-+91-9937148622 |

prerana_bgr@rediffmail.com |

  Tuesday 3rd November 2026 |

| | | |

R.N.I. Regd No. ODIODI/2010/46693

Breaking News

ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||      ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   (02-Nov-2026)       ||      ଗରିବଙ୍କ ହକ୍‌ର ଚାଉଳ କୁଆଡ଼େ ଗଲା? ବାବେବିର ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ଅସନ୍ତୋଷ, ଯୋଗାଣ ସହାୟକଙ୍କ ବିରୋଧରେ ଅନିୟମିତତା ଅଭିଯୋଗ   (02-Nov-2026)       ||      ଆମପାଣି ଗ୍ରାମ ଠାରେ ବୁଢ଼ାରଜାଙ୍କ ପ୍ରସିଦ୍ଧ ଦଶରା ପର୍ବ ପାଳିତ   (02-Nov-2026)       ||      ନାଗାଁ (ବି) ଠାରେ CRY ଓ PAP ପକ୍ଷରୁ ଶିଶୁମାନଙ୍କ ଅନଲାଇନ୍ ସୁରକ୍ଷା ଅଭିଯାନ ‘Ting Tang’ର ଶୁଭାରମ୍ଭ   (02-Nov-2026)       ||      ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   (02-Nov-2026)       ||     

HOME   ରାଜ୍ୟ

ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ

03-Nov-2026



ଭୁବନ- ଢେ଼ଙ୍କାନାଳ ଜିଲ୍ଲା ଭୁବନ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ପାଲାମଣ୍ଡପ ନିକଟସ୍ଥ ଏକ ପରିତ୍ୟକ୍ତ ସ୍ଥାନରୁ ଜନୈକ ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା ସହାୟତା ଯୋଗାଇ ଦେଇଛି  ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ " ଜଗବନ୍ଧୁ ଜରାଶ୍ରମ" । ପ୍ରାପ୍ତ ସୂଚନାନୁଯାୟୀ ଭୁବନ ଏନ୍ ଏ ସି ଅନ୍ତର୍ଗତ ୧୦ ନମ୍ବର ୱାର୍ଡର ପାଣ୍ଡବ ବେହେରା (୫୦) ଜଣେ ସମ୍ପୂର୍ଣ ମାନସିକ ଅନଗ୍ରସର ବ୍ୟକ୍ତି ଅଟନ୍ତି । ହାଟ ବଜାର ରେ ବୁଲି ମାଗି ଯାଚି ଖାଇ ଏଠି ସେଠି ଶୁଅନ୍ତି । ସେ ଗତ କିଛି ଦିନ ହେଲା ତାଙ୍କ ପାଦ ଟି ସମ୍ପୂର୍ଣ ପଚି ସଢି ଦୁର୍ଗନ୍ଧ ହେଉଥିବା ସହ ଏକ ପରିତ୍ୟକ୍ତ ସ୍ଥାନରେ ମୁମୂର୍ଷୁ ଅବସ୍ଥାରେ ପଡିରହିଥିଲେ । ଏ ସମ୍ପର୍କରେ ଖବର ପାଇ ଜଗବନ୍ଧୁ ଜରାଶ୍ରମ ର ସମ୍ପାଦକ ଯୁବ ସମାଜସେବୀ ଆଶୁତୋଷ ମିଶ୍ର ନିଜ ଟିମ୍ ସହ ମାନସିକ ଅନଗ୍ରସର ବ୍ୟକ୍ତି ପାଣ୍ଡବ କୁ ଉଦ୍ଧାର କରି ପ୍ରଥମେ ଭୁବନ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ରେ ପ୍ରାଥମିକ ଚିକିତ୍ସା ପରେ ଉନ୍ନତ ଚିକିତ୍ସା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ( ସଂକ୍ରମଣ ୱାର୍ଡ) ରେ ଭର୍ତ୍ତି କରାଇଥିଲେ । ଉକ୍ତ ରୋଗୀକୁ ଭୁବନ ରୁ ଢେ଼ଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପାଇଁ ଆମ୍ବୁଲାନ୍ସ ଯୋଗାଇ ଦେବାକୁ ମେଡିକାଲ ଅଫିସର୍ ଡା ରମେଶ କୁମାର ସାହୁ ଙ୍କୁ ବାରମ୍ବାର ଅନୁରୋଧ କରିବା ସତ୍ତ୍ୱେ ଡାକ୍ତର ସାହୁ କର୍ଣ୍ଣପାତ କରିନଥିଲେ। ଦୁଇ ତିନି ଘଣ୍ଟା ପରେ ଜିଲ୍ଲା ପ୍ରଶାସନ ଏ ଡି ଏମ୍ ରେଭେନ୍ୟୁ ରମେଶ ଚନ୍ଦ୍ର ସେଠୀ ଙ୍କ ହସ୍ତକ୍ଷେପ ପରେ ୧୦୮ ଆମ୍ବୁଲାନ୍ସ ଯୋଗେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ଏହି ଘଟଣାକୁ ନେଇ ସମାଜସେବୀ ଆଶୁତୋଷ ମିଶ୍ର  ଏକ ପ୍ରେସ ବିବୃତିରେ ଜିଲ୍ଲା ପ୍ରଶାସନ (ଜିଲ୍ଲା ସ୍ୱାସ୍ଥ୍ୟ ସମିତିର ଅଧ୍ୟକ୍ଷ ତଥା ଜିଲ୍ଲାପାଳ)ଙ୍କୁ ଅନୁରୋଧ କରି କହିଛନ୍ତି ଯେ ଜିଲ୍ଲା ରେ ସମସ୍ତ ଚିକିତ୍ସାଳୟରେ " ରୋଗୀ କଲ୍ୟାଣ ସମିତି"  ର ସଭ୍ୟ/ ସଭ୍ୟା ମାନଙ୍କୁ ଉପଯୁକ୍ତ "ସେବା ତାଲିମ" ପ୍ରଦାନ କରି ଏକ ସୁସ୍ଥ ସମୃଦ୍ଧ ସୁନ୍ଦର ସମାଜ ଗଠନ ଦିଗରେ ସହାୟକ ହେବାକୁ ନେଇବେଦନ କରିଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026
  ଜିଲ୍ଲା  
‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   03-Nov-2026
  ରାଜ୍ୟ  
ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   02-Nov-2026
  ଜିଲ୍ଲା  
ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   02-Nov-2026
  ଜିଲ୍ଲା  
ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ   02-Nov-2026
  ଜିଲ୍ଲା  
ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   02-Nov-2026

You Might Also Like