-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

ଇଷ୍ଟକୋଷ୍ଟ ରେଲୱେ ଶ୍ରମିକ ୟୁନିୟନ ବଲାଙ୍ଗିର ଶାଖାର ଦ୍ୱିବାର୍ଷିକ ସାଧାରଣ ସଭା

21-Feb-2021



ବଲାଙ୍ଗିର, ଇଷ୍ଟକୋଷ୍ଟ ରେଲୱେ ଶ୍ରମିକ ୟୁନିୟନ ବଲାଙ୍ଗିର ଶାଖାର ଦ୍ୱିବାର୍ଷିକ ସାଧାରଣ ସଭା ୟୁନିୟନର ସଭାପତି କମ୍ରେଡ ମଧୁ ସାହୁ ଙ୍କ ଅଧ୍ୟକ୍ଷତାରେ ବଲାଙ୍ଗିର ୟୁନିୟନ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି । ଉକ୍ତ ସାଧାରଣ ସଭାରେ ୟୁନିୟନର ଜୋନାଲ ମହାସଚିବ ଭୁବନେଶ୍ୱର କମ୍ରେଡ ପି.କେ. ପାଟଶାଣୀ ମୁଖ୍ୟ ଅତିଥି, ସମ୍ବଲପୁର ମଣ୍ଡଳ ସଂଯୋଜକ କମ୍ରେଡ ସୁନିଲ କୁମାର, କମ୍ରେଡ ସନ୍ତୋଷ କୁମାର ମିଶ୍ର, କମ୍ରେଡ କେ.ସି.ଜେନା ଓ ଜୋନାଲ ଯୁବ ସଂଯୋଜକ କମ୍ରେଡ ଅମ୍ରିତ କୁମାର ମିଶ୍ର ବିଶିଷ୍ଟ ଅତିଥି ରୂପେ ମଞ୍ଚାସିନ ଥିଲେ । ସଭା ଆରମ୍ଭରେ ବଲାଙ୍ଗିର ଷ୍ଟେସନ ମୁଖ୍ୟ ଫାଟକ ଠାରୁ ଅତିଥିମାନଙ୍କୁ ସ୍ୱାଗତ ସହ ଏକ ବିରାଟ ଶୋଭାଯାତ୍ରାରେ ସଭା ସ୍ଥଳକୁ ନିଆଯାଇଥିଲା । ଆୟୋଜିତ ସଭାରେ ୟୁନିୟନର ସଂପାଦକ କମ୍ରେଡ ମହେଶ୍ୱର ନାୟକ ବାର୍ଷିକ ବିବରଣୀ ଓ କମ୍ରେଡ ହରିବନ୍ଧୁ ହାତି ଆର୍ଥିକ ବିବରଣୀ ଉପସ୍ଥାପନ କରିଥିଲେ । ଜୋନାଲ ମହାସଚିବ କମ୍ରେଡ ପି.କେ. ପାଟଶାଣୀ ବର୍ତ୍ତମାନ ସମୟରେ କେନ୍ଦ୍ର ସରକାର ରେଳ ସଂସ୍ଥାନର ଘରୋଇକରଣ ଓ କର୍ମଚାରୀମାନଙ୍କ ଶୋଷଣ ବିଷୟରେ ବିଶେଷ ଆଲୋକପାତ କରିବା ସହ ଏହାର ମୁକାବିଲା ପାଇଁ କର୍ମଚାରୀମାନଙ୍କ ଏକତା ଓ ସଂଗ୍ରାମ ଜରୁରି ବୋଲି କହିଥିଲେ । ରେଳ ବିଭାଗ ଓ ରେଳ କର୍ମଚାରୀର ସଂପର୍କ ଏବଂ ରାଷ୍ଟ୍ର ଗଠନରେ ରେଳ କର୍ମଚାରୀମାନଙ୍କ ଭୂମିକାରେ ମଧ୍ୟ ଆଲୋଚନା କରିଥିଲେ । ଯୁବ ସଂଯୋଜକ ଅମ୍ରିତ କୁମାର ମିଶ୍ର ବର୍ତ୍ତମାନ ଘଡିସନ୍ଧି ମୁହୁର୍ତ୍ତରେ ଯୁବ ସମାଜର ଦାୟିତ୍ୱ ଓ କର୍ତ୍ତବ୍ୟ ସଂପର୍କରେ ଆଲୋକପାତ କରିଥିଲେ । ଏହା ପରେ ଦୁଇ ବର୍ଷ ପାଇଁ ୟୁନିୟନର କର୍ମକର୍ତ୍ତାମାନଙ୍କ ନାମ ମଣ୍ଡଳ ସଂଯୋଜକ ସୁନିଲ କୁମାର ଘୋଷଣା କରିଥିଲେ । ସଭାପତି ଭାବରେ କମ୍ରେଡ ମଧୁ ସାହୁ, ସଂପାଦକ ଭାବେ ମହେଶ୍ୱର ନାୟକ, କାର୍ଯ୍ୟକାରୀ ସଭାପତି ଭାବେ ସୈାମ୍ୟରଂଜନ ରଥ, ଉପସଭାପତି ଭାବେ ଲବ ସ୍ୱାଇଁ, ସହ-ସଂପାଦକ ଭାବେ ଶିବ କୁମାର ଗଉଡ, ସୁବାଷ ସାହୁ, ରାଣା ପ୍ରତାପ କୁମ୍ଭାର ଓ ଉଜଲ ସାହୁ, ସାଂଗଠାନିକ ସଂପାଦକ ଭାବେ ଉତ୍କଳ କୁମାର ସାହୁ ଓ ଅମର ସେନାପତି, କୋଷାଧ୍ୟକ୍ଷ ଭାବେ ହରିବନ୍ଧୁ ହାତି ଓ ଯୁଗ୍ମ କୋଷାଧ୍ୟକ୍ଷ ଭାବେ ମୀନାକ୍ଷୀ ସାଗର ସର୍ବସମ୍ମତିକ୍ରମେ ନିର୍ବାଚିତ ହୋଇଥିଲେ । ଏହା ସହିତ ୧୦ଜଣିଆ ଯୁବ ସଂଗଠନ ଓ ୧୫ ଜଣିଆ ମହିଳା ଶାଖା ଗଠିତ ହୋଇଥିଲା । ଉକ୍ତ ସଭାରେ ବହୁ ସଂଖ୍ୟାରେ ରେଳ କର୍ମଚାରୀ ଯୋଗଦେଇଥିଲେ । ଶେଷରେ ସମସ୍ତ ନିର୍ବାଚିତ କର୍ମକର୍ତ୍ତାମାନଙ୍କୁ ମହାସଚିବ ଫୁଲମାଳ ସହିତ ସ୍ୱାଗତ କରିଥିଲେ ଓ ସଭାପତି ମଧୁ ସାହୁ ସଭା ସାଙ୍ଗ ଘୋଷଣା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା