-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||      ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||      ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||      ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   (31-Oct-2026)       ||     

HOME   ଜିଲ୍ଲା

ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି

01-Nov-2026



କଣ୍ଟାବାଞ୍ଜି/ତୁରେକେଲା(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ତୁରେକେଲା ଗ୍ରାମ ପଞ୍ଚାୟତର ଲର୍କୀ ଗ୍ରାମ ରାମୋଡ଼ ଛକ ନିକଟସ୍ଥ ହରିଜନ ପଡ଼ାରେ ରାସ୍ତା ସମସ୍ୟାକୁ ନେଇ ପଡ଼ାବାସୀ ଦୀର୍ଘଦିନ ଧରି ଅସୁବିଧାର ସମ୍ମୁଖୀନ ହେଉଛନ୍ତି।

ଏହି ସମସ୍ୟା ସମ୍ପର୍କରେ ପଡ଼ାର ବାସିନ୍ଦା ଧନଞ୍ଜୟ ନାଗ ଫୋନ୍ ଯୋଗେ ସମାଜସେବୀ ଭକ୍ତ ଚରଣ ତାଣ୍ଡି ଓରଫ (ଅରୁଣ କୁମାର ତାଣ୍ଡି) ଙ୍କୁ ଅବଗତ କରାଇଥିଲେ। ପଡ଼ାବାସୀଙ୍କ ଅସୁବିଧା ବିଷୟରେ ଜାଣିବା ପରେ ଶ୍ରୀ ତାଣ୍ଡି ନିଜେ ଉକ୍ତ ସ୍ଥାନକୁ ଯାଇ ପଡ଼ାବାସୀଙ୍କୁ ଭେଟିବା ସହ ରାସ୍ତାର ବାସ୍ତବ ସ୍ଥିତି ଅନୁଧ୍ୟାନ କରିଥିଲେ।

ସ୍ଥାନୀୟ ଅଞ୍ଚଳର ପରିସ୍ଥିତି ଦେଖିବା ପରେ ସେଠାରେ ଏକ ସ୍ଥାୟୀ କଂକ୍ରିଟ୍ (CC) ରାସ୍ତା ନିର୍ମାଣର ଆବଶ୍ୟକତା ରହିଥିବା ଅନୁଭବ କରିଥିଲେ। ଏହାପରେ ପଡ଼ାବାସୀଙ୍କ ସମସ୍ୟାକୁ ପ୍ରଶାସନର ଦୃଷ୍ଟିକୁ ଆଣିବା ପାଇଁ ସେ ତୁରେକେଲା ବିଡିଓଙ୍କ ନିକଟରେ ଏକ ସ୍ମାରକପତ୍ର ପ୍ରଦାନ କରି ଉକ୍ତ ଅଞ୍ଚଳରେ କଂକ୍ରିଟ୍ ରାସ୍ତା ନିର୍ମାଣ କରିବାକୁ ଦାବି ଜଣାଇଛନ୍ତି।

ସାଧାରଣ ଲୋକଙ୍କ ମୌଳିକ ସମସ୍ୟାକୁ ଚିହ୍ନଟ କରି ପ୍ରଶାସନ ନିକଟରେ ଉପସ୍ଥାପନ କରିବା ସହ ଗ୍ରାମାଞ୍ଚଳର ବିକାଶ ଓ ଜନସାଧାରଣଙ୍କ ସୁବିଧା ପାଇଁ ଏଭଳି ପଦକ୍ଷେପ ଜାରି ରଖିବେ ବୋଲି ସମାଜସେବୀ  ଭକ୍ତ ଚରଣ ତାଣ୍ଡି ( ଅରୁଣ କୁମାର ତାଣ୍ଡି ) କହିଛନ୍ତି।

ଦାବି: ଲର୍କୀ ଗ୍ରାମର ରାମୋଡ଼ ଛକ ନିକଟସ୍ଥ ହରିଜନ ପଡ଼ାରେ ଶୀଘ୍ର କଂକ୍ରିଟ୍ ରାସ୍ତା ନିର୍ମାଣ କରି ପଡ଼ାବାସୀଙ୍କ ଯାତାୟାତ ସମସ୍ୟାର ସମାଧାନ କରାଯାଉ।


News Comment




Photo in News

Advertisment
Lastest News
  ଜିଲ୍ଲା  
କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ   01-Nov-2026
  ଜିଲ୍ଲା  
ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   01-Nov-2026
  ଜିଲ୍ଲା  
ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ   01-Nov-2026
  ଜିଲ୍ଲା  
ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ   01-Nov-2026
  ଜିଲ୍ଲା  
ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   01-Nov-2026
  ଜିଲ୍ଲା  
ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   01-Nov-2026
  ଜିଲ୍ଲା  
ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Nov-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   31-Oct-2026
  ଜିଲ୍ଲା  
ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    31-Oct-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   31-Oct-2026

You Might Also Like