-+91-9937148622 |

prerana_bgr@rediffmail.com |

  Sunday 8th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   (08-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (08-Nov-2026)       ||      ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   (08-Nov-2026)       ||      ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   (08-Nov-2026)       ||      ପିପଳକାନୀରେ ନବନିର୍ମିତ ଆଦିବାସୀ ଭବନ ଉଦ୍‌ଘାଟିତ ରାଜ୍ୟସଭା ସାଂସଦ ପାଣ୍ଠିରେ ନିର୍ମିତ ଆଦିବାସୀ ଭବନକୁ ଉଦ୍‌ଘାଟନ କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (08-Nov-2026)       ||      ଜିଲ୍ଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍ ପ୍ରତିଯୋଗିତା–୨୦୨୬ ଅନୁଷ୍ଠିତ    (08-Nov-2026)       ||      ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    (08-Nov-2026)       ||      ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   (08-Nov-2026)       ||      ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   (08-Nov-2026)       ||      ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   (07-Nov-2026)       ||      ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   (07-Nov-2026)       ||      ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   (07-Nov-2026)       ||      ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   (07-Nov-2026)       ||      ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   (07-Nov-2026)       ||      ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   (07-Nov-2026)       ||      ଆୟୁର୍ବେଦିକ କଲେଜରେ ହର୍ବାଲ ଗାର୍ଡେନ ଓ ଖେଳ ପଡିଆ ନିର୍ମାଣ ଉପରେ ଆଲୋଚନା♦️ ପ୍ରତିଷ୍ଠାତା ସଭ୍ୟମାନଙ୍କ ପ୍ରତିମୁର୍ତ୍ତି ସ୍ଥାପନକୁ ନେଇ ହେଲା ନିଷ୍ପତ୍ତି   (07-Nov-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   (07-Nov-2026)       ||      *ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   (07-Nov-2026)       ||      ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ    (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କ ସମ୍ପତ୍ତି ଠାବ♦️ ୨ଟି କୋଠା, ୧୧ଟି ମୂଲ୍ୟବାନ ପ୍ଲଟ୍, ୨୬୩ ଗ୍ରାମ ସୁନା, ୨.୫ କେଜି ରୁପା ଓ ୫.୧୬ ଲକ୍ଷ ଟଙ୍କା ଜବତ   (07-Nov-2026)       ||     

HOME   ଜିଲ୍ଲା

ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ

08-Nov-2026



 ଅହମ୍ମଦାବାଦ(ପ୍ରେରଣା ଖବର); ଓଡ଼ିଶା ସୋସିଓ କଲଚରାଲ ଆସୋସିଏସନ (ଓଏସସିଏ),ଅହମ୍ମଦାବାଦ ତରଫରୁ ପବିତ୍ର କୁମାର ପୂର୍ଣ୍ଣିମା ପର୍ବ ମହା ସମାରୋହରେ ପାଳନ କରାଯାଇଥିବା ଜଣାଯାଇଛି। ଉତ୍ସବ ସ୍ଥଳୀ ଗାନ୍ଧୀନଗରର ଅଡାଲଜସ୍ଥିତ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣକୁ ଏହି ଉପଲକ୍ଷେ ଖୁବ ସୁନ୍ଦର ଭାବେ ସଜାଯାଇଥିବା ଦେଖାଯାଇଥିଲା। ଏହି ଉତ୍ସବରେ ଓଡ଼ିଶାର ଉତ୍କୃଷ୍ଟ  କଳା, ସମୃଦ୍ଧ ସଂସ୍କୃତି, ଗୌରବମୟ ଐତିହ୍ୟ ଓ ଉତ୍ତୁଙ୍ଗ ଆଧ୍ୟାତ୍ମିକ ପରମ୍ପରାର ଭବ୍ୟ ପ୍ରଦର୍ଶନ ସ୍ଥାନ ପାଇଥିଲା। ଗୁଜରାଟର ବିଭିନ୍ନ ଅଞ୍ଚଳରୁ

