-+91-9937148622 |

prerana_bgr@rediffmail.com |

  Thursday 29th October 2026 |

| | | |

R.N.I. Regd No. ODIODI/2010/46693

Breaking News

କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||      ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||      ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ    (29-Oct-2026)       ||      ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   (29-Oct-2026)       ||      ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ    (29-Oct-2026)       ||      ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   (28-Oct-2026)       ||      ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (28-Oct-2026)       ||      ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   (28-Oct-2026)       ||      ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   (28-Oct-2026)       ||      ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   (28-Oct-2026)       ||      *ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   (28-Oct-2026)       ||      ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   (28-Oct-2026)       ||      ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ    (28-Oct-2026)       ||      ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର    (27-Oct-2026)       ||      ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ    (27-Oct-2026)       ||      ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||     

HOME   ଜିଲ୍ଲା

ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ

29-Oct-2026



ଟିଟିଲାଗଡ(ପ୍ରେରଣା ଖବର)- ସରକାର ସରକାରୀ ଅଧିକାରୀ ତଥା କର୍ମଚାରୀ ମାନଙ୍କ ରହିବା ପାଇଁ କ୍ୱାର୍ଟର ତିଆରି ରହିବାକୁ ଦେଇଥାନ୍ତି। ତା ସହ ମଝି ମଝିରେ ସେହି ଘର ମାନଙ୍କ ମରାମତି କରାଇଥାନ୍ତି। କିନ୍ତୁ ପରିତାପର ବିଷୟ ଯେ ପୂର୍ତ୍ତ ବିଭାଗ ପକ୍ଷରୁ ଟିଟିଲାଗଡର ପୁରୁଣା ସରକାରୀ ଡାକ୍ତରଖାନା ପରିସରରେ ରହୁଥିବା ଶିଶୁ ରୋଗ ବିଶେଷଜ୍ଞଙ୍କ କ୍ୱାର୍ଟର ମରାମତି କାମ ଛ ମାସ ବିତି ସାରିଥିଲେ ବି ସମ୍ପୂର୍ଣ୍ଣ ହୋଇପାରିନାହିଁ । ନିର୍ମାଣ ତଥା ମରାମତି କାମକୁ ନେଇ ଉଠିଛି ପ୍ରଶ୍ନ। । ଦୀର୍ଘ ଛଅ ମାସ ବିତି ସାରିଥିଲେ ବି ହୋଇପାରି ନାହିଁ ମରାମତି କାମ। ଅଧାପନ୍ତରିଆ କାମକୁ ନେଇ ଏବେ ନାନା ପ୍ରଶ୍ନ ଉଠିବାରେ ଲାଗିଛି। ଆସନ୍ତୁ ନଜର ପକାଇବା ସମ୍ପୂର୍ଣ୍ଣ ଏବଂ ଅସମ୍ପୂର୍ଣ୍ଣ ରହିଥିବା କାର୍ଯ୍ୟର ତାଲିକା ଉପରେ। ଯେଉଁ ଯେଉଁ କାମ ସମ୍ପୂର୍ଣ୍ଣ ଭାବେ ଶେଷ ହୋଇଛି ସେଗୁଡ଼ିକ ହେଲା ​କାନ୍ଥର ଚୂନ ଓ ରଙ୍ଗ କାର୍ଯ୍ୟ,​କବାଟ ମରାମତି କାର୍ଯ୍ୟ, ​ନାଳ ବା ଡ୍ରେନେଜ୍ ମରାମତି କାର୍ଯ୍ଯ, ତଳର ଟାଇଲ୍ସ ମରାମତି କାମ,ତା ସହ ଛାତ ମରାମତି କାର୍ଯ୍ୟ ମଧ୍ୟ ସମ୍ପନ୍ନ ହୋଇଛି କିନ୍ତୁ ଅନ୍ୟପଟେ ଅନେକ ଗୁରୁତ୍ୱପୂର୍ଣ୍ଣ କାମ ଏବେ ବି ଅଧୁରା ପଡ଼ିରହିଛି ସେଗୁଡ଼ିକ ହେଉଛି ​ପ୍ରଥମତଃ ଛାତ ମରାମତି ପରେ ମଧ୍ୟ ସେଥିରୁ ପାଣି ଗଳିବା ବନ୍ଦ ହୋଇନାହିଁ,​ଦ୍ୱିତୀୟତଃ, ଚାରିପାଖ ସୀମା ବା ବାଉଣ୍ଡରୀର ରଙ୍ଗ କାମ ପାଖାପାଖି ୧୦ ପ୍ରତିଶତ ବାକି ରହିଛି,ସେହିପରି କବାଟ ଓ ଝରକାର ରଙ୍ଗ କାମ ମଧ୍ୟ ଅଧୁରା ରହିଛି।ତୃତୀୟତଃ, ମରାମତି ପରେ ବାହାରିଥିବା ପାଖାପାଖି ଗୋଟିଏ ଟ୍ରାକ୍ଟର ଅଳିଆ ଆବର୍ଜନା ସେହିପରି ପଡ଼ିରହିଛି, ଯାହା ଏପର୍ଯ୍ୟନ୍ତ ସଫା କରାଯାଇ ନାହିଁ।ଏଭଳି ସ୍ଥିତିରେ ପ୍ରଶ୍ନ ଉଠୁଛି, କାମ ସରିବା ପରେ ବି ଛାତରୁ ପାଣି ଝରିବା ଏବଂ ପରିସରରେ ଆବର୍ଜନା ପଡ଼ିରହିବା କାହାର ଦାୟିତ୍ୱହୀନତା ? ବାକି ଥିବା କାର୍ଯ୍ୟ କେବେ ସମ୍ପୂର୍ଣ୍ଣ ହେବ, ଯେଉଁଥି ପାଇଁ ଦୀର୍ଘ ୬ମାସରୁ ଉର୍ଦ୍ଧ ହେବ ସେହି ସରକାରୀ ଘରେ ରହୁଥିବା ଡାକ୍ତର ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅଧିକାରୀଙ୍କ ଦାୟିତ୍ୱହୀନତା ତଥା ଖାମ ଖିଆଲ ମନୋଭାବ ଯୋଗୁଁ କ୍ୱାର୍ଟରରେ ରହୁଥିବା ଡାକ୍ତର ଏବଂ ତାଙ୍କ ପରିବାର ହଇରାଣ ହେଉଛନ୍ତି। ତାହା କେବେ ସମ୍ପୂର୍ଣ୍ଣ ହେବ ଦେଖିବାକୁ ରହିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   29-Oct-2026
  ଜିଲ୍ଲା  
ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   29-Oct-2026
  ଜିଲ୍ଲା  
ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   29-Oct-2026
  ଜିଲ୍ଲା  
ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   29-Oct-2026
  ଜିଲ୍ଲା  
ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ   29-Oct-2026
  ଜିଲ୍ଲା  
ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   29-Oct-2026
  ଜିଲ୍ଲା  
ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ   29-Oct-2026
  ଜିଲ୍ଲା  
ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   28-Oct-2026
  ଜିଲ୍ଲା  
ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   28-Oct-2026
  ଜିଲ୍ଲା  
ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   28-Oct-2026
  ଜିଲ୍ଲା  
ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   28-Oct-2026
  ଜିଲ୍ଲା  
ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   28-Oct-2026

You Might Also Like