-+91-9937148622 |

prerana_bgr@rediffmail.com |

  Thursday 6th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||     

HOME   ଜୀବନଶୈଳୀ

ପ୍ରେରଣାର ଉତ୍ସ ଏଇ କୋଭିଡ ଯୋଦ୍ଧା ପେଶାରେ ଡାକ୍ତର କିନ୍ତୁ ସମାଜ ସେବା ତାଙ୍କ ନିଶା

13-Oct-2020



ବଲାଙ୍ଗୀର,୧୩/୧୦(ନିରୋଜ ମିଶ୍ର) ମାରାତ୍ମକ କରୋନା ସମୟରେ ଲୋକଙ୍କୁ ସ୍ୱାସ୍ଥ୍ୟ ସଚେତନ କରିବା ଏବଂ କରୋନା କବଳରୁ ରୋଗୀଙ୍କୁ ରକ୍ଷା କରିବା ଜଣେ ଡାକ୍ତରଙ୍କ ଧର୍ମ ଅଟେ । କରୋନା କାଳରେ ଡାକ୍ତର ଓ ନର୍ସ ମାନେ ହିଁ ଲୋକଙ୍କ ପାଇଁ ଏହି ଧରାପୃଷ୍ଠକୁ ଦେବଦୂତ ହୋଇ ଆସିଛନ୍ତି । ସରକାର ଏମାନଙ୍କୁ ଆଗଧାଡିର କୋଭିଡ଼ ଯୋଦ୍ଧାର ମାନ୍ୟତା ବି ଦେଇଛନ୍ତି । କିନ୍ତୁ ଆଜି ଆମ ସମାଜରେ ଏପରି କିଛି ଡାକ୍ତର ଅଛନ୍ତି ଯୋଉଁ ମାନେ କେବଳ ରୋଗୀ ସେବାରେ ନିଜକୁ ସୀମିତ ନରଖି ସମାଜର ବିବିଧ ଉନ୍ନତିମୂଳକ କାମ ତଥା ମାଗଣାରେ ଚିକିତ୍ସା ସୁବିଧା ପ୍ରଦାନ କରି ସମସ୍ତଙ୍କ ପ୍ରେରଣାର ଉତ୍ସ ପାଲଟିଛନ୍ତି । ଏପରି ଜଣେ ସରକାରୀ ଡାକ୍ତର ଏବଂ କୋଭିଡ ଯୋଦ୍ଧା ହେଉଛନ୍ତି ବଲାଙ୍ଗୀର କୁସଙ୍ଗ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ଯୁବ ଡାକ୍ତର ସୂର୍ଯ୍ୟକାନ୍ତ ମହାପାତ୍ର । କେବଳ ବ୍ୟବସାୟିକ ମନୋବୃତ୍ତି ନରଖି ବଂର ସୂର୍ଯ୍ୟକାନ୍ତ ରୋଗୀରେ ମୁହଁରେ ଚେନାଏ ହସ ଫୁଟାଇବା ପାଇଁ ସବୁବେଳେ ଆଗଭର ହୋଇଥାନ୍ତି । ନିଜର କର୍ମକ୍ଷେତ୍ର କୁସଙ୍ଗ ଗାଁ କୁ ସଫାସୁତୁରା ରଖିବା ପାଇଁ ସୂର୍ଯ୍ୟକାନ୍ତ ସବୁବେଳେ ଚଳଚଞ୍ଚଳ । ସୂର୍ଯ୍ୟକାନ୍ତ ଅନେକ ସମୟରେ ଗାଁ ଦାଣ୍ଡ, ସ୍କୁଲ ପରିସର ଓ ଅନ୍ୟାନ୍ୟ ଆବର୍ଜନାପୂର୍ଣ୍ଣ ସ୍ଥାନକୁ ନିଜ ହାତରେ ସଫ କରିବା ପାଇଁ ଗାଁ ର କିଛି ଯୁବକଙ୍କୁ ଧରି ନିଜର ଅଭିଯାନରେ ଆଗେଇ ଯାଆନ୍ତି । ଆହୁରି ମଧ୍ୟ ସୌମ୍ୟ ସେବା ଫାଉଣ୍ଡେସନ ମାଧ୍ୟମରେ ଡାକ୍ତର ସୂର୍ଯ୍ୟକାନ୍ତ ମହାପାତ୍ର ବିଭିନ୍ନ ଗାଁଗଣ୍ଡାକୁ ଯାଇ ମାଗଣା ସ୍ୱାସ୍ଥ୍ୟ ଶିବିର କାର୍ଯ୍ୟକ୍ରମ ମାନ ଆୟୋଜନ କରିଛନ୍ତି । ଅଭିନବ ଢ଼ଙ୍ଗର  ଏହି ସମାଜସେବା କାର୍ଯ୍ୟ ପାଇଁ ଡାକ୍ତର ସୂର୍ଯ୍ୟକାନ୍ତ ସମସ୍ତଙ୍କ ପ୍ରଶଂସାଭାଜନ ହୋଇପାରିଛନ୍ତି । ରୋଗୀ ସେବା ଓ ନିଜର କର୍ମବ୍ୟସ୍ତତା ଭିତରେ  ସମୟ ବାହାର କରି ଏପରି ମହନୀୟ କାର୍ଯ୍ୟ ହାତକୁ ନେବାର ମାନସିକତା ପ୍ରକୃତରେ ଆଜିର ଦୁନିଆଁରେ ବିରଳ । ଖୁବ କମ ବୟସରେ ରୋଗୀ ସେବାରେ  ନିଜକୁ ସଂପୂର୍ଣ୍ଣ ଉତ୍ସର୍ଗ କରିଥିବା ଏହି ଡାକ୍ତର ବାବୁ ଜଣକ ପ୍ରକୃତରେ ଅନ୍ୟ ଡାକ୍ତର ମାନଙ୍କ ପାଇଁ ପ୍ରେରଣାର ଉତ୍ସ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   06-Aug-2026
  ଜିଲ୍ଲା  
ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ   06-Aug-2026
  ଜିଲ୍ଲା  
ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   06-Aug-2026
ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   05-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା   05-Aug-2026
  ଜିଲ୍ଲା  
ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    05-Aug-2026
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026

You Might Also Like

                               
  ଜୀବନଶୈଳୀ  

ସାଇକେଲ ଏକ ପରିଚୟ