-+91-9937148622 |

prerana_bgr@rediffmail.com |

  Tuesday 3rd November 2026 |

| | | |

R.N.I. Regd No. ODIODI/2010/46693

Breaking News

*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||      ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   (02-Nov-2026)       ||      ଗରିବଙ୍କ ହକ୍‌ର ଚାଉଳ କୁଆଡ଼େ ଗଲା? ବାବେବିର ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ଅସନ୍ତୋଷ, ଯୋଗାଣ ସହାୟକଙ୍କ ବିରୋଧରେ ଅନିୟମିତତା ଅଭିଯୋଗ   (02-Nov-2026)       ||      ଆମପାଣି ଗ୍ରାମ ଠାରେ ବୁଢ଼ାରଜାଙ୍କ ପ୍ରସିଦ୍ଧ ଦଶରା ପର୍ବ ପାଳିତ   (02-Nov-2026)       ||      ନାଗାଁ (ବି) ଠାରେ CRY ଓ PAP ପକ୍ଷରୁ ଶିଶୁମାନଙ୍କ ଅନଲାଇନ୍ ସୁରକ୍ଷା ଅଭିଯାନ ‘Ting Tang’ର ଶୁଭାରମ୍ଭ   (02-Nov-2026)       ||      ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   (02-Nov-2026)       ||      *ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   (02-Nov-2026)       ||     

HOME   ଜିଲ୍ଲା

*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*

03-Nov-2026



(ପ୍ରିୟଦର୍ଶିନୀ ପାତ୍ର)
ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ଚକଲାପଦର ପଞ୍ଚାୟତରେ ବାତ୍ୟା ସମୟରେ ସରକାରୀ ଚାଉଳ ବଣ୍ଟନରେ ବଡ଼ ଅନିୟମିତତା ଅଭିଯୋଗ ହୋଇଛି। ପଞ୍ଚାୟତ ଅଧୀନ ୬ଟି ଗ୍ରାମ ଦାଇମଲ ,ବାହାରକ୍ରମରି , ଡ଼କରୀକୋଟ,  ଗାଇଡ଼ଣ୍ଡା  ଲହଣ୍ଡାସିଲ, ଭିତର କର୍ମରିର ଶତାଧିକ ହିତାଧିକାରୀ ଗତ ଦୁଇ ମାସ ହେଲା ପିଡିଏସ ଚାଉଳ ପାଇ ପାରୁନାହାନ୍ତି। ଗ୍ରାମବାସୀଙ୍କ କହିବା ଅନୁଯାୟୀ, ବାତ୍ୟା ପାଇଁ ସମସ୍ତେ ଘରେ ରହିଥିବା ବେଳେ ଏହି ସମୟରେ ହିଁ ଚାଉଳ ନିହାତି ଆବଶ୍ୟକ ଥିଲା। କିନ୍ତୁ ଯୋଗାଣ ସହାୟକସରକାରୀ ନିୟମକୁ ବେଖାତିର କରି ନିୟମିତ ଖୋଲୁନାହାନ୍ତି ଏବଂ ଚାଉଳ ଅଛି ମଝିରେ ଦିଆହେବ କହି ଟାଳି ଦେଉଛନ୍ତି। ଏ ନେଇ ବାରମ୍ବାର ସରପଞ୍ଚ ଓ ପିଇଓଙ୍କୁ ଗ୍ରାମବାସୀ ମାନେ ଜଣାଇଥିଲେ, ହେଲେ ସେମାନେ ଗୁରୁତ୍ୱ ଦେଲେ ନାହିଁ ବୋଲି ଅଭିଯୋଗ ହେଇଚି । ପରେ  ହତାଶ ହୋଇ ଗ୍ରାମବାସୀ ମାନେ ଝରିଗାଁ ବିଡିଓଙ୍କୁ ଲିଖିତ ଭାବେ ଜଣାଇଲେ ମଧ୍ୟ ଏପର୍ଯ୍ୟନ୍ତ କୌଣସି ତଦନ୍ତ କି ସମାଧାନ ହୋଇନାହିଁ। ଖାଲି ଏତିକି ନାହିଁ ସବୁ ଜାଣି ମଧ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଦାଇତ୍ୱରେ ଥିବା ବ୍ଲକ ଅଧିକାରୀଯୋଗାଣ ନିରୀକ୍ଷକ ବା (M I ) ମଧ୍ୟ ନୀରବ ଅଛନ୍ତି।
ଖାଦ୍ୟ ସୁରକ୍ଷା ଆଇନ ଅନୁଯାୟୀ ଗରିବ ପରିବାରଙ୍କୁ ସୁଲଭ ମୂଲ୍ୟରେ ଚାଉଳ ଯୋଗାଇବା କଥା, କିନ୍ତୁ ବାସ୍ତବରେ ଆଦିବାସୀ ଅଧୁଷିତ ଏହି ଝରୀଗାଁ ବ୍ଲକର ଚକଲାପଦର ପଞ୍ଚଯାତରେ ହିତାଧିକାରୀ ବଞ୍ଚିତ ହେଉଛନ୍ତି। ବାତ୍ୟା ପରି ବିପତ୍ତି ସମୟରେ ପ୍ରଶାସନର ଏପରି ଅବହେଳାକୁ ନେଇ ଅସନ୍ତୋଷ ବଢିଛି।
ଜିଲ୍ଲାପାଳ ଏଥିପ୍ରତି ଦୃଷ୍ଟି ଦେଇ ତୁରନ୍ତ ତଦନ୍ତ କରି ଚାଉଳ ବଣ୍ଟନ ସୁନିଶ୍ଚିତ କରନ୍ତୁ ବୋଲି  ଛଅ ଗୋଟି ଗ୍ରାମର ଗ୍ରାମବାସୀ ନିବେଦନ କରିଛନ୍ତି।ବର୍ତ୍ତମାନ ଖବର ପ୍ରସାରଣ ପରେ ଜିଲ୍ଲା ପ୍ରଶାସନ କିଭଳି ପଦକ୍ଷେପ ନେଉଛନ୍ତି ଦେଖିବାକୁ ବାକି


News Comment




Photo in News

Advertisment
Lastest News
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026
  ଜିଲ୍ଲା  
‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   03-Nov-2026
  ରାଜ୍ୟ  
ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   02-Nov-2026
  ଜିଲ୍ଲା  
ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   02-Nov-2026
  ଜିଲ୍ଲା  
ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ   02-Nov-2026
  ଜିଲ୍ଲା  
ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   02-Nov-2026
  ଜିଲ୍ଲା  
ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   02-Nov-2026

You Might Also Like