ସହସ୍ରାଧିକ  ଓଡ଼ିଆ ଓ ଅଣ-ଓଡ଼ିଆ ବ୍ୟକ୍ତି ନିଜ ପରିବାର ସହିତ ଆସି ଏହି ବିଶାଳ ସାଂସ୍କୃତିକ ମହୋତ୍ସବରେ ଭାଗ ନେଇଥିଲେ।ଏହି ବର୍ଷର ପାର୍ବଣକୁ କେନ୍ଦ୍ରକରି ଉଭୟ ଆୟୋଜକ ଓ ଅଂଶଗ୍ରହଣକାରୀ ମାନଙ୍କ ମଧ୍ୟରେ ଅସାଧାରଣ ଆଗ୍ରହ, ଅପ୍ରତ୍ୟାଶିତ ଉତ୍ସାହ ଓ ଅଭୂତପୂର୍ବ  ଉଦ୍ଦୀପନା  ପରିଲ୍ଲଖିତ କରା ଯାଇଥିଲା।ଓଏସସିଏ ଗତ ଅନେକ ବର୍ଷ ଧରି ଗୁଜରାଟରେ ଓଡ଼ିଶାର ପୁରାତନ ସାଂସ୍କୃତିକ ଓ ଆଧ୍ୟାତ୍ମିକ ମୂଲ୍ୟବୋଧକୁ ସଂରକ୍ଷଣ କରିବା ଓ ପ୍ରୋତ୍ସାହନ ଦେବା   ଉଦ୍ଦେଶ୍ୟରେ ଓଡ଼ିଆ ସମୁଦାୟକୁ ଏକତ୍ରିତ କରି କୁମାର ପୂର୍ଣ୍ଣିମା ପାଳନ କରି ଆସୁଛି। ଉତ୍ସବରେ ମୁଖ୍ୟ ଅତିଥି ଭାବେ ଅହମ୍ମଦାବାଦ ମ୍ୟୁନିସିପାଲ୍ କର୍ପୋରେସନ୍‌ର ମ୍ୟୁନିସିପାଲ୍ କମିଶନର ବାଞ୍ଛାନିଧି ପାଣି ଏବଂ ସମ୍ମାନୀୟ ଅତିଥି ଭାବେ ବରିଷ୍ଠ ପ୍ରଶାସକ ପି.କେ. ପୁଜାରୀ ଯୋଗ ଦେଇ  ଗୁଜରାଟରେ ଓଡ଼ିଶାର ମହାନ ପର୍ବ ପର୍ବାଣୀ ପରମ୍ପରାକୁ ଜୀବନ୍ତ ରଖିବା  ନେଇ ଓଏସସିଏର ସାଧୁ ଉଦ୍ୟମକୁ ଭୁୟସୀ ପ୍ରଶଂସା କରିଥିଲେ। କାର୍ତ୍ତିକ ପୂର୍ଣ୍ଣିମାକୁ ସାଂସ୍କୃତିକ ଗୌରବ, ଭକ୍ତି ଓ ସମୁଦାୟ ଏକତାର ଏକ ସ୍ମରଣୀୟ ଅବସର ଭାବେ ବର୍ଣ୍ଣନା କରି ଓଏସସିଏର ସଭାପତି ଏବଂ ଭାରତ ସରକାରଙ୍କ ପୂର୍ବତନ ସଚିବ ଏଚ.କେ. ଦାଶ ଏକ ଶୁଭକାମନା ବାର୍ତ୍ତାରେ ଉତ୍ସବର ସଫଳତା କାମନା କରିଥିଲେ।
ସମାବେଶକୁ ସମ୍ବୋଧନ କରି ଓଏସସିଏର ସାଧାରଣ ସମ୍ପାଦକ ବଦ୍ରୀ ନାରାୟଣ ମହାପାତ୍ର, ଆମର  ସାଂସ୍କୃତିକ ବନ୍ଧନକୁ ଦୃଢ଼ୀଭୁତ କରିବା, ଯୁବ ପିଢୀକୁ ନିଜ ମୂଳ ଭିଟ୍ଟା ମାଟି ସହିତ ଯୋଡ଼ି ହୋଇ ରହିବା ପାଇଁ ପ୍ରେରଣା  ଯୋଗାଇବା ଏବଂ ଓଡ଼ିଶାର କାଳଜୟୀ ପରମ୍ପରା, ଆଧ୍ୟାତ୍ମିକ ଐତିହ୍ୟ ଓ କଳାତ୍ମକ ଉତ୍କର୍ଷତାକୁ ବିସ୍ତୃତ ସମାଜ ସମ୍ମୁଖରେ ପ୍ରଦର୍ଶନ କରିବା ପାଇଁ ଏକ ପ୍ରଖର ମଞ୍ଚ ପ୍ରଦାନ କରିବା,ଏହି ଉତ୍ସବର ମୁଖ୍ୟ ଲକ୍ଷ ବୋଲି ଦର୍ଶାଇଥିଲେ। ଉତ୍ସବର ମୁଖ୍ୟ ଆକର୍ଷଣ ପ୍ରଖ୍ୟାତ ଓଡ଼ିଆ ଗାୟକ ଶ୍ରୀଚରଣ ମହାନ୍ତିଙ୍କ ଦ୍ୱାରା  ମଞ୍ଚସ୍ଥ ଏକ ରଂଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଥିଲା। ଶ୍ରୀ ମହାନ୍ତି ନିଜର ଅନେକ  ଭାବୋଦ୍ଦୀପକ ଭଜନ ଓ ଲୋକପ୍ରିୟ ଓଲିଉଡ ସଙ୍ଗୀତ ପରିବେଷଣ କରି ଶ୍ରୋତାମାନଙ୍କୁ ସମ୍ପୂର୍ଣ୍ଣ ଭାବେ ମନ୍ତ୍ରମୁଗ୍ଧ କରି ଦେଇଥିଲେ। ଉପସ୍ଥିତ

