-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||      ପ୍ରଶାସନ ର ଦୃଷ୍ଟି ପଡ଼ୁ   (21-Jun-2026)       ||      ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   (21-Jun-2026)       ||      ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ସତ୍ୟ ସାଇ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ♦️୩୭ ୟୁନିଟ ରକ୍ତ ସଂଗୃହୀତ    (21-Jun-2026)       ||     

HOME   ଜିଲ୍ଲା

୨୫ ବର୍ଷ ପରେ ପୁଲିସ କର୍ମଚାରୀଙ୍କୁ ମିଲିଲା ନ୍ୟାୟ

14-Oct-2020



ବଲାଙ୍ଗିର :(ବଙ୍ଗୋମୁଣ୍ଡା) - ବହିଷ୍କୃତ ହୋଇଥିବା ପୁଲିସ ରାଇଟର କନଷ୍ଟେବଳ ଦୋଳମଣି ବିଶିଙ୍କୁ ଚାକିରିରେ ପୁନଃ ଅବସ୍ଥାପିତ କରିବା ପାଇଁ ହାଇକୋର୍ଟ ଦେଇଛନ୍ତି ଗୁରୁତ୍ୱପୃର୍ଣ୍ଣ ରାୟ । ତେବେ ‘ନୋ ୱାର୍କ ନୋ ପେ’ ’ ନିତୀରେ ଦୋଳମଣିଙ୍କୁ କୌଣସି ଆର୍ଥିକ ସୁବିଧା ଫାଇଦା ଦିଆଯାଇପାରିବ ନାହିଁ ବୋଲି କୋର୍ଟ କହିଛନ୍ତି । ଦୋଳମଣି ବିଶି ସମସ୍ତ ଚୟନ ପକ୍ରିୟାରେ ଉର୍ତ୍ତିଣ୍ଣ ହୋଇ ବଲାଙ୍ଗିର ଜିଲ୍ଲାର ରାଇଟର କନଷ୍ଟେବଳ ଭାବେ ୧୯୯୩ ମସିହା ଫେବୃୟାରୀ ୧ ତାରିଖରେ ପୁଲଇସ ବାହିନୀରେ ଯୋଗ ଦେଇଥିଲେ । ବଲାଙ୍ଗିର ଏସପି , ନୟାଗଡ ପୋଲିସ ଟ୍ରେନିଂ ସ୍କୁଲର ଅଧ୍ୟକ୍ଷ ଏବଂ ଡିଏସପି ବଲାଙ୍ଗିରଙ୍କୁ ନେଇ ଗଠିତ ଚୟନ କମିଟି ଦୋଳମଣିଙ୍କ ସହ ଅନ୍ୟ ୨୪ ଜଣଙ୍କୁ ନିଯୁକ୍ତି ଦେବା ପାଇଁ ସୁପାରିସ କରିଥିଲେ । ଏହି ଚୟନ ପକ୍ରିୟା ମଧ୍ୟରେ ଲିଖିତ, ମୌଖିକ ଓ ଶାରୀରିକ ବର୍ଗରେ ବିଭିନ୍ନ ପରୀକ୍ଷା ସମେତ ପ୍ରାର୍ଥୀ ମାନଙ୍କ ଓଜନ ଓ ଉଚ୍ଚତ୍ତାର ମାପ ନିଆଯାଇଥିଲା ।ଏହାପରେ ଦୋଳମଣିଙ୍କୁ ୧୯୯୪ ମସିହା ମାର୍ଚ୍ଚ ୧୪ ତାରିଖରେ ସୁନ୍ଦରଗଡ ସ୍ଥିତ ହାତିବାଡି ଟ୍ରେନିଂ ସ୍କୁଲକୁ ତାଲିମ ପାଇଁ ପଠାଯାଇଥିଲା । ଏହି ତାଲିମ ଚାଲିଥିବା ସମୟରେ ପୁନଃର୍ବାର ଉଚ୍ଚତ୍ତା ମପା ଯିବାରୁ ତାଙ୍କର ଆବଶ୍ୟକୀୟ ଉଚ୍ଚତ୍ତା ୧୬୮ ସେଣ୍ଟିମଟର ଠାରୁ ୧ ସେଣ୍ଟିମିଟର  କମ ଥିବା ଦର୍ଶାଇ ତାଙ୍କୁ ଜିଲ୍ଲା ମୁଖ୍ୟାଳାୟକୁ ପଠାଇ ଦିଆଯାଇଥିଲା । ଉଚ୍ଚତ୍ତା କମଥିବା ଦର୍ଶାଇ ୧୯୯୪ ମସିହା ଅକ୍ଟେବର ୩୧ ତାରିଖ ଦିନ ଦୋଳମଣିଙ୍କୁ ଚାକିରିରୁ ବାହାର କରାଯାଇଥିଲା । ଏହାକୁ ନେଇ ବିଭାଗୀୟ ଅଧିକାରୀଙ୍କ ନିକଟରେ ଫେରାଦ ହେବା ପରେ  ଅନ୍ୟାଦେଶ ପର୍ଯ୍ୟନ୍ତ ତାଙ୍କୁ ଚାକିରିରେ ରଖିବା ଲାଗି ପୁଲିସ ମୁଖ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଥିଲା । ତେବେ ଶେଷରେ ୧୯୯୫ ମସିହା ମେ ୩୧ ତାରିଖ ଦିନ ଏହି ଉଚ୍ଚତ୍ତା କମ ଥିବା କାରଣରୁ ଦୋଳମଣିଙ୍କୁ ଚାକିରିରୁ ବାହାର କରାଯାଇଥିଲା । ଏହାକୁ ଚ୍ୟାଲେଞ୍ଜ କରି ରାଜ୍ୟ ପ୍ରଶାସନିକ ଟ୍ରିବ୍ୟୁନାଲଙ୍କ ଦ୍ୱାରାସ୍ଥ ହୋଇଥିଲେ ମଧ୍ୟ କୌଣସି ସୁଫଳ ମିଲିନଥିଲା ।ତାଙ୍କର ବହିଷ୍କାର ନିର୍ଦ୍ଦେଶକୁ ଟ୍ରିବୁନାଲ ଠିକ ଦର୍ଶାଇ ତାଙ୍କ ଆବେଦନକୁ ଖାରଜ କରିଦେଇଥିଲେ । ଏହାପରେ ଦୋଳମଣି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ଚାକିରିରେ ପୁନଃଅବସ୍ଥାପିତ ହେବାକୁ ଆବେଦନ କରିଥିଲେ । ପୁଲିସ ମାନ୍ୟୁଆଲ ଅନୁଯାୟୀ ଚୟନ ପ୍ରକ୍ରିୟା ବ୍ୟତୀତ ଅନ୍ୟ କୌଣସି ସମୟରେ ଉଚ୍ଚତ୍ତା ମପା ଯିବାର କୌଣସି ବ୍ୟବସ୍ଥା ନାହିଁ ବୋଲି ସେ ଆବେଦନରେ ଉଲ୍ଲେଖ କରିଥିଲେ  । ସମସ୍ତ ପକ୍ଷଙ୍କୁ ଶୁଣିବା ପରେ ଦୋଳମଣିଙ୍କ ଯୁକ୍ତିକୁ କୋର୍ଟ ଗ୍ରହଣ କରି ତାଙ୍କୁ ଚାକିରିରେ ଅବସ୍ଥାପିତ କରିବା ଲାଗି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ତେବେ ସେ କୌଣସି କାର୍ଯ୍ୟରେ ନ ଥିବାରୁ ‘ନୋ ୱାର୍କ ନୋ ପେ’ ’ ପଦ୍ଧତିରେ ତାଙ୍କୁ କୌଣସି ଆର୍ଥିକ ସୁବିଧା ସୁଯୋଗ ମିଲିବ ନାହିଁ କୋର୍ଟ ରାୟରେ ସ୍ପଷ୍ଟ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   22-Jun-2026
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026
  ଜିଲ୍ଲା  
ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   21-Jun-2026
  ଜିଲ୍ଲା  
ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ   21-Jun-2026

You Might Also Like