-+91-9937148622 |

prerana_bgr@rediffmail.com |

  Thursday 6th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||     

HOME   ଜିଲ୍ଲା

ସାମ୍ବାଦିକଙ୍କୁ ଧମକଦେଇଥିବା ଅଭିଯୁକ୍ତ ଥାନାରେ ଲିଖିତ ଭୁଲମାଗିଲେ

14-Oct-2020



ବଲାଙ୍ଗୀର,(ସନ୍ତୋଷ ଠାକୁର)-ବଲାଙ୍ଗୀର ଜିଲ୍ଲାରେ ବିଭିନ୍ନ ସମୟରେ ସାମ୍ବାଦିକଙ୍କ ଉପରେ ଆକ୍ରମଣ କରାଯାଉଛି । ରବିବାର ରାତିରେ ବଲାଙ୍ଗୀରର ଜଣାଶୁଣା କଫସିରଫ ମାଫିଆ ସାନ ନେଗୀ ତାଙ୍କର ୪ଜଣ ସାଙ୍ଗଙ୍କ ସହିତ ରାତି ୧୧ଟାରେ ପ୍ରଗତିବାଦୀର ଜିଲ୍ଲା ପ୍ରତିନିଧି ପୂର୍ଣ୍ଣଚନ୍ଦ୍ର ପଣ୍ଡାଙ୍କ ଘରସାମନାକୁ ଯାଇ ଆଶ୍ଲିଳ ଭାଷାରେ ଗାଲିଗୁଲଜ କରିବା ସହିତ ତାଙ୍କ ଘରକୁ ବୋମା ଉଡାଇଦେବା ଓ ଗୁଳିକରି ହତ୍ୟା କରିବାକୁ ଧମକ ଦେଇଥିଲେ । ମାତାଲ ଅବସ୍ଥା ଥିବା ଯୁବକଙ୍କ ଉନ୍ମତ୍ତକାଣ୍ଡରେ ତାଲପଡାବାସୀ ଅତିଷ୍ଠ ହୋଇଯାଇଥିଲେ । ଆଜି ସାମ୍ବାଦିକ ପୂର୍ଣ୍ଣଚନ୍ଦ୍ର ପଣ୍ଡା ଏନେଇ ଜିଲ୍ଲା ସାମ୍ବାଦିକସଂଘ ଓ ଆଦର୍ଶଥାନାରେ ଲିଖିତ ଅଭିଯୋଗ କଲାପରେ ଅଭିଯୁକ୍ତ ସାନ ନେଗୀକୁ ଦିନ ୧୨ଟା ବେଳେ ଥାନାକୁ ଆଣି ଅଟକ ରଖିଥିଲେ । ଏନେଇ ଆଜି ଜିଲ୍ଲା ସାମ୍ବାଦିକ ସଂଘର ସଭାପତି ହରିନାରାୟଣ ପୂଜାହାରୀ,ସାଧାରଣ ସଂପାଦକ ବଳରାମ ମିଶ୍ର,ବରିଷ୍ଠ ସାମ୍ବାଦିକ ବୀରେନ୍ଦ୍ର ଝାଙ୍କର,ବିଶ୍ୱଜିତ ଦାସ,ପ୍ରଦୀପ୍ତ ମିଶ୍ର,ମହମ୍ମଦ ସେଖ ୱାହିଦ,ସୁନୀଳ ମହାନ୍ତି ,ଘଟେଶ୍ୱର ମିଶ୍ର ପ୍ରମୁଖ ଏକ ପ୍ରତିନିଧିଦଳ ଏସପିଙ୍କ କାର୍ଯ୍ୟାଳୟକୁ ଯାଇ ଅତିରିକ୍ତ ଏସପିଙ୍କୁ ଏକ ଦାବିପତ୍ର ପ୍ରଦାନ କରି ତୁରନ୍ତ ପଦକ୍ଷେପ ନେବାକୁ ଦାବି କରିଥିଲେ । ଆଜି ଦିନ ୧୨ଟାରେ ଟାଉନଥାନା ଆଇଆଇସି ସାନ ନେଗୀକୁ ଥାନାକୁ ଆଣି ଅଟକ ରଖିଥିଲେ । ଆଜି ସାନ ନେଗୀ ପରିବାର ପକ୍ଷରୁ ତାଙ୍କ ବଡଭାଇ ପଡାରେ ହୋଇଥିବା ଘଟଣାକୁ ନେଇ ଦୁଃଖ ପ୍ରକାଶ କରିବା ସହିତ ଆଗାମି ଦିନରେ ଆଉ ସେଭଳି ଘଟଣା ହେବ ନାହିଁ ବୋଲି କହିଥିଲେ । ସଂଧ୍ୟାରେ ସାନ ନେଗୀ ସାମ୍ବାଦିକଙ୍କୁ ଗତକାଲି ଭୁଲ ବୁଝାମଣାରେ ଗାଳିକରିଥିଲେ । ସେଥିପାଇଁ ସେ ଭୁଲ ମାଗୁଛନ୍ତି ଓ ଆଗାମୀ ଦିନରେ ସେ କୌଣସି ସାମ୍ବାଦିକଙ୍କ ସହିତ କୌଣସି ଗଣ୍ଡଗୋଳ କରିବେ ନାହିଁ ବୋଲି ଲିଖିତ ଆକାରରେ ଜଣାଇଥିଲେ । ଫଳରେ ସାମ୍ବାଦିକଙ୍କ ସହିତ ଆଲୋଚନା କରି ଆଇଆଇସି ଅଭିଯୁକ୍ତକୁ ଥାନାରୁ ଛାଡିଥିଲେ । ତେବେ ସାମ୍ବାଦିକଙ୍କ ଅଭିଯୋଗକୁ ନେଇ ଥାନାରେ ଏକ ମାମଲା ରୁଜୁ ହୋଇଛି ଓ ସାନର କାର୍ଯ୍ୟକଳାପକୁ ପୋଲିସ ଅନୁଧ୍ୟାନ କରି ସେ ଦିଗରେ ପଦକ୍ଷେପ ନେବ ବୋଲି କହିଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   06-Aug-2026
  ଜିଲ୍ଲା  
ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ   06-Aug-2026
  ଜିଲ୍ଲା  
ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   06-Aug-2026
ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   05-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା   05-Aug-2026
  ଜିଲ୍ଲା  
ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    05-Aug-2026
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026

You Might Also Like