-+91-9937148622 |

prerana_bgr@rediffmail.com |

  Tuesday 27th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||     

HOME   ଜିଲ୍ଲା

ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା

26-Oct-2026



ଭୁବନେଶ୍ବର(ପ୍ରେରଣା ଖବର): ବଲାଙ୍ଗୀରର ଆର୍‌ ଏନ୍‌ ସିଂହଦେଓ ସ୍ପୋର୍ଟସ୍‌ କଂପ୍ଲେକ୍ସସ୍ଥିତ ‘ବୋଲିଂ ଗ୍ରୀନ୍ସ’ କୋର୍ଟରେ ଚାଲିଥିବା ପ୍ରଥମ ଜାତୀୟ ୧୮ବର୍ଷରୁ କମ୍‌ ଏବଂ ଷଷ୍ଠ ଜାତୀୟ ୨୫ ବର୍ଷରୁ କମ୍‌ ଲନ୍‌ବଲ୍‌ ପ୍ରତିଯୋଗିତା ସୋମବାର ଉଦ୍‌ଯାପିତ ହୋଇଯାଇଛି। ଏହି ସମ୍ମାନଜନକ ପ୍ରତିଯୋଗିତାରେ ଓଡ଼ିଶା ଖେଳାଳି ମାନେ ଉଲ୍ଲେଖନୀୟ ପ୍ରଦର୍ଶନ କରି  ୩ଟି ସ୍ବର୍ଣ୍ଣ ଏବଂ ଗୋଟିଏ ଲେଖାଏଁ ରୌପ୍ୟ ଓ କାଂସ୍ୟ ସହ ମୋଟ ୫ ପଦକ ଜିତି ରାଜ୍ୟ ପାଇଁ ଗର୍ବ ଓ ଗୌରବ ଆଣିଛନ୍ତି। ସୋମବାର ୨୫ବର୍ଷରୁ କମ୍‌ ବାଳିକା ଏକକରେ ଝାରଖଣ୍ଡର 

ସୋନି କୁମାରୀ ଗୁପ୍ତାଙ୍କୁ ୨୧-୮ରେ ହରାଇ ଓଡ଼ିଶାର ରାଜେଶ୍ବରୀ ସେଠ୍‌  ସ୍ବର୍ଣ୍ଣ ପଦକ ଜିତି ନେଇ ଥିଲେ। ଏହି ବର୍ଗର ଦୁଇଟି କାଂସ୍ୟ ପଦକ ଉତ୍ତରାଖଣ୍ଡର ଚନ୍ଦ୍ର ଯୋଗିତା‌ ଏବଂ ପଶ୍ଚିମବଙ୍ଗର ଅମୃତା କୁମାରୀଙ୍କ ଖାତାକୁ ଯାଇଥିଲା। ସେହିଭଳି ୨୫ ବର୍ଷରୁ କମ୍‌ ମିଶ୍ରିତ ଯୁଗଳରେ ସିଦ୍ଧାର୍ଥ ଆର୍ଯ୍ୟନ ସାହୁ ଓ ପଦ୍ମସିନୀ ପୁଟେଲ ରାଜ୍ୟ ପାଇଁ ଦ୍ବିତୀୟ ସ୍ବର୍ଣ୍ଣ ଜିିତିଥିଲେ। ସେମାନେ ରାଜସ୍ଥାନର ଦୀନେଶ ଓ ମୋନିକା ସୋମରା ଯୋଡ଼ିଙ୍କୁ ୨୧-୧୧ରେ ପରାସ୍ତ କରିଥିଲେ। ଏହି ବର୍ଗର କାଂସ୍ୟ ପଦକ ଝାଡ଼ଖଣ୍ଡର କରଣ କୁମାର-ଖୁସ୍‌ବୁ ବଡ଼ାଇକ ଏବଂ  ହରିୟାଣାର ନିଶାନ୍ତ ଶର୍ମା-ମଞ୍ଜୁ ଜିତିଥିଲେ। ୨୫ବର୍ଷରୁ କମ୍‌ ବାଳକ ଏକକରେ ଆୟୋଜକ ଓଡ଼ିଶାର ଶୁଭ୍ରାଂଶୁ ଡାଙ୍ଗ ସେମିଫାଇନାଲ୍‌ରେ ହାରି କାଂସ୍ୟ ପଦକ ବିଜୟୀ ହୋଇଥିଲେ। ଏହି ବର୍ଗର ସ୍ବର୍ଣ୍ଣ ପଦକ ଝାଡ଼ଖଣ୍ଡର ସୁରଜ କୁମାର କେଶରୀ ଓ ରୌପ୍ୟ ଉତ୍ତରାଖଣ୍ଡର ଉକୃଷ୍ଟ ଦ୍ବିବେଦୀ ପାଇଥିଲେ। ଅନ୍ୟ କାଂସ୍ୟ ପଦକଟି ପଶ୍ଚିବଙ୍ଗର ଦିବ୍ୟାଙ୍ଗ ସାୱଲକା ଜିତି ନେଇଥିଲେ। ଅନ୍ୟପକ୍ଷରେ ୧୮ବର୍ଷରୁ କମ୍‌ ବାଳିକାରେ ଓଡ଼ିଶା ପାଇଁ ସ୍ବର୍ଣ୍ଣିମ ସଫଳତା ଲାଭ କରିଥିଲେ ରୋଶ୍‌ନୀ ସାହୁ। ରୋମାଞ୍ଚକ ଫାଇନାଲ୍‌ରେ ସେ ନିଜ ଝାଡ଼ଖଣ୍ଡ ପ୍ରତିପକ୍ଷ ପିହୁ କୁମାରୀଙ୍କୁ ୨୧-୬ରେ ହରାଇ ଏହି ସଫଳତା ଅର୍ଜନ କରିଥିଲେ। ଏହି ବର୍ଗର କାଂସ୍ୟ ପଦକ ଦିଲ୍ଲୀର କାବ୍ୟାଞ୍ଜଳି ଓ ଆସାମର ଦେବାଙ୍ଗନା ସାଇକିଆ ଜିତିଥିଲେ। ୧୮ବର୍ଷରୁ କମ୍‌ ବାଳକରେ ଓଡ଼ିଶାର ସୁଜ୍ଞାନେନ୍ଦ୍ର ଷଡ଼ଙ୍ଗୀ, ଆସାମର ପ୍ରଣୀତଙ୍କଠାରୁ ୨୦-୨୧ରେ ହାରି ଅଳ୍ପକେ  ରୌପ୍ୟ ପଦକରେ ସନ୍ତୁଷ୍ଟ ରହିଥିଲେ। ଏହି ବର୍ଗର କାଂସ୍ୟ ପଦକ ଦିଲ୍ଲୀର ନିଶାନ୍ତ ଓ ମେଘାଳୟର ନିକଜାରିଙ୍ଗ ଚନ୍ଦ୍ର ମାରକ ହାସଲ କରି ନେଇଥିଲେ। ବ୍ୟକ୍ତିଗତ ବର୍ଗରେ ରାଜେଶ୍ବରୀ

ଓଭରଅଲ୍‌ ବିଜେତା ହୋଇଥିଲା ବେଳେ ୧୮ବର୍ଷରୁ କମ୍‌ରେ ଓଡ଼ିଶା ଏବଂ ୨୫ବର୍ଷରୁ କମ୍‌ରେ ଝାଡ଼ଖଣ୍ଡ ବିଜେତା ଆଖ୍ୟା ଅର୍ଜନ କରିଥିଲେ। 

ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ, ବଲାଙ୍ଗୀର ପୌରାଧ୍ୟକ୍ଷା ଲିକା ସାହୁ, ଭାରତୀୟ ଲନ୍‌ବଲ୍‌ ମହାସଂଘର ସାଧାରଣ ସଂପାଦକ ଲୋକେନ୍ଦର ସିଂହ, କୋଷାଧ୍ୟକ୍ଷ କେଭିଏସ୍‌ ରାଠି ଏବଂ ଓଡ଼ିଶା ରାଜ୍ୟ ଲନ୍‌ବଲ୍‌ ସଂଘର ସଂପାଦକ ସୁମିତ ରଞନ ପୁରୋହିତ ଅତିଥି ଭାବେ ଯୋଗଦେଇ ପୁରସ୍କାର ବିତରଣ କରିଥିଲେ। ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘର କାର୍ଯ୍ୟକାରୀ ସଭାପତି ସମୀକ୍ଷା ପଟ୍ଟନାୟକଙ୍କୁ ଏହି ଅବସରରେ ସମ୍ବର୍ଦ୍ଧିତ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026
  ରାଜ୍ୟ  
At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender   26-Oct-2026
  ଜିଲ୍ଲା  
ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   26-Oct-2026
  ଜିଲ୍ଲା  
ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   26-Oct-2026

You Might Also Like