-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ସିଡିପିଓ ଙ୍କ ବଦଳି ଦାବିରେ ଅନଶନ ଓ ଧାରଣା

14-Oct-2020



କଳାହାଣ୍ଡି (ସଞ୍ଜୀବ ଦାସ ) କଲାହାଣ୍ଡି ଜିଲ୍ଲା ନର୍ଲା ବ୍ଳକ ର କାର୍ଯ୍ୟରତ ଆଇସିଡିଏସ ର ସିଡିପିଓ ଙ୍କ ମନମୁଖୀ କାର୍ଯ୍ୟ ଓ ବେଆଇନ କାମ କରୁଥିବା ଅଭିଯୋଗ ନେଇ ସ୍ଥାନୀୟ ଶିବ ଶକ୍ତି ମହାସଂଘ ଓ ସେବାକାରି କିନ୍ନର ମହାସଂଘ ପକ୍ଷରୁ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖରେ ସିଡିପିଓ ଙ୍କ ବଦଳି ଦାବିରେ ଅନିର୍ଦ୍ଧିଷ୍ଟ କାଳ ପାଇଁ ଅନଶନ ଓ ଧାରଣା ରେ ଦିଆଯାଇଛି। ପ୍ରଥମେ ସଂଘ ପକ୍ଷରୁ ଏକ ଶୋଭାଯାତ୍ରା ରେ ବାହାରି ସହର ପରିକ୍ରମା କରି ବ୍ଳକ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିଥିଲେ।ଏଠାରେ କାର୍ଯ୍ୟରତ ସିଡିପିଓ ଦୀର୍ଘ ୭ ବର୍ଷ ରୁ ଉର୍ଦ୍ଧ ଦିନ ଗୋଟିଏ ସ୍ଥାନରେ ରହିବା ନିୟମ ନ ଥିବା ବେଳେ ସେ ଗୋଟିଏ ସ୍ଥାନରେ ରହିଆସିଛନ୍ତି। ତେଣୁ ସେ ମନମୁଖୀ କାର୍ଯ୍ୟ କରୁଥିବାରୁ ବିଭିନ୍ନ ମହଲରେ ଅସନ୍ତୋଷ ଦେଖାଦେଇଛି।ତା ସହିତ ନିମ୍ନମାନର ଛତୁଆ ପ୍ରସ୍ତୁତି ଓ ନିଜ ମନ ମୁତାବକ ବିନା ସୂଚନା ରେ ସଂଘ ପରିବର୍ତ୍ତନ କରିବା ରେ ସିଡିପିଓ ଙ୍କ ହାତ ଥିବା ମଧ୍ୟ ଅଭିଯୋଗ ହେବା ସହ ଅସନ୍ତୋଷ ବଢିବାରେ ଲାଗିଛି। ତେଣୁ ସଡିପିଓ ଙ୍କୁ ତୁରନ୍ତ ବଦଳି ଦାବି ହେଉଛ। 


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like