-+91-9937148622 |

prerana_bgr@rediffmail.com |

  Monday 9th November 2026 |

| | | |

R.N.I. Regd No. ODIODI/2010/46693

Breaking News

ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||      ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||      ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   (09-Nov-2026)       ||      ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   (09-Nov-2026)       ||      କଳସ ଓ ମଶାଳଶୋଭାଯାତ୍ରାରୁ ଦ୍ୱାଦଶ ଭୀମପାହାଡ ମହୋତ୍ସବ ଆରମ୍ଭ   (09-Nov-2026)       ||      ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ସଞ୍ଜୟ କୁମାର ମେହେର ମନୋନୀତ   (09-Nov-2026)       ||      ମା’ ପାଟଖଣ୍ଡା ମନ୍ଦିର ପରିସରରେ ଦୀପଦାନ ଓ ଆଲୋକୀକରଣ ଉତ୍ସବ : ମା’ଙ୍କ ଆରାଧନାରେ ଆଲୋକମୟ ହେଲା ମନ୍ଦିର ପରିସର   (09-Nov-2026)       ||      *ଡାବୁଗାଁ ବ୍ଲକରେ ପୁଣି ଅପପୃଷ୍ଟିର ଶିକାର ହେଲେ ଚେରଚେଟିଆ ଗୁଡାର ୫ ବର୍ଷର ଅନାଥ ଝିଅ ପ୍ରତିମା ଭତ୍ରା*   (09-Nov-2026)       ||      ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   (08-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (08-Nov-2026)       ||      ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   (08-Nov-2026)       ||      ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   (08-Nov-2026)       ||      ପିପଳକାନୀରେ ନବନିର୍ମିତ ଆଦିବାସୀ ଭବନ ଉଦ୍‌ଘାଟିତ ରାଜ୍ୟସଭା ସାଂସଦ ପାଣ୍ଠିରେ ନିର୍ମିତ ଆଦିବାସୀ ଭବନକୁ ଉଦ୍‌ଘାଟନ କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (08-Nov-2026)       ||      ଜିଲ୍ଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍ ପ୍ରତିଯୋଗିତା–୨୦୨୬ ଅନୁଷ୍ଠିତ    (08-Nov-2026)       ||      ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    (08-Nov-2026)       ||      ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   (08-Nov-2026)       ||      ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   (08-Nov-2026)       ||      ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   (07-Nov-2026)       ||      ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   (07-Nov-2026)       ||     

HOME   ଜିଲ୍ଲା

ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା

09-Nov-2026



ବଲାଙ୍ଗିର(ପ୍ରେରଣା ଖବର)- ବଲାଙ୍ଗିର ସହରର ପାଟଣେଶ୍ୱରୀ ମନ୍ଦିର ପୀଠରେ ଦକ୍ଷିଣେଶ୍ୱରୀ ନିଶାର୍ଦ୍ଧ ପୂଜା ଅନୁଷ୍ଠିତ ହୋଇଯାଇଛି । ମନ୍ଦିର ପରିଚାଳନା କମିଟି ମନ୍ଦିର ପରିସରରେ ପାରଂପାରିକ ରୀତିନୀତି ଅନୁଯାୟୀ ରବିବାର ଦିନ ମାଁ କାଳିପୂଜା   ଙ୍କ ପୂଜା ହୋଇଯାଇଛି । କାର୍ତ୍ତିକ ଅମାବାସ୍ୟା ଦିପାବଳି ଦିନ ପାଟଣା ରାଜ୍ୟର ଅଧିଷ୍ଠାତ୍ରୀ ଦେବୀ ମାଁ ପାଟଣେଶ୍ୱରୀ ସ୍ୱୟଂ ଦକ୍ଷିଣେଶ୍ୱରୀ କାଳି ରୂପେ ପାଟଣା ରାଜ୍ୟ ନୂତନ ରାଜଧାନୀ ସ୍ଥାପନ ବଲାଙ୍ଗିରରେ ହେବା ସମୟରୁ ସେହି

ଦିନ ଠାରୁ ମା ପୂଜା ପାଇ ଆସୁଛନ୍ତି । ଦିପାବଳି ଦିନ ରିତିନିତି ମଧ୍ୟରେ ସନ୍ଧ୍ୟାରେ କଳସ ସ୍ଥାପନ ଓ ରାତି ଘ.୧୦ ରୁ ମା ଁ ଙ୍କ ଗୁପ୍ତପୂଜା, ବଳିପୂଜା, ହୋମଯଜ୍ଞ, ମହା ଆଳତି ହୋଇଥିଲା । ପଣ୍ଡିତ ଫକିର ଶତପଥିଙ୍କ ପୌରହିତ୍ୟ ରେ ସମ୍ପୁର୍ଣ୍ଣ ହୋଇଥିବା ବେଳେ ପୂଜା କର୍ତ୍ତା ଭାବେ ସାସ୍ୱତ ହୋତା, ପାଟଣେଶ୍ୱରୀ ମନ୍ଦିର ପୂଜକ ମଧୁସୁଦନ ଦୁସ୍ରୀ, ଅଭିନାଶ ଦିସ୍ରୀ, ଅଙ୍କିତା ଦିସ୍ରୀ ପୂଜାରେ ସହଯୋଗ କରିଥିଲେ । ସହରର ଆଖପାଖ ଭକ୍ତଙ୍କ ସୁଅ ଛୁଟିଥିଲା । ଦେବୋତ୍ତର ବିଭାଗ ଓ ଦେବାଳୟ ସୁରକ୍ଷା କମିଟି ନିଷ୍ପତି ଅନୁଯାୟୀ ଏ ବର୍ଷ ପ୍ରଥମ କରି ମାଁ କାଳିଙ୍କ ଯଜ୍ଞ ସମ୍ପୁର୍ଣ୍ଣ ହୋଇଥିଲା । ମନ୍ଦିର କମିଟି ର ପୂଜକ ମଧୁସୁଦନ ଦିସ୍ରୀ ସୂଚନା ପ୍ରଦାନ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   09-Nov-2026
  ଜିଲ୍ଲା  
ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   09-Nov-2026
  ଜିଲ୍ଲା  
*ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   09-Nov-2026
  ଜିଲ୍ଲା  
ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   09-Nov-2026
  ଜିଲ୍ଲା  
ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   09-Nov-2026
  ଜିଲ୍ଲା  
କଳସ ଓ ମଶାଳଶୋଭାଯାତ୍ରାରୁ ଦ୍ୱାଦଶ ଭୀମପାହାଡ ମହୋତ୍ସବ ଆରମ୍ଭ   09-Nov-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ସଞ୍ଜୟ କୁମାର ମେହେର ମନୋନୀତ   09-Nov-2026
  ଜିଲ୍ଲା  
ମା’ ପାଟଖଣ୍ଡା ମନ୍ଦିର ପରିସରରେ ଦୀପଦାନ ଓ ଆଲୋକୀକରଣ ଉତ୍ସବ : ମା’ଙ୍କ ଆରାଧନାରେ ଆଲୋକମୟ ହେଲା ମନ୍ଦିର ପରିସର   09-Nov-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ପୁଣି ଅପପୃଷ୍ଟିର ଶିକାର ହେଲେ ଚେରଚେଟିଆ ଗୁଡାର ୫ ବର୍ଷର ଅନାଥ ଝିଅ ପ୍ରତିମା ଭତ୍ରା*   09-Nov-2026
  ଜିଲ୍ଲା  
ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   08-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   08-Nov-2026
  ଜିଲ୍ଲା  
ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   08-Nov-2026

You Might Also Like