ମାନ୍ୟଗଣ୍ୟ ବ୍ୟକ୍ତିମାନଙ୍କ ମଧ୍ୟରେ ଡ଼ଃ ନିବେଦିତା ସାହୁ,ଡ଼ଃ ରମାକାନ୍ତ ପୃଷ୍ଟି, ଉଷାରାଣୀ ତ୍ରିପାଠୀ, ନିଗମାନନ୍ଦ ଦାସ,ନାରାୟଣ ସ୍ୱାଇଁ, ରବିରଞ୍ଜନ ପଣ୍ଡାଏବଂ ଓଏସସିଏର ଅନେକ ବରିଷ୍ଠ ପୂର୍ବତନ ପଦାଧିକାରୀ ଅନ୍ତର୍ଭୁକ୍ତ ଥିଲେ।                                ଉତ୍ସବକୁ ସକ୍ଷମତାର ସହ ଆୟୋଜନ ଏବଂ ସଫଳତାର ସହ ସମାପନ କରିବାରେ ଓଏସସିଏର ସାଧାରଣ ସମ୍ପାଦକ ବଦ୍ରୀ ନାରାୟଣ ମହାପାତ୍ର,  ସାଂସ୍କୃତିକ ସମ୍ପାଦକ ଦିଲ୍ଲୀପ କୁମାର ଜେନା ଏବଂ ସଦସ୍ୟ ଯଥା :-ସନ୍ଧ୍ୟା ପଣ୍ଡା, ଜିତେନ୍ଦ୍ର ଖାଡ଼ଙ୍ଗା,ରୋହିତ ନାୟକ,ରାଜେଶ ସାମଲ ,ବିଶ୍ୱରୂପ,ଦିଲ୍ଲୀପ ବଳ,ଗଣେଶ ସାବତ,ସୁଶୀଳ ନାୟକ,ପିତାମ୍ବର ପୁହାଣ,ଅଭୟ ବେହେରା,ଅମୂଲ୍ୟ, କାଳିଆ,ପ୍ରମୋଦ ସ୍ୱାଇଁ,ତାପସ ବିଶ୍ୱାସ,କେଦାର ପାତ୍ର,ବିକ୍ରମ ସିଂହ,ବୁଦ୍ଧିରାମ, ରାଜୁ,ମୀନା,ଅଜୟ ରାଉତ,
ବିନୋଦ ଛତ୍ରାଇ ,ମାଧବ ଜେନା,ଧୀରୁ ମଲ୍ଲିକ, ବିଶ୍ୱପ୍ରକାଶ,ଅସିତ ସେନାପତି,ଅରୁଣ ସିଂହ, ନିରଞ୍ଜନ ଦାସ,ମନୋଜ ସ୍ୱାଇଁ,ଅଜୟ,ମିଣ୍ଟୁ ଲେଙ୍କା, ପଦ୍ମଲୋଚନ ପଣ୍ଡା,ଦିଲ୍ଲୀପ ସାହୁ,ଭାଗିରଥି ନାୟକ ଏବଂ ପବିତ୍ର ପ୍ରମୁଖ ଗୁରୁତ୍ୱପୂର୍ଣ ଭୂମିକା ନିର୍ବାହ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   08-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   08-Nov-2026
  ଜିଲ୍ଲା  
ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   08-Nov-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   08-Nov-2026
  ଜିଲ୍ଲା  
ପିପଳକାନୀରେ ନବନିର୍ମିତ ଆଦିବାସୀ ଭବନ ଉଦ୍‌ଘାଟିତ ରାଜ୍ୟସଭା ସାଂସଦ ପାଣ୍ଠିରେ ନିର୍ମିତ ଆଦିବାସୀ ଭବନକୁ ଉଦ୍‌ଘାଟନ କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   08-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍ ପ୍ରତିଯୋଗିତା–୨୦୨୬ ଅନୁଷ୍ଠିତ   08-Nov-2026
  ଜିଲ୍ଲା  
ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    08-Nov-2026
  ଜିଲ୍ଲା  
ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   08-Nov-2026
  ଜିଲ୍ଲା  
ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   08-Nov-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   07-Nov-2026
  ଜିଲ୍ଲା  
ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   07-Nov-2026
  ଜିଲ୍ଲା  
ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   07-Nov-2026

You Might Also Like