-+91-9937148622 |

prerana_bgr@rediffmail.com |

  Friday 6th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   (06-Nov-2026)       ||      ୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି    (06-Nov-2026)       ||      ଧର୍ମ ପରାୟଣ ମହିଳାଙ୍କ ପରଲୋକ I   (06-Nov-2026)       ||      ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   (06-Nov-2026)       ||      ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍    (06-Nov-2026)       ||      କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   (06-Nov-2026)       ||      ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   (06-Nov-2026)       ||      ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର    (06-Nov-2026)       ||      ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   (06-Nov-2026)       ||      ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    (06-Nov-2026)       ||      ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   (06-Nov-2026)       ||      *ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   (06-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   (06-Nov-2026)       ||      ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   (06-Nov-2026)       ||      ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (05-Nov-2026)       ||      ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ    (05-Nov-2026)       ||      ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   (05-Nov-2026)       ||     

HOME   ଅପରାଧ

ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍

06-Nov-2026



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ସହରରେ ବେଆଇନ ଗଞ୍ଜେଇ କାରବାର ଉପରେ ଟାଉନ୍ ପୁଲିସର ଚଢ଼ାଉ। ରାଜୀବ ନଗରସ୍ଥିତ ନୂଆ ବସଷ୍ଟାଣ୍ଡ ପଛପାଖରେ ଚଢ଼ାଉ କରି ପୁଲିସ ୨୧ କେଜି ୫୦୦ ଗ୍ରାମ ଗଞ୍ଜେଇ ସହ ଗୋଟିଏ ଦେଶୀ ପିସ୍ତଲ ଜବତ କରିଛି। ଏହି ଘଟଣାରେ ଦୁଇ ଜଣଙ୍କୁ ଗିରଫ କରାଯାଇଗଂଜେଇ ଚୋରା ଚାଲାଣ ମାମଲାରେ ଗିରଫ ଛି। ଗିରଫ ଅଭିଯୁକ୍ତ ମାନେ ହେଲେ ରାଜୀବ ନଗରର ଜିତେନ୍ଦ୍ର ସାହୁ (୩୩) ଏବଂ ବକ୍ସି ଉଦାର ଅଞ୍ଚଳର ମୌସମ ତ୍ରିପାଠୀ (୨୬)।ପ୍ରାପ୍ତ ସୂଚନା ଅନୁଯାୟୀ, ଗତ ୬

