-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ଦିଗପହଣ୍ଡି: ନକଲି ଲେବର ଅଫିସ୍‌କୁ ସିଲ୍‌ କଲା ଶ୍ରମ ଅଧିକାରୀ

22-Feb-2021



ଦିଗପହଣ୍ଡି୨(ପ୍ରେରଣା ଖବର) : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ସହର ପୁଞ୍ଜିକୟାଁ ଛକ ନିକଟରେ ରହିଥିବା ନକଲି ଲେବର କାର୍ଡ କାର୍ଯ୍ୟାଳୟକୁ ଶ୍ରମ ଅଧିକାରୀଙ୍କ ଦ୍ବାରା ରବିବାର ପୂର୍ବାହ୍ନରେ ସିଲ୍ କରାଯାଇଥିବା ଜଣାପଡ଼ିଛି । ଖବରନୁଯାୟୀ , ରାଜ୍ୟ ତଥା କେନ୍ଦ୍ର ସରକାରଙ୍କ ଦ୍ଵାରା ଅଣ ସଂଗଠିତ ଶ୍ରମିକ ଗୋଷ୍ଠୀଙ୍କୁ ପଞ୍ଜିକୃତ କରାଇ ବିଭିନ୍ନ ସୁବିଧା ସୁଯୋଗ ଯୋଗାଉଥିବା ଅବସରରେ ଏହି ଶ୍ରମିକ କାର୍ଡ ଖଣ୍ଡିଏ ହାତେଇବା ପାଇଁ ସାଧାରଣ ଲୋକ ଇଚ୍ଛା ପ୍ରକାଶ କରିଛନ୍ତି।

ଅନ୍ୟକ୍ରମରେ କେନ୍ଦ୍ର ସରକାରଙ୍କ ମନରେଗା କାର୍ଯ୍ୟ ବିଶେଷରେ ଶ୍ରମିକଙ୍କ ଦ୍ଵାରା ପ୍ରଦତ୍ତ ଲେବର କାର୍ଡ ଭିତ୍ତିରେ ମେନ୍ ଡେସ୍ ସୃଷ୍ଟି କରାଯାଇ ଅବୈଧ ଭାବରେ ଯନ୍ତ୍ର ଦାନବ ଦ୍ଵାରା କାର୍ଯ୍ୟ ନିର୍ବାହ କରାଯାଉଥିବା ନିତି ଦିନିଆ ଘଟଣା ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବିଭିନ୍ନ ଜାଗାରେ ଶ୍ରମିକ କାର୍ଯ୍ୟାଳୟ ଖୋଲି ନକଲି ଲେବର କାର୍ଡ ପ୍ରଦାନ କରୁଥିବା ଏବଂ କାର୍ଡ ପ୍ରଦାନ ନାଁ ରେ ବିପୁଳ ଆର୍ଥିକ କାରବାର ନେଇ ଶ୍ରମ ବିଭାଗ କ୍ରିୟାଶୀଳ ହୋଇଅଛି ।

ଏହି ଅବସରରେ ରବିବାର ପୁଞ୍ଜିକୟାଁ ଛକସ୍ଥିତ ଆର୍ ଏମ୍ ସି ଏସ ପରିଚାଳିତ କୋଠାରେ ଖୋଲାଯାଇଥିବା ନକଲି ଲେବର ଅଫିସକୁ ଗଞ୍ଜାମ ଲେବର ଅଫିସର ଚଢ଼ାଉ କରିବା ସହିତ କାର୍ଯ୍ୟାଳୟକୁ ସିଲ୍ କରିଛନ୍ତି l ବି ୱାନ କଷ୍ଟ୍ରକ୍ସନ ଲେବର ନାଁରେ ସାଧାରଣ ଲୋକଙ୍କ ଠାରୁ ଲେବର କାର୍ଡ କରେଇ ଦେବା ନାଁରେ ଜଣଙ୍କ ପିଛା ୪୫୦ ଟଙ୍କା ଲେଖା ହିସାବରେ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ କ୍ରମରେ ଶ୍ରମ ବିଭାଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିବା ଜଣାପଡିଛି l ଜିଲ୍ଲା ଶ୍ରମ ଅଧିକାରୀ ବାବୁ ଚରଣ ପାତ୍ର ନକଲି ଲେବର କାର୍ଡ ପ୍ରଦାନ୍ କାର୍ଯ୍ୟାଳୟକୁ ଚଢ଼ାଉ କରି ବିପୁଳ ପରିମାଣର ନକଲି ଫର୍ମ ଓ ରସିଦ ବହିକୁ ସିଜ କରିବା ସହିତ ଦିଗପହଣ୍ଡି ପୋଲିସକୁ ଅବଗତ କରିଛନ୍ତି । ଦିଗପହଣ୍ଡି ପୋଲିସ ସଂପୃକ୍ତ କାର୍ଯ୍ୟାଳୟରେ ପହଞ୍ଚି କାର୍ଯ୍ୟାଳୟ ସିଲ୍ କରି ଅନୁସନ୍ଧାନ କରୁଥିବା ଜଣାପଡିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା