-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ଆଜି ବଲାଙ୍ଗୀର ଜିଲ୍ଲାରେ ୬୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ବଲାଙ୍ଗୀର ପୌରାଞ୍ଚଳରୁ ୭ଜଣ

14-Oct-2020



ବଲାଙ୍ଗୀର, ଆଜି ବଲାଙ୍ଗୀର ଜିଲ୍ଲାରୁ ମୋଟ ୬୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗୀର ପୌରାଞ୍ଚଳର ବିଭିନ୍ନ ୱାର୍ଡରୁ ୭ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକର ବଡଟିକାରୁ ୩ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗୀର ସଦର ବ୍ଲକ କୁଡାସିଙ୍ଗାରୁ ମାତ୍ର ୧ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । 
ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଭାଲୁମୁଣ୍ଡା ଗାଁ ରୁ ୧ଜଣ ସିନ୍ଧେକେଲାରୁ ୨ଜଣ, ବଙ୍ଗୋମୁଣ୍ଡାରୁ ୧ଜଣ ଓ ବିରିପାଲିରୁ ୧ଜଣ ଚିହ୍ନଟ ହୋଇଛନ୍ତି । 
  ବେଲପଡା ବ୍ଲକର ମଣ୍ଡଳ ଓ ଧୁମାଭଟାରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗୁଡବେଳା ବ୍ଲକର  ଦେଉଳଗୁଡିରୁ ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । 
  ଦେଓଗାଁ ବ୍ଲକର ଦେଷଣ୍ଢରୁ ୧ଜଣ ଏବଂ ଓ ଲଣ୍ଡାପଥରରୁ ୩ଜଣ ସଂକ୍ରମିତ ଥିବା ସୂଚନା ମିଳିଛି । କଣ୍ଡାବାଞ୍ଜି ଏନ୍‌ଏସିର ୱାର୍ଡ ନଂ- ୫ରୁ ଜଣେ ଓ  ଖପ୍ରାଖୋଲ ବ୍ଲକ ବାଘମୁଣ୍ଡରୁ ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । 
  ଲୋଇସିଂହା ବ୍ଲକର ବାନିପାଲି, କୁସମେଲ ଓ ଯୋଗୀସୁର୍ଡାରୁ ଜଣେ ଲେଖାଏଁ କରୋନା ପଜିଟିଭ ବାହରିଛନ୍ତି । ମୁରିବାହାଲ ବ୍ଲକରୁ ଆଜି ମାତ୍ର ୩ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ପାଟଣାଗଡ଼ ବ୍ଲକର ବରପଦର ଗାଁ ରୁ ଜଣେ, ଘସିଏନରୁ ୩ଜଣ, ଯୋଗୀମୁଣ୍ଡାରୁ ଜଣେ, ଖୁରସେଲରୁ ୪ଜଣ ଏବଂ ସାଲେପାଲି, ସୋଲବନ୍ଧ ଓ ତମିଆରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ପାଟଣାଗଡ ଏନ୍‌ଏସିର ବିଭିନ୍ନ ୱାର୍ଡରୁ ମୋଟ ୯ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । 
ସେହିପରି ପୁଇଁତଲା ବ୍ଲକର ଲୁକାପଡା, ଦଶପୁର ଓ ଖଲିଆପାଲିରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂଁତଳା ବ୍ଲକର ସଇଁତଳା ଅଞ୍ଚଳରୁ ଜଣେ କରୋନା ସଂଂକ୍ରମିତ ଚିହ୍ନଟ ହୋଇଛନ୍ତି । 
ଟିଟିଲାଗଡ଼ ବ୍ଲକର କୁରସୁଡ ଅଞ୍ଚଳରୁ ୨ଜଣ ଚିହ୍ନଟ ହୋଇଥିବା ବେଳେ  ଟିଟିଲାଗଡ ମୁନିସିପାଲିଟି ଅଧୀନରେ ଥିବା ୱାର୍ଡ ନଂ - ୪, ୫, ୮ ଓ ୯ରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ତୁରେକେଲା ବ୍ଲକର ଚାଉଳସୁଖା, କନ୍ଦେଇ ଓ ଖଗସା ଗାଁ ରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ଜିଲ୍ଲା ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । 
   ଆଜି ପର୍ଯ୍ୟନ୍ତ ବଲାଙ୍ଗୀର ଜିଲ୍ଲାରେ ୫୫୪୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୭୮୩ଜଣ ଏକ୍ଟିଭ ରହିଛନ୍ତି । ଆଜି ସୁଦ୍ଧା ବଲାଙ୍ଗୀର ଜିଲ୍ଲାରେ କରୋନା ଯୋଗୁଁ ୨୬ଜଣଙ୍କ ଜୀବନ ଯାଇଥିବା ଜିଲ୍ଲା ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ପ୍ରଦତ୍ତ ରିପୋର୍ଟରୁ ଜଣାପଡିଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like