-+91-9937148622 |

prerana_bgr@rediffmail.com |

  Friday 30th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||      ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ    (30-Oct-2026)       ||      ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   (30-Oct-2026)       ||      ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||      ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   (29-Oct-2026)       ||      ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   (29-Oct-2026)       ||      କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||      ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||      ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ    (29-Oct-2026)       ||      ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   (29-Oct-2026)       ||      ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ    (29-Oct-2026)       ||      ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   (28-Oct-2026)       ||      ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (28-Oct-2026)       ||      ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   (28-Oct-2026)       ||      ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   (28-Oct-2026)       ||     

HOME   ଜିଲ୍ଲା

୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା

30-Oct-2026



ବଲାଙ୍ଗିର(ପ୍ରେରଣା ଖବର)-ରାଜ୍ୟସରକାର ବିଭିନ୍ନ ରାସ୍ତାରେ ପଡୁଥିବା ଗ୍ରାମମାନଙ୍କରେ ବାଇପାସ ରାସ୍ତା ନିର୍ମାଣ କରାଉଛନ୍ତି । ମୁଖ୍ୟତଃ ପୂର୍ତ୍ତରାସ୍ତାମାନଙ୍କରେ ପଡୁଥିବା ବଡଗ୍ରାମମାନଙ୍କରେ ବଡବଡ ଯାନବାହନ ପାଇଁ ବସ୍ତିଭିତରେ ଟ୍ରାଫିକ ସମସ୍ୟା ଦେଖାଦେଉଛି । ତେଣୁ ବାଇପାସ ପାଇଁ ପ୍ରସ୍ତାବ ଦିଆଯାଇଥିଲା । ବଲାଙ୍ଗୀର ପୂର୍ତ୍ତଡିଭିଜନ ଅନ୍ତର୍ଗତ ଦେଓଗାଁ ବ୍ଲକର ଐତିହାସିକ ଜରାସିଂହା ଗ୍ରାମରେ ବାଇପାସ ରାସ୍ତାପାଇଁ ବିଧାୟକ କଳିକେଶନାରାୟଣ ସିଂଦେଓ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଇଥିଲେ । ଏହାର ଆବଶ୍ୟକ ସର୍ଭେପରେ ଏହାକୁ ପ୍ରଶାସନିକ ମଞ୍ଜୁରି ଦିଆଯାଇଛି । ପୂର୍ତ୍ତବିଭାଗର ଇଞ୍ଜିନିୟରିଂ ଇନ-ଚିଫ କାର୍ଯ୍ୟାଳୟରୁ ଚିଫଇଞ୍ଜିନିୟର(ରାସ୍ତା)ଓଡିଶା ବଲାଙ୍ଗୀର ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କୁ ଦେଇଥିବା ତାଙ୍କ ପତ୍ରସଂଖ୍ୟା-୩୯୪୦୫ ତା.୨୭.୧୦.୨୦୨୬ରେ ଜରାସିଂହା ବାଇପାସ (୧.୮୨୨କିମି) ରାସ୍ତାର ନିର୍ମାଣ ପାଇଁ ଏଲାଇନମେଣ୍ଟକୁ ମଞ୍ଜୁରୀ ଦିଆଯାଇଥିବା ଉଲ୍ଲେଖ ରହିଛି । ଏଥିପାଇଁ ପ୍ରାୟ ୧୦କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ସୂଚନା ମିଳିଛି । ପ୍ରକାଶ ଯେ,ଦେଓଗାଁ ତୁଷୁରା ପୂର୍ତ୍ତବିଭାଗର ରାସ୍ତାରେ ଜରାସିଂହା ଏକ ବଡଗ୍ରାମ ପଡୁଛି । ବିଭିନ୍ନ ଯାନବାହନ ଗଲାବେଳକୁ ବସ୍ତିଭିତରେ ଟ୍ରାଫିକ ସମସ୍ୟା ଦେଖା ଦେଉଛି । ସେଥିପାଇଁ ଗ୍ରାମବାସୀ ବଲାଙ୍ଗୀର ବିଧାୟକ କଳିକେଶନାରାୟଣ ସିଂଦେଓଙ୍କ ପାଖରେ ଦାବି ଜଣାଇ ଥିଲେ । ବିଧାୟକ ଶ୍ରୀ ସିଂଦେଓ ଏନେଇ ପୂର୍ତ୍ତବିଭାଗର ମନ୍ତ୍ରୀ ଓ କମିଶନରଙ୍କୁ ଚିଠିଲେଖିଥିଲେ । ଏହାପରେ ରାଜ୍ୟସରକାରଙ୍କ ନିର୍ଦ୍ଦେଶରେ ବଲାଙ୍ଗୀର ପୂର୍ତ୍ତଡିଭିଜ ପକ୍ଷରୁ ଆବଶ୍ୟକ ସର୍ଭେ କରାଯାଇ ସରକାରଙ୍କୁ ପ୍ରସ୍ତାବ ପଠାଇଥିଲେ । ଏହି ପ୍ରସ୍ତାବକୁ ରାଜ୍ୟସରକାରଙ୍କ ପୂର୍ତ୍ତ ବିଭାଗ ଅନୁମୋଦନ କରିଛି । ଏହି ଖବର ପ୍ରଚାରିତ ହେବାପରେ ଦେଓଗାଁ ଜରାସିଂଘା ଅଞ୍ଚଳରେ ଖୁସିର ଲହରୀ ଖେଳିଯାଇଛି । ଜରାସିଂହା ବାଇପାସକୁ ମଞ୍ଜୁରୀ ଦେଇଥିବାରୁ ଦେଓଗାଁ ବ୍ଲକର ପୂର୍ବବ୍ଲକଅଧ୍ୟକ୍ଷ ତଥା ବିଜେଡିର ରାଜ୍ୟସଂପାଦକ ଲକ୍ଷ୍ମଣକୁମାର ମେହେର, ବିଜେଡିର ବରିଷ୍ଠନେତା ଉମାଶଙ୍କର ସିଂ,ଦେଓଗାଁ ବ୍ଲକର ବିଧାୟକଙ୍କ ପ୍ରତିନିଧି ସୁଶିଳକୁମାର ଚାନ୍ଦ ପ୍ରମୁଖ ବଲାଙ୍ଗୀର ବିଧାୟକ କଳିକେଶନାରାୟଣ ସିଂଦେଓ, ରାଜ୍ୟସରକାରଙ୍କ ପୂର୍ତ୍ତ ବିଭାଗର ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ପୂର୍ତ୍ତବିଭାଗର ପ୍ରମୁଖଶାସନ ସଚିବ ସଂଞ୍ଜୟ ସିଂଙ୍କୁ ଧନ୍ୟବାଦ ସହ କୃତଜ୍ଞତା ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   30-Oct-2026
  ଜିଲ୍ଲା  
୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   30-Oct-2026
  ଜିଲ୍ଲା  
ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ   30-Oct-2026
  ଜିଲ୍ଲା  
ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   30-Oct-2026
  ମହାନଗର  
ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    29-Oct-2026
  ରାଜ୍ୟ  
କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   29-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   29-Oct-2026
  ଜିଲ୍ଲା  
ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   29-Oct-2026
  ଜିଲ୍ଲା  
ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   29-Oct-2026
  ଜିଲ୍ଲା  
କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   29-Oct-2026
  ଜିଲ୍ଲା  
ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   29-Oct-2026
  ଜିଲ୍ଲା  
ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   29-Oct-2026

You Might Also Like