-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||      ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||      ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||      ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   (31-Oct-2026)       ||      ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   (31-Oct-2026)       ||      ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   (31-Oct-2026)       ||      ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||     

HOME   ଜିଲ୍ଲା

ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ

01-Nov-2026



ଭୁବନେଶ୍ୱର(ମୁରଲୀଧର ମିଶ୍ର): ବେଆଇନ ଭାବେ ଗ୍ୟାସ ସିଲିଣ୍ଡର ଗଚ୍ଛିତ କରାଯାଇଥିବା ଅଭିଯୋଗକୁ ଭିତ୍ତିକରି ଖୋର୍ଦ୍ଧା ଜିଲ୍ଲା ଯୋଗାଣ କାର୍ଯ୍ୟାଳୟ ପକ୍ଷରୁ ଚଢ଼ାଉ କରାଯାଇଛି।  ଭୁବନେଶ୍ୱର ମହାନଗର ନିଗମ ଅଧୀନସ୍ଥ କଳିଙ୍ଗ ନଗର ଅନ୍ତର୍ଗତ ବସନ୍ତ ସାହୁ ଛକଠାରେ ଏକ ପରିତ୍ୟକ୍ତ ଆଜ୍‌ବେଷ୍ଟସ୍‌ ଘରେ ଆଜି ଅଚାନକ ଚଢ଼ାଉ କରି ସେଠାରୁ ବେଆଇନ୍‌ ଭାବେ ଗଚ୍ଛିତ ବିଭିନ୍ନ ତୈଳ କମ୍ପାନୀ (ଏଚ୍‌ପିସିଏଲ୍‌, ଆଇଓସିଏଲ୍‌, ବିପିସିଏଲ୍‌)ର ୨୨୯ ଗୋଟି ଘରୋଇ ଗ୍ୟାସ ସିଲିଣ୍ଡର ଜବତ କରିଛନ୍ତି । ତନ୍ମଧ୍ୟରୁ ୯୦ ଗୋଟି ଇଣ୍ଡେନ୍‌, ୩୮ଟି ଭାରତ ଗ୍ୟାସ୍‌ ଏବଂ ୧୦୧ଟି ହିନ୍ଦୁସ୍ଥାନ କମ୍ପାନୀର ସିଲିଣ୍ଡର ଥିବା ଜଣାଯାଇଛି । ଏଥିସହ ଉକ୍ତ ଘରୁ ଦୁଇଗୋଟି ଗ୍ୟାସ୍‌ ଭର୍ତ୍ତି ନିମନ୍ତେ ବ୍ୟବହୃତ ମୋଟର, ପ୍ରେସର ପାଇପ୍‌, ସିଲିଣ୍ଡର କ୍ୟାପ୍‌ ଏବଂ ବିଭିନ୍ନ ତୈଳ କମ୍ପାନୀର ପ୍ଲାଷ୍ଟିକ୍‌ ସିଲ୍‌ ମଧ୍ୟ ଜବତ ହୋଇଛି । 

ସୂଚନାଯୋଗ୍ୟ ଦୀର୍ଘଦିନ ଧରି ଏହି ଅଞ୍ଚଳରେ ଖାଉଟି ଗ୍ୟାସ୍‌ ସିଲିଣ୍ଡର ପାଇବାରେ ଅସୁବିଧା ହେଉଥିବାର ଅଭିଯୋଗ ହେଉଥିଲା । ଖୋରଧା ଜିଲ୍ଲାପାଳଙ୍କ ପରାମର୍ଶକ୍ରମେ ଏହି ଚଢ଼ାଉ କରାଯାଇଛି । ଜବତ ହୋଇଥିବା ସିଲିଣ୍ଡର ନିକଟସ୍ଥ ଆଇଓସିଏଲ୍‌ ଡିଷ୍ଟ୍ରିବୁଟର ସୌମ୍ୟ ଇନ୍‌ଡେନ୍‌, ବିପିସିଏଲ୍‌ ଡିଷ୍ଟ୍ରିବୁଟର ପ୍ରମୋଦ ଭାରତ ଗ୍ୟାସ୍‌ ଓ ଏଚ୍‌ପିସିଏଲ୍‌ ଡିଷ୍ଟ୍ରିବୁଟର ଲିଙ୍ଗରାଜ ଗ୍ୟାସ୍‌ ଏଜେନ୍ସିଙ୍କର ଜିମା ଦିଆଯାଇଛି । ପ୍ରାଥମିକ ତଦନ୍ତରୁ ଜଣାପଡିଛି ଯେ ଏହା କୌଣସି ଏକ ଅସାଧୁ ବେପାରୀ ବିଭିନ୍ନ ଡିଷ୍ଟ୍ରିବୁଟର ଓ ଖାଉଟିଙ୍କ ନିକଟରୁ ସିଲିଣ୍ଡର ସଂଗ୍ରହ କରି ବଜାରରେ ଚଢ଼ାଦରରେ ବିକ୍ରି କରିବା ପାଇଁ ମସୁଧା କରାଯାଉଛି । ଏଥିରେ ବିଭିନ୍ନ ଗ୍ୟାସ୍‌ ଡିଷ୍ଟ୍ରିବୁଟରଙ୍କର ସଂପୃକ୍ତି ଥିବାର ତଦନ୍ତ କରାଯାଉଥିବା ନେଇ ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀ ଜ୍ଞାନେନ୍ଦ୍ର ମିଶ୍ର କହିଛନ୍ତି । ଏହି ଚଢ଼ାଉ ଖୋର୍ଦ୍ଧା ଜିଲ୍ଲା ଜିଲ୍ଲାପାଳ ଶ୍ରୀ ଅମ୍ରିତ ଋତୁରାଜଙ୍କର ନିର୍ଦ୍ଦେଶରେ ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀ ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ହୋଇଥିଲା । 

ଏହି ଚଢ଼ାଉ ସମୟରେ ଅତିରିକ୍ତ ଯୋଗାଣ ଅଧିକାରୀ  ରୋହିତ ଦାଶ, ସହକାରୀ ଯୋଗାଣ ଅଧିକାରୀ ହିମାଂଶୁ ସାହୁ (ଜିଲ୍ଲା କାର୍ଯ୍ୟାଳୟ), ସହକାରୀ ଯୋଗାଣ ଅଧିକାରୀ ହିମାଂଶୁ ଶେଖର ଦତ୍ତ (ଭୁବନେଶ୍ୱର ମହାନଗର ନିଗମ), ସହକାରୀ ଯୋଗାଣ ଅଧିକାରୀ (ଖୋର୍ଦ୍ଧା ପୌରପାଳିକା), ହିରଣ୍ୟ କୁମାର ଦାଶ (ଯୋଗାଣ ନିରୀକ୍ଷକ, ଖୋର୍ଦ୍ଧା) ଓ ଅଶୋକ କୁମାର ସାହୁ, ଯୋଗାଣ ନିରୀକ୍ଷକ (ଭୁବନେଶ୍ୱର ମହାନଗର ନିଗମ) ତଥା କମିଶନରେଟ୍‌ ପୋଲିସ୍‌ର ଅଧିକାରୀଙ୍କୁ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   01-Nov-2026
  ଜିଲ୍ଲା  
ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   01-Nov-2026
  ଜିଲ୍ଲା  
ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Nov-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   31-Oct-2026
  ଜିଲ୍ଲା  
ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    31-Oct-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   31-Oct-2026
  ଜିଲ୍ଲା  
ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   31-Oct-2026
  ଜିଲ୍ଲା  
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   31-Oct-2026
  ଜିଲ୍ଲା  
ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ   31-Oct-2026

You Might Also Like