-+91-9937148622 |

prerana_bgr@rediffmail.com |

  Saturday 20th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ବୈଦିକ ରୀତିରେ ଶିବ–ପାର୍ବତୀଙ୍କ ବିବାହ ସମ୍ପନ୍ନ ଯୋଗଦେଲେ ବିଧାୟକ   (20-Jun-2026)       ||      କୋଶଲ କଳା ମଣ୍ଡଳର ମୁଖପତ୍ର ‘ଚତୁରଙ୍ଗ’ର ନବପ୍ରକାଶର ପଞ୍ଚମ ବର୍ଷର ପ୍ରଥମ ସଂଖ୍ୟା ଉନ୍ମୋଚିତ    (20-Jun-2026)       ||      ସୁଦପଡା ଶୀତଳଷଷ୍ଠୀରେ ଅସୀମା ପଣ୍ଡା ଷ୍ଟାର ନାଇଟ୍ ସହ ପ୍ରତିଭା ସମ୍ବର୍ଦ୍ଧନା   (20-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ    (19-Jun-2026)       ||      ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||     

HOME   ଜିଲ୍ଲା

ଗଡ଼ିଆଯୋର ପରିବା ଚାଷରେ ଗେଣ୍ଡା ଉପଦ୍ରବ, ଚିନ୍ତାରେ ଚାଷୀକୁଳ

13-Oct-2020



ଧର୍ମଗଡ଼:-( ତ୍ରିନାଥ ବେଶ୍ରା )କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବ୍ଲକ ଗଡ଼ିଆଯୋର ର ପରିବା ଚାଷୀ ମାନଙ୍କ ଚାଷରେ ଗେଣ୍ଡା ଉପଦ୍ରବ ଯୋଗୁ ଅନେକ ଚାଷୀଙ୍କ ଚାଷ ନଷ୍ଟ ହୋଇଯାଇଛି ।
ଚାଷୀମାନେ କହିବା ଅନୁସାରେ ସେମାନେ ଋଣ,କରଜ କରି ଚାଷ କରିଛନ୍ତି କିପରି ଋଣ ପରିଶୋଧ କରିବେ ଚିନ୍ତାର କାରଣ ସାଜିଛି ।
ଚାଷୀ କହିବା ଅନୁସାରେ ଏହି ଗେଣ୍ଡା ପୋକ ଦିନବେଳା ଗଛରେ ଚଢି ଯାଉଛି ଓ ରାତି ୮ଟା ସମୟରେ ଓହ୍ଲାଇ ପରିବା ଚାଷ ସବୁ ନଷ୍ଟ କରୁଛି । 
ଏହି ଖବର ପାଇ ଧର୍ମଗଡ଼ ଉଦ୍ୟାନ କୃଷି ବିଭାଗ ତରଫରୁ ପଦସ୍ଥ ଅଧିକାରୀମାନେ  ଗେଣ୍ଡା ପ୍ରଭାବିତ ଅଂଚଳ ବୁଲି ଚାଷୀ ମାନଙ୍କ ସହ ଆଲୋଚନା କରିଛନ୍ତି ।
ଉଦ୍ୟାନ କୃଷି ବିଭାଗରୁ ସହକାରୀ ଉଦ୍ୟାନ କୃଷି ନିର୍ଦେଶକ ଟଙ୍କଧର କାଲୋ, ସହକାରୀ ଉଦ୍ୟାନ ଅଧିକାରୀ ରୋଜାଳିନୀ ସାହୁ, କୃଷି କ୍ଷେତ୍ର ଓ ସମ୍ପ୍ରସାରଣ ଅଧିକାରୀ ସୁଷମା ନାଏକ ପ୍ରମୁଖ ଗଡ଼ିଆଯୋର ର ଗେଣ୍ଡା ଉପଦ୍ରବ ପରିବା ଚାଷ ବୁଲି ଦେଖିଥିଲେ ।
ସହକାରୀ ଉଦ୍ୟାନ ନିର୍ଦେଶକ ଟଙ୍କ ଧର କାଲୋ କହିବା ଅନୁସାରେ ବିଶେସଜ୍ଞ ମାନଙ୍କ ସହ କଥା ହୋଇ ୭ସୁତ୍ରି ଗାଇଡ଼ ଲାଇନ ଚାଷୀଙ୍କୁ ଦିଆଯାଇଛି ।  ଏହା ଦ୍ୱାରା ମଧ୍ୟ ଗେଣ୍ଡା ରୋକାଯାଇ ପାରିବ ବୋଲି କହିଛନ୍ତି ।ଏ ସଂପର୍କରେ ଏକ ପୂର୍ଣ୍ଣାଙ୍ଗ ରିପୋଟ ମଧ୍ୟ ଉଚ୍ଚପଦସ୍ଥ ଅଧିକାରୀଙ୍କୁ ପ୍ରଦାନ କରାଯିବ ବୋଲି କହିଛନ୍ତି ।
ଉଦ୍ୟାନ କୃଷି ବିଭାଗର କୃଷି ବିଜ୍ଞାନୀ ମାନେ କିପରି ଗେଣ୍ଡା ଦାଉରୁ ପରିବାକୁ ରକ୍ଷା କରାଯାଇପାରିବ ସେ ବିଷୟରେ ଚାଷୀଙ୍କୁ ଜଣାଇ ସହାୟତା ପ୍ରଦାନ କରିବାକୁ ଚାଷିମହଲରେ ଦାବି ହେଉଛି  l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ବୈଦିକ ରୀତିରେ ଶିବ–ପାର୍ବତୀଙ୍କ ବିବାହ ସମ୍ପନ୍ନ ଯୋଗଦେଲେ ବିଧାୟକ   20-Jun-2026
  ଜିଲ୍ଲା  
କୋଶଲ କଳା ମଣ୍ଡଳର ମୁଖପତ୍ର ‘ଚତୁରଙ୍ଗ’ର ନବପ୍ରକାଶର ପଞ୍ଚମ ବର୍ଷର ପ୍ରଥମ ସଂଖ୍ୟା ଉନ୍ମୋଚିତ   20-Jun-2026
  ଜିଲ୍ଲା  
ସୁଦପଡା ଶୀତଳଷଷ୍ଠୀରେ ଅସୀମା ପଣ୍ଡା ଷ୍ଟାର ନାଇଟ୍ ସହ ପ୍ରତିଭା ସମ୍ବର୍ଦ୍ଧନା   20-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ   19-Jun-2026
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026

You Might Also Like