ତାରିଖରେ ଟାଉନ୍ ଥାନା ଏସ୍‌ଆଇ ବିଶାଖା ନାଏକ ଅନ୍ୟ ପୁଲିସ କର୍ମଚାରୀଙ୍କ ସହ ନୂଆ ବସଷ୍ଟାଣ୍ଡ ଅଞ୍ଚଳରେ ଦିବା ପାଟ୍ରୋଲିଂ କରୁଥିବା ସମୟରେ ରାଜୀବ ନଗର ଅଞ୍ଚଳରେ ଦୁଇ ଜଣ ବ୍ୟକ୍ତି ବେଆଇନ ଭାବେ ଗଞ୍ଜେଇ ବିକ୍ରି କରୁଥିବା ନେଇ ବିଶ୍ୱସନୀୟ ସୂତ୍ରରୁ ଖବର ପାଇଥିଲେ।ଏନେଇ ଟାଉନ୍ ଥାନା ଅଧିକାରୀ ବଲାଙ୍ଗୀର ଉପଜିଲ୍ଲାପାଳଙ୍କୁ ଜଣାଇବା ପରେ ଜଣେ ଏକ୍‌ଜିକ୍ୟୁଟିଭ୍ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଚଢ଼ାଉ ଓ ଜବତ ପ୍ରକ୍ରିୟା କରାଯାଇଥିଲା। ଚଢ଼ାଉ ସମୟରେ ଅଭିଯୁକ୍ତଙ୍କଠାରୁ ୨୧ କେଜି ୫୦୦ ଗ୍ରାମ ଗଞ୍ଜେଇ, ଗୋଟିଏ ଦେଶୀ ପିସ୍ତଲ ଏବଂ ଦୁଇଟି ମୋବାଇଲ ଫୋନ୍ ଜବତ କରାଯାଇଥିଲା। ଜିତେନ୍ଦ୍ର ସାହୁଙ୍କଠାରୁ ଗୋଟିଏ ରେଡ୍‌ମି ମୋବାଇଲ ଏବଂ ମୌସମ ତ୍ରିପାଠୀଙ୍କଠାରୁ ଗୋଟିଏ ମୋଟୋରୋଲା ମୋବାଇଲ ଜବତ ହୋଇଛି।ଏହି ଘଟଣାରେ ଟାଉନ୍ ଥାନା କେସ୍ ନଂ ୫୦୨/୨୦୨୬ ରୁଜୁ କରାଯାଇ NDPS ଆଇନର ଧାରା ୨୦(ବି)(ii)(C) ଏବଂ ଆର୍ମସ୍ ଆକ୍ଟ ଅନୁଯାୟୀ ମାମଲା ରୁଜୁ ହୋଇଛି। ଏହାର ତଦନ୍ତ ଦାୟିତ୍ୱ ଏସ୍‌ଆଇ ସି.କେ. ମହାପାତ୍ରଙ୍କୁ ଦିଆଯାଇଛି।ପୁଲିସ ସୂଚନା ଅନୁସାରେ, ଅଭିଯୁକ୍ତ ଜିତେନ୍ଦ୍ର ସାହୁଙ୍କ ନାମରେ ପୂର୍ବରୁ ଅବକାରୀ ଆଇନ, BNS ଏବଂ NDPS ଆଇନରେ ଏକାଧିକ ମାମଲା ରହିଛି। ସେହିପରି ମୌସମ ତ୍ରିପାଠୀଙ୍କ ନାମରେ ମଧ୍ୟ ପୂର୍ବରୁ NDPS ଆଇନରେ ମାମଲା ରହିଥିବା ସହ ସଦର ଥାନାରେ ଏକ

ମାମଲାରେ ସେ ଓ୍ୱାଣ୍ଟେଡ୍ ଥିବା ପୁଲିସ ପ୍ରେସ୍ ନୋଟ୍‌ରେ ଉଲ୍ଲେଖ କରିଛି।ତେବେ ଜବତ ଗଞ୍ଜେଇ କେଉଁଠାରୁ ଆସିଥିଲା ଏବଂ ଦେଶୀ ପିସ୍ତଲ କିପରି ସେମାନଙ୍କ ନିକଟକୁ ଆସିଥିଲା, ସେନେଇ ପୁଲିସ ତଦନ୍ତ ଜାରି ରଖିଛି। ଟାଉନ୍ ଥାନା ଆଇଆଇସି ଅବନୀ ସାହୁଙ୍କ ନେତୃତ୍ୱରେ ଏହି ଚଢ଼ାଉରେ ଏସ୍‌ଆଇ ବିଶାଖା ନାଏକ, ଏଏସ୍‌ଆଇ ଡି. ଡାଙ୍ଗ, ଏଏସ୍‌ଆଇ ବି. ଦେହେରୀ, ଏଏସ୍‌ଆଇ କେ.ଏସ୍. ପାଣ୍ଡେ, ହାବିଲଦାର ଜେ. ମୁଗ୍ରୀଙ୍କ ସମେତ ଅନ୍ୟ ପୁଲିସ କର୍ମଚାରୀ ସାମିଲ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   06-Nov-2026
୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି   06-Nov-2026
  ଜିଲ୍ଲା  
ଧର୍ମ ପରାୟଣ ମହିଳାଙ୍କ ପରଲୋକ I   06-Nov-2026
  ଜିଲ୍ଲା  
ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   06-Nov-2026
  ଅପରାଧ  
ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍   06-Nov-2026
  ଜିଲ୍ଲା  
କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   06-Nov-2026
  ଜିଲ୍ଲା  
ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   06-Nov-2026
  ଜିଲ୍ଲା  
ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର   06-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   06-Nov-2026
  ଜିଲ୍ଲା  
ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    06-Nov-2026
  ଜିଲ୍ଲା  
ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   06-Nov-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   06-Nov-2026

You Might Also Like