରଖିବାକୁ ପ୍ରତିଜ୍ଞା କରାଯାଇଥିଲା। ଏହି ଅବସରରେ  ଜିଲ୍ଲାପାଳ ଶ୍ରୀ ଇସଲୱାର ନିଜର ଉଦ୍‌ବୋଧନ ଦେଇ ଏକ ଦୁର୍ନୀତିମୁକ୍ତ କାର୍ଯ୍ୟଶୈଳୀ ଆପଣାଇବା ଏବଂ ସରକାରୀ ଦାୟିତ୍ୱଗୁଡ଼ିକୁ ସମ୍ପୂର୍ଣ୍ଣ ସଚ୍ଚୋଟତାର ସହ ସମ୍ପାଦନ କରିବା ଉପରେ ବିଶେଷ ଗୁରୁତ୍ୱାରୋପ କରି ସମସ୍ତଙ୍କୁ ଆବଶ୍ୟକୀୟ ମାର୍ଗଦର୍ଶନ ପ୍ରଦାନ କରିଥିଲେ।ସେହିପରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ

ମଧ୍ୟ ଶପଥ ପାଠ କାର୍ଯ୍ୟକ୍ରମ ହୋଇଥିଲା । ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ, ରାଜସ୍ୱ,  ଶ୍ରୀ ପବିତ୍ର ବେହେରା ଏବଂ ଡେପୁଟି କଲେକ୍ଟର ଶ୍ରୀ ପ୍ରଶାନ୍ତ କୁମାର ମହାପାତ୍ର ପ୍ରମୁଖ ଉପସ୍ଥିତ ରହି ସମସ୍ତ ଅଧିକାରୀ ତଥା କର୍ମଚାରୀମାନଙ୍କୁ ସାଧୁତା ଓ ସଚ୍ଚୋଟତାର ଶପଥ ପାଠ କରାଇଥିଲେ।

ଏହି କାର୍ଯ୍ୟକ୍ରମରେ ସହକାରୀ ଜିଲ୍ଲାପାଳ ଶ୍ରୀ ରାମ ନାରାୟଣ ମିଶ୍ରଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ, ଡେପୁଟି କଲେକ୍ଟର ଏବଂ କର୍ମଚାରୀମାନେ ସକ୍ରିୟ ଭାବେ ଯୋଗଦେଇଥିଲେ।  ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରାଜେନ୍ଦ୍ର କୁମାର ମାଝୀ ଏବଂ ଉପ-ଆରକ୍ଷୀ ଅଧୀକ୍ଷକ, ଦୁର୍ନୀତି ନିବାରଣ ବିଭାଗ,  ପୁଲସ୍ତି ଛତ୍ରିଆ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ଜିଲ୍ଲା ଦୁର୍ନୀତି ନିବାରଣ ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀ ଏଥିରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026
  ରାଜ୍ୟ  
At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender   26-Oct-2026
  ଜିଲ୍ଲା  
ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   26-Oct-2026
  ଜିଲ୍ଲା  
ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   26-Oct-2026

You Might Also Like