-+91-9937148622 |

prerana_bgr@rediffmail.com |

  Wednesday 11th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   (11-Nov-2026)       ||      ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ    (11-Nov-2026)       ||      ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||     

HOME   ଜିଲ୍ଲା

ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ

11-Nov-2026



ସୋନପୁର: ଏଆର ପ୍ରଡକ୍ସନ ବ୍ୟାନର ଏବଂ ଝଲକା ସେବା ସଂଗଠନ, ସୁଖା, ସୋନପୁର ତରଫରୁ କୋଶଳାଞ୍ଚଳର ଭାଷା, ସଂସ୍କୃତି ଓ ପରମ୍ପରାକୁ ଦେଶ-ବିଦେଶରେ ପହଞ୍ଚାଇବା ଲକ୍ଷ୍ୟରେ ଆୟୋଜିତ ହେଉଥିବା କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ (ବର୍ଷ ୦୬) ର ଫଳାଫଳ ଆଜି ପ୍ରକାଶ ପାଇଛି ବୋଲି ଏଆର ପ୍ରଡକ୍ସନର ମୁଖ୍ୟ ଆରୁଷି ଅମୃତା ସରାଫ କହିଛନ୍ତି।ଏଥିରେ ଅନଲାଇନ ମାଧ୍ୟମରେ ପାଖାପାଖି ଆଠ ହଜାର ପ୍ରତିଯୋଗୀ ଭାଗ ନେଇଥିବା ବେଳେ ସମସ୍ତ ପ୍ରତିଯୋଗୀଙ୍କୁ ପଛରେ ପକାଇ ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକ ପିପିଲିପାଲିର ରାଜଶ୍ରୀ ଦାଶ ପ୍ରଥମ ସ୍ଥାନ ଅଧିକାର କରି କୋଶଳ ସୁନ୍ଦରୀ ମୁକୁଟ ହାସଲ କରିଛନ୍ତି। ସେହିପରି ବରଗଡ଼ ଡାଙ୍ଗର ସୁମନ ଶତପଥୀ ଦ୍ୱିତୀୟ ଏବଂ ସମ୍ବଲପୁରର ଦିବ୍ୟାରାଣୀ ସାହୁ ତୃତୀୟ ସ୍ଥାନ ହାସଲ କରିଛନ୍ତି।ଶିଶୁ ବିଭାଗରେ ବରଗଡ଼ର ଶ୍ରେୟାଂଶୀ ମିଶ୍ର ପ୍ରଥମ, ବରଗଡ଼ର ଶ୍ରାବ୍ୟା ସାନଭି ପଧାନ ଦ୍ୱିତୀୟ ଏବଂ ଝାରସୁଗୁଡ଼ାର ପ୍ରଲିପ୍ତା ଶତପଥୀ ତୃତୀୟ ସ୍ଥାନ ହାସଲ କରିଛନ୍ତି।ସମସ୍ତ ବିଜୟିନୀଙ୍କୁ ଆଗାମୀ ଦିନରେ ଏକ ଭବ୍ୟ ସମାରୋହରେ ସମ୍ମାନିତ କରାଯିବ ବୋଲି ଝଲକା ସେବା ସଂଗଠନର ସଭାପତି କୋଶଳ ସୁନ୍ଦରୀ ଡକ୍ଟର ସସ୍ମିତା ମେହେର କହିଛନ୍ତି।ଏହି ଅନଲାଇନ ଭିତ୍ତିକ କାର୍ଯ୍ୟକ୍ରମକୁ ଅକ୍ଷୟ ସରାଫ ନିର୍ଦ୍ଦେଶନା ଦେଇଥିବା ବେଳେ ହେମଲତା ନିଆଲ,

ଡକ୍ଟର ସୁବାସିନୀ ସାହୁ ଏବଂ ଡକ୍ଟର ବୁଲି ସାଙ୍କ ତତ୍ତ୍ୱାବଧାନରେ ଏହି ପ୍ରତିଯୋଗିତା ସମାପ୍ତ ହୋଇଥିଲା। ଏଥିରେ କୋଶଳ ସୁନ୍ଦରୀ ସୁମି ମେହେର, କୋଶଳ ସୁନ୍ଦରୀ ଡକ୍ଟର ମୀନାବତୀ ମେହେର, ଲିଟିଲ ନାୟକ, ସଙ୍ଗୀତା ଦୀପ, ସ୍ମୃତିସୁଧା ପଣ୍ଡା, ରିଙ୍କି ସରାଫ, ରିଙ୍କି ଦୋରା, ମମତା ଷାଣ୍ଢ, ସାରିକା ସ୍ୱାଇଁ, ତନୁଜା ନାଏକ,ଅନୁସୂୟା ସା, ଶିବପ୍ରିୟା ସାହୁ, ଅର୍ମାନ ପ୍ରିୟାଂଶୁ ସରାଫ, ଅଶୋକ ସାହୁ, ଆଲୋକ ମେହେର, ତଥାଗତ ସ୍ୱାଇଁ, କିଶାନ ଅଗ୍ରୱାଲ, ବିରାଜ ନନ୍ଦ ପାଢ଼ୀ, ସଂଗ୍ରାମ ପଣ୍ଡା ପ୍ରମୁଖ ସହଯୋଗ କରିଥିଲେ।

ଅରବିନ୍ଦ ମିଶ୍ର ଙ୍କ ରିପୋର୍ଟ 


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   11-Nov-2026
  ଜିଲ୍ଲା  
ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ   11-Nov-2026
  ଜିଲ୍ଲା  
ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   11-Nov-2026
  ଜିଲ୍ଲା  
ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-Nov-2026
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   10-Nov-2026
  ଜିଲ୍ଲା  
କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   10-Nov-2026
  ଜିଲ୍ଲା  
ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   10-Nov-2026
  ଜିଲ୍ଲା  
ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   10-Nov-2026
  ଜିଲ୍ଲା  
ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   10-Nov-2026
  ଜିଲ୍ଲା  
ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   10-Nov-2026

You Might Also Like