-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ରାଜ୍ୟ

ସରକାରୀ ଡାକ୍ତରଖାନାରେ ବେସରକାରୀ ଔଷଧ ଦୋକାନ କାର୍ଯ୍ୟକାରୀ ନେଇ ନ୍ୟାୟାଳୟ ରେ ମାମଲା ରୁଜ୍ଜୁ

22-Feb-2021



ଟିଟିଲାଗଡ(ପ୍ରେରଣା ଖବର) :କେହି ଚିକିତ୍ସା ଅଭାବ ର ଶିକାର ନ ହେବା ଓ ଉତ୍ତମ ମାନର ଚିକିତ୍ସା ପ୍ରଦାନ ନେଇ ସରକାର ସ୍ୱାସ୍ଥ୍ୟସେବା  ସବୁଶ୍ରେଣୀୟ ସାଧାରଣ ଲୋକ ଙ୍କୁ ମାଗଣା ଯୋଗାଇ ଦେବାକୁ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଛନ୍ତି । ସ୍ୱତନ୍ତ୍ର ଭାବେ ଏହି ସୁବିଧା ଯୋଗାଇ ଦେବାକୁ ନିରାମୟ ଯୋଜନା ଆରମ୍ଭ କରାଯାଇ ସରକାରୀ ଡାକ୍ତରଖାନାରେ ସମସ୍ତ ବ୍ୟବସ୍ଥା କରାଯାଇଛି । ଏପରିକି ଡାକ୍ତର କେବଳ ସରକାରୀ ଭାବେ ସମସ୍ତ ସୁବିଧା, ସୁଯୋଗ ପ୍ରଦାନ ପାଇଁ ଡାକ୍ତର କେବଳ ସରକାରୀ ଔଷଧ, ଇଂଜେକସନ ପ୍ରଦାନ କରିବା ତଥା ସମସ୍ତ ବ୍ୟବସ୍ଥା କାର୍ଯ୍ୟକାରୀ କରିଥିବା ଯୋଗୁଁ ବାହାରୁ କିଣା ଔଷଧ ନ ଲେଖିବା ନେଇ ନିର୍ଦ୍ଦେଶ ଜାରି କରିଛନ୍ତି । ଅର୍ଥ ଖର୍ଚ୍ଚ କରି ବାହାରୁ ଔଷଧ, ଇଂଜେକସନ କିଣି ନ ପାରିବା ସମସ୍ୟା ଦୁର ପାଇଁ ଏହି ନିରାମୟ ଔଷଧ ବ୍ୟବସ୍ଥା କରାଯାଇଛି ।  ଅତ୍ୟନ୍ତ ଗରିବ ଓ ସାଧାରଣ  ଶ୍ରେଣୀର ଲୋକେ ଉପକୃତ ହେବା ପାଇଁ ସରକାରୀ ଭାବେ ଡାକ୍ତରଖାନା ପରିସରରେ ରହିଥିବା  ସମସ୍ତ ଘରୋଇ ଔଷଧ ଦୋକାନ ବନ୍ଦ କରିବା ନିୟମ ଜାରି କରାଯାଇଛି, ହେଲେ ଏହି ନିୟମ ର ଟିଟିଲାଗଡ ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟରେ ଖିଲାପ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ସୂଚନା ଯୋଗ୍ୟ ଯେ,ଟିଟିଲାଗଡ ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟରେ ଏହି ଯୋଜନା କାର୍ଯ୍ୟକାରୀ ହେବା ସତ୍ୱେ ପରିଚାଳିତ ହେବା ଅଭିଯୋଗ ସ୍ଥାନୀୟ ଯୁବ ସ୍ବେଚ୍ଛାସେବୀ ଅନୁଷ୍ଠାନ ପକ୍ଷରୁ କରାଯାଇଛି । ଅଭିଯୋଗ ଅନୁଯାୟୀ ଫାର୍ମାସିଷ୍ଟ ଡିଗ୍ରୀ ଥିବା  ସହ ସବୁ ନିୟମାବଳୀ ଥିବା ବ୍ୟକ୍ତି ଏହି ମ୍ୟାଡ଼ିକାଲ ହତା ପରିସରରେ ଦୋକାନ ପୂର୍ବରୁ ଖୋଲିବା ନିୟମ ରହିଥିଲା । ପୂର୍ବରୁ ଜଣେ ମ୍ୟାଟ୍ରିକ ଫେଲ କରିଥିବା ଔଷଧ ବ୍ୟବସାୟୀ କିଛି ନିର୍ଦ୍ଦିଷ୍ଟ ପଦାଧିକାରୀ ଙ୍କୁ ହାତ କରି ବେଆଇନ କାରବାର ଚଲାଇ ଥିବା ନେଇ ଓଡିଶା ଉଚ୍ଚ ନ୍ୟାୟାଳୟ ରେ ମାମଲା ରୁଜ୍ଜୁ କରିଥିବା  ଓ ତାହା ବିଚାର ଧୀନ ଥିବା ଜଣାଯାଇଛି  ।  ସେହି ପରି ଇତି ମଧ୍ୟରେ ଆଉ ଏକ ମାମଲା ନ୍ୟାୟାଳୟ ରେ ଏହି ସରକାରୀ ଡାକ୍ତରଖାନାରେ ଥିବା ଦୋକାନ ଚଳିତ ଆଇନ ଅନୁଯାୟୀ ଉଛେଦ କରିବା କୁ ମାମଲା ରୁଜ୍ଜୁ କରାଯାଇଥିବା ଜଣାଯାଇଛି ।ଏହି ନିୟମ ଅନୁଯାୟୀ କୌଣସି ସରକାରୀ କାଗଜ ପତ୍ର ନ ଥାଇ ଏକ ମ୍ୟାଡିକାଲ ଷ୍ଟୋର ଦୀର୍ଘ ଦିନ ଧରି ରହିଛି । କିଛି ଡାକ୍ତର ଏହି ନିୟମ ର ଖିଲାପ କରି ଉକ୍ତ ଦୋକାନୀ ସହ ସଲାସୁତୁରା ନୀତି ରେ ଲାଭବାନ ହେଉଥିବା ବେଳେ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ବିଭାଗୀୟ ଉଚ୍ଚ ଅଧିକାରୀ ଗ୍ରହଣ କରିବା କୁ ଦାବି ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like