-+91-9937148622 |

prerana_bgr@rediffmail.com |

  Thursday 5th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   (04-Nov-2026)       ||      ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   (04-Nov-2026)       ||      ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   (04-Nov-2026)       ||      ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   (04-Nov-2026)       ||      ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   (04-Nov-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||     

HOME   ଜିଲ୍ଲା

ଚିନ୍ତାରେ ଚାଷୀ, ଚକଡ଼ାପୋକ ରେ ନଷ୍ଟ ହୋଇଗଲା ଏକର , ଏକରଧାନ ଚାଷ, କ୍ଷତି ପୂରଣ ପାଇଁ ପ୍ରଶାସନକୁ ଗୁହାରି କଲେ ଚାଷୀ।

14-Oct-2020



କଳାହାଣ୍ଡି : (ତ୍ରିନାଥ ବେଶ୍ରା) ତା -୧୪/୧୦/୨୦୨୦ ଚକଡ଼ା ପୋକ ଖାଇଗଲେ ଏକର, ଏକର ଧାନ ଚାଷ, ରୋଗ ପୋକ ନିୟନ୍ତ୍ରଣ ପାଇଁ ଔଷଧ ସିଞ୍ଚନ କରିକରି ନୟାନ୍ତ ହେଲେଣି ଚାଷୀ । ନା ପୋକ ଦାଉରୁ ରକ୍ଷା କରିପାରିଲେ ଧାନ ଚାଷ, ନା, ଦମନ କରିପାରିଲେ ପୋକ । ତେବେ ବର୍ତ୍ତମାନ ନିରାଶ ହୋଇ କିଂ କର୍ତ୍ତବ୍ଯ ବିମୁଢ଼ ହୋଇ ବସିଛନ୍ତି କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ କୋକସରା ବ୍ଲକ୍ ଚାଷୀ ମାନେ । ରୂଣ କରଜ କରି ବୁଣି ଥିବା ଧାନ ଆଜି ପୋକରେ ହୋଇ ଯାଇଛି ବିନଷ୍ଟ । ସ୍ଥାନୀୟ କୃଷୀ ବିଭାଗ କାର୍ଯ୍ଯାଳୟ ଓ କୀଟନାଶକ ଔଷଧ ଦୋକାନରୁ ଔଷଧ ଆଣି ସିଞ୍ଚନ କରିକରି ଶେଷରେ ଥକି ଯାଇଥିବା କହିଛନ୍ତି ଚାଷୀ । ହେଲେ ଚଳିତ ଖରିଫ୍ ରୁତୁର ଧାନଚାଷର କ୍ଷତି ଯୋଗୁଁ ପରିବାର ପ୍ରତିପୋଷଣରେ ଅଭାବ ଅନଟନରେ ରହିବା ପରିଲକ୍ଷିତ ହେବା ଦୃଷ୍ଟିରୁ ସରକାର ଆମ ପ୍ରତି କିଛି କ୍ଷୟ କ୍ଷତିର ସହାୟତା କଲେ ଆମେ ଚଳି ପାରିବୁ ବୋଲି ଗଣ ମାଧ୍ଯମ ପ୍ରତିନିଧିଙ୍କ ସମ୍ମୁଖରେ ଦ୍ଃଖ ଜଣାଇଥିବା ବେଳେ , ସହକାରୀ କୃଷୀ ଅଧିକାରୀ ବାଗ୍ କ୍ଷେତ୍ର ପରିଦର୍ଶନ କରି ରିପୋର୍ଟ ସଂଗ୍ରହ କରି ଖୁବଶିଘ୍ର ସରକାରଙ୍କୁ ଜଣାଇ କ୍ଷତିପୂରଣ ପାଇଁ ବ୍ଯବସ୍ଥା କରାଯିବl ପାଇ ଦାବିକହିଛନ୍ତି । ଏଣେ ଅଞ୍ଚଳରେ ସ୍ବଳ୍ପ ବୃଷ୍ଟିପାତ ସଂଗେସଂଗେ ଧାନ କ୍ଷେତରେ ଚକଡ଼ା ପୋକର ର ପ୍ରାଦୁର୍ଭାବକୁ ପ୍ରଶାସନ କିଭଳି ରୋକି ଚାଷୀଙ୍କୁ ସହାୟତା ଦେଉଛନ୍ତି , ତାହା ଦେଖିବାକୁ ବାକି ରହିଲା l 


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   04-Nov-2026
  ଜିଲ୍ଲା  
ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   04-Nov-2026
  ଜିଲ୍ଲା  
ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   04-Nov-2026
  ଅପରାଧ  
ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ   04-Nov-2026
  ଜିଲ୍ଲା  
ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   04-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026

You Might Also Like