-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

ଆର ବି ଏସ କେ ଆୟୁଷ ଡାକ୍ତର ସଂଘ ର ରାଜ୍ୟସ୍ତରୀୟ ବୈଠକ*

21-Feb-2021



କଟକ(ପ୍ରେରଣା ଖବର) ଓଡିଶା ଆର ବି ଏସ କେ  ଆୟୁଷ ଡାକ୍ତର ସଂଘ ର ରାଜ୍ୟ ସ୍ତରୀୟ ବୈଠକ କଟକ ସ୍ଥିତ ଅଶୋକ ହୋଟେଲ ରେ ଅନୁଷ୍ଠିତ ହୋଇଛି।ଆୟୁଷ ଆର ବି ଏସ କେ ଡାକ୍ତର ମାନେ ଅଙ୍ଗନବାଡ଼ି ,ବିଦ୍ୟାଳୟ ଏବଂ ମହାବିଦ୍ୟାଳୟ ର ଜନ୍ମ ରୁ ୧୮ ବର୍ଷ ବୟସ ପର୍ଯ୍ୟନ୍ତ ସମସ୍ତ ପିଲା ଙ୍କ ର ଜନ୍ମଗତ ତ୍ରୁଟି ଯଥା ପାଦ ବଙ୍କା, ଗ୍ରହଣ ଖଣ୍ଡିଆ,ହୃଦ ରୋଗ, ଆଖି ର ପରଳ ଆଦି ର ସଫଳ ଚିହ୍ନଟ ଓ ଚିକିତ୍ସା କରୁଛନ୍ତି। ପୋଷକ ତତ୍ତ୍ୱ ଅଭାବ , ବାଲ୍ୟାବସ୍ଥା ରୋଗ , ବିଳମ୍ବିତ ଅଭିବୃଦ୍ଧି ତଥା ଭିନ୍ନକ୍ଷମତା ଆଦି ର ସରଳ ପରୀକ୍ଷା ଓ ଚିକିତ୍ସା ମାଗଣା ରେ କରାଉଛନ୍ତି। ଏତଦବ୍ୟତୀତ ଫନି, ତୀତଲି ଭଳି ଦୈବୀ ଦୁର୍ବିପାକ ର ବି ସଫଳ ମୁକାବିଲା କରିଛନ୍ତି। ସମ୍ପ୍ରତି ସମାଜ ରେ କାୟା ବିସ୍ତାର କରିଥିବା  କରୋନା   ମହାମାରୀ କୁ ଦମନ କରିବାରେ ଗୁରୁତ୍ୱପୂର୍ଣ ଭୂମିକା ନିର୍ବାହ କରିଛନ୍ତ ଏହି  ଆର ବି ଏସ କେ  ଆୟୁଷ ଡାକ୍ତର ମାନେ। କରୋନା କୁ ପ୍ରତିହତ କରିବା ଯୁଦ୍ଧ ରେ ଜୀବନ ହାରିଛନ୍ତି ଅନେକ ଆର ବି ଏସ କେ ଆୟୁଷ  ଡାକ୍ତର। ଏହିଭଳି ଉତ୍ସର୍ଗୀକୃତ ଭାବେ  ନିରନ୍ତର କାର୍ଯ୍ୟ ସମ୍ପାଦନ କରି ଆସୁଥିଲେ ବି ଆର ବି ଏସ କେ ଆୟୁଷ ଡାକ୍ତର ମାନଙ୍କୁ ସରକାର ସ୍ୱଳ୍ପ ଦରମା ରେ କାମ କରେଇବା ପରିତାପର ବିଷୟ। ଦୀର୍ଘ ୭ ବର୍ଷ ଧରି କାମ କରି ଆସୁଥିଲେ ମଧ୍ୟ ସେମାନଙ୍କୁ ସ୍ଥାୟୀ କରିବାରେ ସରକାରୀ ଉଦାସୀନତା ଡାକ୍ତର ମାନଙ୍କୁ କର୍ମବିମୁଖ କରୁଛି।ସରକାର ସେମାନଙ୍କୁ ସ୍ଥାୟୀ କରିବା ଦିଗରେ ଉଚିତ ପଦକ୍ଷେପ ନ ନେଲେ ରାଜ୍ୟ ଆର ବି ଏସ କେ ଆୟୁଷ ଡାକ୍ତର ସଂଘ ରାଜରାସ୍ତା କୁ ଓଲହେଇବେ ବୋଲି ଉକ୍ତ ବୈଠକ ରେ ନିଷ୍ପତି  ନିଅଯାଇଛି। ବୈଠକ ରେ ରାଜ୍ୟ ଆର ବି ଏସ କେ ଆୟୁଷ ଡାକ୍ତର ସଂଘ ସଭାପତି ସୁଶୀଲ କୁମାର ମହାପାତ୍ର ,ଉପସଭାପତି ଲିଙ୍ଗରାଜ ଦାଶ ,ସମ୍ପାଦକ ରବୀନ୍ଦ୍ର ସେଠୀ କୋଷାଧ୍ୟକ୍ଷ  ରାକେଶ କୁମାର ଜେନା ଓ ଶୁଭେନ୍ଦୁ କୁମାର ଦାଶ ସମେତ ବିଭିନ୍ନ ଜିଲ୍ଲା ର କର୍ମକର୍ତ୍ତା ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା