-+91-9937148622 |

prerana_bgr@rediffmail.com |

  Saturday 7th November 2026 |

| | | |

R.N.I. Regd No. ODIODI/2010/46693

Breaking News

ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ    (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କ ସମ୍ପତ୍ତି ଠାବ♦️ ୨ଟି କୋଠା, ୧୧ଟି ମୂଲ୍ୟବାନ ପ୍ଲଟ୍, ୨୬୩ ଗ୍ରାମ ସୁନା, ୨.୫ କେଜି ରୁପା ଓ ୫.୧୬ ଲକ୍ଷ ଟଙ୍କା ଜବତ   (07-Nov-2026)       ||      ଗୋଦାବରୀଶ ମିଶ୍ର  ଆଦର୍ଶ ପ୍ରାଥମିକ  ବିଦ୍ୟାଲୟ ର ଭିତ୍ତି ପ୍ରସ୍ତର ସ୍ଥାପନ                                                            (07-Nov-2026)       ||      ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ   (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   (06-Nov-2026)       ||      ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   (06-Nov-2026)       ||      ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   (06-Nov-2026)       ||      ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   (06-Nov-2026)       ||      ୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି    (06-Nov-2026)       ||      ଧର୍ମ ପରାୟଣ ମହିଳାଙ୍କ ପରଲୋକ I   (06-Nov-2026)       ||      ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   (06-Nov-2026)       ||      ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍    (06-Nov-2026)       ||      କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   (06-Nov-2026)       ||      ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   (06-Nov-2026)       ||      ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର    (06-Nov-2026)       ||      ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   (06-Nov-2026)       ||      ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    (06-Nov-2026)       ||      ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   (06-Nov-2026)       ||      *ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   (06-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   (06-Nov-2026)       ||     

HOME   ଜିଲ୍ଲା

ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ

07-Nov-2026



ପାଟଣାଗଡ଼ (ପ୍ରେରଣା ଖବର) ବଲାଙ୍ଗିର ଜିଲ୍ଲା ବେଲପଡ଼ା ବ୍ଳକ ଅନ୍ତର୍ଗତ ମଣ୍ଡଳ, ବେଲପଡ଼ା,କାନୁଟ, ପଣ୍ଡ୍ରିଜୋର,ମଧ୍ୟପୁରକୁ ଦ୍ବିତୀୟ ପର୍ଯ୍ୟାୟରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଘୋଷିତ ହୋଇ ଥିଲା। ସେଥିପାଇଁ ଆଜି ମଣ୍ଡଳ ଅଭୟ ପ୍ରସାଦ ଠାକୁର ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ କରିବା ପାଇଁ  ଧୁମଧାମରେ ଶୁଭାରମ୍ଭ କାର୍ଯ୍ୟ ହୋଇଥିବା ବେଳେ ପୂଜକ ଭାବେ ସମ୍ଭୁପ୍ରସାଦ ପାଢ଼ୀ ଭୂମି ପୂଜନ କରି ଥିଲେ ।ଏହି ଶୁଭାରମ୍ଭ କାର୍ଯ୍ୟ ଟି ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଭିନବ ମିଶ୍ର ଙ୍କ ସଭାପତିତ୍ବରେ ଆରମ୍ଭ ହୋଇଥିଲା।ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସାରଥୀ ସାହୁ ଯୋଗଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ସଭ୍ୟା ଶ୍ରୀମତୀ ଅନିମା ଦାଶ, ସରପଞ୍ଚ ଶ୍ରୀମତୀ ସସ୍ମିତା ସେଠ୍, ମଣ୍ଡଳ କଲେଜର ଅଧ୍ୟକ୍ଷ ଶ୍ରୀଯୁକ୍ତ ଅଶୋକ ପୁରୋହିତ, ବିଦ୍ୟାଳୟ ସ୍ଥାପନ କରିଥିବା ଅଭୟ ପ୍ରସାଦ ଠାକୁରଙ୍କ ସୁପୁତ୍ର ମୋହନଦାସ ଠାକୁର, ବିଦ୍ୟାଳୟର ଉପ ସଭାପତି ଗଜରାଜ ପସାୟତ ମନୋରଞ୍ଜନ ପୁରୋହିତ ମଞ୍ଚାସିନ ଥିଲେ। ଏହି କାର୍ଯ୍ୟକ୍ରମର ଆୟୋଜନ ପ୍ରଧାନଶିକ୍ଷକ ବୁଲୁ ବଗର୍ତ୍ତି ଙ୍କ ଦ୍ଵାରା ହୋଇଥିବା ବେଳେ ସି ଆର ସି ସି ଦିନବନ୍ଧୁ ତାଣ୍ଡି, ଆଶୁତୋଷ ଠାକୁର, ଅମିତାଭ ଠାକୁର, ସଞ୍ଜୟ ଠାକୁର,ସାଇ ରଞ୍ଜନ ଅଗସ୍ତି ସହଯୋଗ କରି ଥିଲେ। ମଣ୍ଡଳ ଗାଁ ର ଭଦ୍ରବ୍ୟକ୍ତି ଓ ଛାତ୍ରଛାତ୍ରୀ ମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ଉପଭୋଗ କଲେ ।ଉକ୍ତ କାର୍ଯ୍ୟକ୍ରମରେ ବଳଦେବ ପାଢ଼ୀ ମଞ୍ଚ ପରିଚାଳନା କରି ଶେଷରେ ଧନ୍ୟବାଦ ଅର୍ପଣ  କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ   07-Nov-2026
  ଅପରାଧ  
ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କ ସମ୍ପତ୍ତି ଠାବ♦️ ୨ଟି କୋଠା, ୧୧ଟି ମୂଲ୍ୟବାନ ପ୍ଲଟ୍, ୨୬୩ ଗ୍ରାମ ସୁନା, ୨.୫ କେଜି ରୁପା ଓ ୫.୧୬ ଲକ୍ଷ ଟଙ୍କା ଜବତ   07-Nov-2026
  ଜିଲ୍ଲା  
ଗୋଦାବରୀଶ ମିଶ୍ର  ଆଦର୍ଶ ପ୍ରାଥମିକ  ବିଦ୍ୟାଲୟ ର ଭିତ୍ତି ପ୍ରସ୍ତର ସ୍ଥାପନ                                                           07-Nov-2026
  ଜିଲ୍ଲା  
ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ   07-Nov-2026
  ଅପରାଧ  
ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   06-Nov-2026
  ଜିଲ୍ଲା  
ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   06-Nov-2026
  ଜିଲ୍ଲା  
ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   06-Nov-2026
  ଜିଲ୍ଲା  
ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   06-Nov-2026
  ଅପରାଧ  
୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି   06-Nov-2026
  ଜିଲ୍ଲା  
ଧର୍ମ ପରାୟଣ ମହିଳାଙ୍କ ପରଲୋକ I   06-Nov-2026
  ଜିଲ୍ଲା  
ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   06-Nov-2026
  ଅପରାଧ  
ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍   06-Nov-2026

You Might Also Like