-+91-9937148622 |

prerana_bgr@rediffmail.com |

  Thursday 6th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||     

HOME   ଜିଲ୍ଲା

ସ୍ୱାଧୀନତା ର ଦୀର୍ଘ ବର୍ଷ ପରେ ମଧ୍ୟ ନାଗୁପଡା ବାସୀ ମୌଳିକ ସୁବିଧାରୁ ବଞ୍ଚିତ

13-Oct-2020



କଳାହାଣ୍ଡି: ( ତ୍ରିନାଥ ବେଶ୍ରା ) ୧୩/୧୦-  ଗ୍ରାମାଞ୍ଚଳ ର ବିକାଶ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା ମାଧ୍ୟମରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ସ୍ୱାଧୀନତା ର ୭୩ ବର୍ଷ ପରେ ମଧ୍ୟ ନାଗୁପଡାବାସୀ ମୌଳିକ ସୁବିଧାରୁ ବଂଚିତ ହେଉଥିବା ଦେଖିବାକୁ ମିଳିଛି । ରାସ୍ତାଘାଟ, ବିଜୁଳି ଓ ପାନୀୟ ଜଳ ଭଳି ଅନେକ ପ୍ରକଳ୍ପ ପାଇଁ ସରକାର କୋଟି କୋଟି ଟଙ୍କା ପ୍ୟାକେଜ ଘୋଷଣା କରି ଗ୍ରାମାଞ୍ଚଳ ର ବିକାଶ ର ଡିମ ଡିମ ପିଟୁଛନ୍ତି । କିନ୍ତୁ କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଳକ ପାଇକକେନ୍ଦୁମୁଣ୍ଡି ଗ୍ରାମପଞ୍ଚୟତ ର ନାଗୁପଡ଼ା ଗାଁ କୁ ଏବେବି ବିକାଶର ଛିଟା ବାଜିପାରିନାହିଁ।ଦୀର୍ଘ ବର୍ଷ ହେଲା ଏହି ଗାଁ ଦେଇ ଯାଇଥିବା ଛଞ୍ଚାନ ନଦୀରେ ଏକ ବ୍ରିଜ ନିର୍ମାଣ ର ଦାବି ରହି ଆସୁଥିବା ବେଳେ ଗ୍ରାମବାସୀ ଦୁଇ ଦୁଇ ଥର ଭୋଟ ବର୍ଜନ ମଧ୍ୟ କରିସରିଲେଣି।।କିନ୍ତୁ ଆଜି ପର୍ଯ୍ୟନ୍ତ ତାଙ୍କ ଗାଁ କୁ ଯିବା ପାଇଁ ବ୍ରିଜ ଟିଏ ହେଇପାରି ନାହିଁ।

-ଜୟପାଟଣା ସହର ସହ ଲାଗି ରହିଥିଲେ ମଧ୍ୟ ଉପାନ୍ତ ଅଞ୍ଚଳ ଭଳି ଦିନ କାଟୁଛନ୍ତି।ନେତାମନ୍ତ୍ରୀ ଙ୍କ ଠାରୁ ଆରମ୍ଭ କରି ଜିଲ୍ଲା ପ୍ରଶାସନ ଙ୍କୁ ଜଣାଇ ଥିଲେ ମଧ୍ୟ ଫଲାଫଳ କିଛି ନାହିଁ ଏବେବି ସେମାନେ ଜରୁରୀକାଳୀନ ମେଡ଼ିକାଲ ସେବା ହେଉ କି ସ୍କୁଲ କଲେଜ ଯିବା ପାଇଁ ବିପଦ ପୂର୍ଣ୍ଣ ମଧ୍ୟରେ ଯାଇଥାନ୍ତି । ବର୍ଷ ତମାମ ପାଣିରେ ଜୀବନକୁ ବାଜି ଲଗାଇ ଯାତାୟତ କରୁଥିବା ବେଳେ ରୋଗୀ ଓ ଗର୍ଭବତୀ ଙ୍କୁ ଖଟିଆରେ ବୁହା ହେଇ ଯିବାକୁ ପଡୁଛି ।ବ୍ଳକ ସଦରମହକୁମା ଠାରୁ ଅଳ୍ପ ଦୂର କୁ ମଧ୍ୟ ପ୍ରଶାସନ ର ଦୃଷ୍ଟି କେମିତି ପଡୁନାହିଁ ତାହା ହିଁ ପ୍ରଶ୍ନବାଚୀ ସୃଷ୍ଟି କରୁଛି ।ବେଳେ ବେଳେ ତାଙ୍କୁ ମିଳୁଛି ସେଇ ପୁରୁଣା ପ୍ରତିଶ୍ରୁତି ଓ ବିକାଶର ସପ୍ନ ।କେବେ ତାଙ୍କ ସପ୍ନ ପୂରଣ ହେବ ଓ କେବେ ସେମାନେ ଗୋଟେ ସାଧାରଣ ଜୀବନ ଅତିବାହିତ କରିବେ ସେଇ ଦିନ ଦେଖିବାକୁ ରହିଛି।

 


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   06-Aug-2026
  ଜିଲ୍ଲା  
ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ   06-Aug-2026
  ଜିଲ୍ଲା  
ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   06-Aug-2026
ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   05-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା   05-Aug-2026
  ଜିଲ୍ଲା  
ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    05-Aug-2026
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026

You Might Also Like