-+91-9937148622 |

prerana_bgr@rediffmail.com |

  Tuesday 10th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||      ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||      ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   (09-Nov-2026)       ||      ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   (09-Nov-2026)       ||      କଳସ ଓ ମଶାଳଶୋଭାଯାତ୍ରାରୁ ଦ୍ୱାଦଶ ଭୀମପାହାଡ ମହୋତ୍ସବ ଆରମ୍ଭ   (09-Nov-2026)       ||     

HOME   ଜିଲ୍ଲା

ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ

10-Nov-2026



ଟିଟିଲାଗଡ -  ବଲାଙ୍ଗୀର ଜିଲ୍ଲାର ସଇଁତଳା ପୋଲିସ ଷ୍ଟେସନ୍ ଗେଟ୍ ସମ୍ମୁଖରେ ରବିବାର ପାହାନ୍ତିଆରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଥିଲା। ପୁରୀରୁ ନୂଆପଡ଼ା ଆସୁଥିଲା ଜଗନ୍ନାଥ ଏକ୍ସପ୍ରେସ ଭୋଲବୋ ବସ , ତେବେ ସଇଁନ୍ତଲା ଥାନା ସମ୍ମୁଖରେ ସାମ୍ନା ପଟୁ ଆସୁଥିବା ଗୋଟିଏ ଟ୍ରକ ସାଇଡରୁ ଅତିକ୍ରମ କରୁଥିବା ବେଳେ ଟ୍ରକର ଚକ ଫାଟି ଯିବା ଯୋଗୁଁ ଉଭୟ ଗାଡି ମଧ୍ୟରେ ଧକ୍କା ହୋଇଥିଲା। ଧକ୍କା ପରେ ଟ୍ରକର  ଡ୍ରାଇଭର ଲଟକି ରହିଥିବା ଦେଖିବାକୁ ମିଳିଥିଲା। ତେବେ ବସ ଭିତରେ ପାଞ୍ଚରୁ ଛଅ ଜଣ ଥିବା ଜଣାପଡ଼ିଥିବା ବେଳେ ଭୁବନେଶ୍ୱରରୁ ଶ୍ରୀମତି ସତ୍ୟଭାମା ସାହୁ ଟିଟିଲାଗଡ ଆସିବା ପାଇଁ ଏକ ନମ୍ବର ସିଟରେ ବସିଥିଲେ। ଏହି ଦୁର୍ଘଟଣାରେ ତାଙ୍କର ମୁଣ୍ଡରେ ଜୋର ଆଘାତ ଲାଗିଥିବା ବେଳେ ବଲାଙ୍ଗିର ଭୀମ ଭୋଇ ମେଡିକାଲକୁ ଯାଇ ଚିକିତ୍ସା କରାଇଥିବା ଟିଟିଲାଗଡ ପଦ୍ମନାଭପୁର ବାସିନ୍ଦା ଶ୍ରୀଯୁକ୍ତ ସୋମନାଥ ସାହୁ ଆଜି ଆମ ପ୍ରତିନିଧୀକୁ ଟିକେଟ ସହ ସମସ୍ତ ଘଟଣା ବିଷୟରେ ଜଣାଇଛନ୍ତି। ତେବେ କେହି ଆଘାତ ହୋଇ ନ ଥିବା ଗଣ ମାଧ୍ୟମରେ ଖବର ପ୍ରସାରଣ କରାଯାଇଥିବା ବେଳେ ଆଜି ସୋମନାଥ ସାହୁ ମୋ ଭଉଣୀର ମୁଣ୍ଡରେ ୧୬ ଟି ଷ୍ଟିଜ ହୋଇଥିବା ଅବଗତ କରାଇଛନ୍ତି।

ଖବର ପାଇ ପୋଲିସ ପ୍ରଶାସନ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଡ୍ରାଇଭରଙ୍କୁ ଉଦ୍ଧାର କରିବା ସହ ଚିକିତ୍ସା ପାଇଁ ପଠାଇଥିଲେ । ଘଟଣାକୁ ନେଇ ପୋଲିସ ପକ୍ଷରୁ ତଦନ୍ତ ଜାରି ରହିଛି। ତେବେ ରାଜ୍ୟ ସରକାରଙ୍କ ଭୋଲବୋ ବସର ସାମ୍ନା କାଚ ଭାଙ୍ଗିବା ସହ ସାଇଡ ପଟୁ ଘଷି ହୋଇଥିବା ଦେଖିବାକୁ ମିଳିଥିଲା। ତେବେ ଦୁର୍ଘଟଣାର ଶିକାର ହୋଇଥିବା ସତ୍ୟଭାମାଙ୍କୁ ସରକାରଙ୍କ ପକ୍ଷରୁ କୌଣସି ସହାୟତା ପ୍ରଦାନ କରାଯାଇ ନ ଥିବା ଅଭିଯୋଗ ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   10-Nov-2026
  ଜିଲ୍ଲା  
କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   10-Nov-2026
  ଜିଲ୍ଲା  
ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   10-Nov-2026
  ଜିଲ୍ଲା  
ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   10-Nov-2026
  ଜିଲ୍ଲା  
ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   10-Nov-2026
  ଜିଲ୍ଲା  
ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   10-Nov-2026
  ଜିଲ୍ଲା  
*ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   10-Nov-2026
  ଜିଲ୍ଲା  
ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   10-Nov-2026
  ଜିଲ୍ଲା  
ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   10-Nov-2026
  ଜିଲ୍ଲା  
କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   10-Nov-2026
  ଜିଲ୍ଲା  
ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   09-Nov-2026

You Might Also Like