-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଦେଶ ବିଦେଶ

ଅନଲକ-୫ ପାଇଁ ଗାଇଡଲାଇନ ଜାରି କାଲେ ମହାରାଷ୍ଟ୍ର ସରକାର- ଆସନ୍ତାକାଲି ଠାରୁ ରାଜ୍ୟରେ ମେଟ୍ରୋ ସେବା ଆରମ୍ଭ ହେବ

14-Oct-2020



ମୁମ୍ବାଇ- କରୋନା ମହାମାରୀ ସଙ୍କଟ ମଧ୍ୟରେ ଆଜି ମହାରାଷ୍ଟ୍ର ସରକାର ଅନଲକ-୫ ପାଇଁ ଗାଇଡଲାଇନ ଜାରି କରିଛନ୍ତି। ଗତକାଲି ରାଜ୍ୟପାଳ ଭଗତ ସିଂହ କୋଶିୟାରୀ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ମନ୍ଦିର ଖୋଲିବା ପାଇଁ ଅନୁମତି ଦେବାକୁ କହିଥିଲେ। ଏଥିସହ ସେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ମନ୍ଦିର ଖୋଲିବାକୁ ଅନୁମତି ଦେଇ ନଥିବାରୁ ତୀବ୍ର ସମାଲୋଚନା କରିଥିଲେ। ଏହା ସତ୍ତ୍ୱେ ମହାରାଷ୍ଟ୍ର ସରକାର ଅନଲକ-୫ରେ ମଧ୍ୟ ରାଜ୍ୟର ସମସ୍ତ ମନ୍ଦିର ଓ ଧର୍ମାନୁଷ୍ଠାନ ସମେତ ସ୍କୁଲ ଗୁଡ଼ିକ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଆସନ୍ତାକାଲି ଠାରୁ ରାଜ୍ୟରେ ମେଟ୍ରୋ ସେବା ଆରମ୍ଭ ହେବ। ସରକାରୀ ଓ ଘରୋଇ ଲାଇବ୍ରେରୀ ଉପରେ ଲାଗିଥିବା କଟକଣାକୁ ମଧ୍ୟ ସରକାର ପ୍ରତ୍ୟାହାର କରି ନେଇଛନ୍ତି। ଅର୍ଥାତ ଏଗୁଡ଼ିକ ମଧ୍ୟ ଆସନ୍ତାକାଲି ଠାରୁ ଖୋଲିବ! ଗାଇଡଲାଇନ ଅନୁଯାୟୀ, ଅକ୍ଟୋବର ୧୫ରୁ କଣ୍ଟେନମେଣ୍ଟ ଜୋନ ବାହାରେ ସ୍ଥାନୀୟ ସାପ୍ତାହିକ ବଜାର ଗୁଡ଼ିକ ଖୋଲିବ। ସେହିପରି ନିୟମିତ ଦୋକାନ ଗୁଡ଼ିକ ସକାଳ ୯ରୁ ରାତି ୯ ଯାଏ ଖୋଲା ରହିବ। କେନ୍ଦ୍ର ସରକାରଙ୍କ ନିୟମ ଅନୁଯାୟୀ ଅନ୍ତର୍ଜାତୀୟ ବିମାନ ସେବା କାର୍ଯ୍ୟ କରିବ। ସ୍କୁଲ କର୍ତ୍ତୃପକ୍ଷ ୫୦ % ଶିକ୍ଷକଙ୍କୁ ଗୋଟିଏ ସମୟ ଡାକି ଅନଲାଇନ କ୍ଲାସ ଓ ଅନ୍ୟାନ୍ୟ କାର୍ଯ୍ୟ କରିପାରିବେ। ଏହା ମଧ୍ୟ ଅକ୍ଟୋବର ୧୫ଠାରୁ କାର୍ଯ୍ୟକାରୀ ହେବ। ବାହାଘର ଓ ଅନ୍ୟାନ୍ୟ ଉତ୍ସବରେ ୫୦ରୁ ଅଧିକ ଲୋକ ଯୋଗଦେଇ ପାରିବେ ନାହିଁ। ସେହିପରି ଅନ୍ତିମ ସଂସ୍କାରରେ କେବେଳ ୨୦ ଜଣ ହିଁ ଯୋଗଦେଇ ପାରିବେ। ପାର୍କ ଓ ଅନ୍ୟ ସର୍ବସାଧାରଣ ସ୍ଥାନଗୁଡ଼ିକ ପୂର୍ବଭଳି ଖୋଲା ରହିବ। ବ୍ୟବସାୟିକ ପ୍ରଦର୍ଶନୀଗୁଡ଼ିକ ମଧ୍ୟ ଅକ୍ଟୋବର ୧୫ରୁ ଆରମ୍ଭ ହୋଇପାରିବ!!*


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like