-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ରାଜ୍ୟ

ଆଜି ଆସିବ ରାଜ୍ୟ ବଜେଟ୍, ରାଜ୍ୟର ଆୟ ବ୍ୟୟର ହିସାବ ରଖିବେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ

22-Feb-2021



ଭୁବନେଶ୍ୱର(ପ୍ରେରଣା ଖବର ବ୍ୟୁରୋ) :  ଆଜି ଆସିବ ରାଜ୍ୟ ବଜେଟ୍ । ୨୦୨୧- ୨୨ ଆର୍ଥିକ ବର୍ଷ ପାଇଁ ବିଧାନସଭାରେ ବଜେଟ ଆଗତ କରିବେ ଅର୍ଥମନ୍ତ୍ରୀ ନିରଞ୍ଜନ ପୁଜାରୀ । ଅପରାହ୍ନରେ ବିଧାନସଭାରେ ପେପରଲେସ ବଜେଟ ଉପସ୍ଥାପନ ହେବ । ଏଥର ବଜେଟ କଳେବର ୧ଲକ୍ଷ ୭୦ ହଜାର କୋଟି ଟପିବ ବୋଲି ସୂଚନା ମିଳିଛି । କରୋନା ସଂଙ୍କଟରେ ପଡିଥିବା ରାଜ୍ୟ ଅର୍ଥନୀତିରେ ସୁଧାର ଆଣିବା ଲାଗି ସରକାର ବଜେଟରେ ସ୍ବାସ୍ଥ୍ୟ, କୃଷି, ଗ୍ରାମାଞ୍ଚଳ ପର୍ଯ୍ୟଟନ ଓ ଭିତ୍ତିଭୂମି ବିକାଶ ଉପରେ ଅଧିକ ଫୋକସ ରହିବ ବୋଲି କୁହାଯାଉଛି ।

ଆଜି ରାଜ୍ୟର ଆୟ ବ୍ୟୟର ହିସାବ ରଖିବେ ନିରଞ୍ଜନ। ବିଧାନସଭାରେ ବଜେଟ୍ ଆଗତ କରିବେ ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୁଜାରୀ । ୨୦୨୧-୨୨ ଆର୍ଥିକ ବର୍ଷ ଲାଗି ବିଧାନସଭାରେ ୧ଲକ୍ଷ ୭୦ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିବେ। ଗତ ଆର୍ଥିକ ବର୍ଷରେ ସରକାର ୧ଲକ୍ଷ ୫୦ ହଜାର କୋଟିର ବଜେଟ ଆଣିଥିବା ବେଳେ ଏଥର ବଜେଟ ୨୦ ହଜାର କୋଟି ଟଙ୍କା ଅଧିକା । ମାନେ ୧୧.୧ ପ୍ରତିଶତ ବେଶୀ । ରାଜ୍ୟରେ କୋଭିଡ ସଙ୍କଟ ସତ୍ତ୍ବେ ଚଳିତ ବର୍ଷ ବଜେଟ ପରିମାଣ ବଢିଛି । ବଜେଟରେ ସ୍ବାସ୍ଥ୍ୟ , କୃଷି ବିକାଶ ସମତେ ଲୋକଙ୍କ ହାତକୁ କାମ ଦେବା ଲାଗି ସରକାର ଭିତ୍ତିଭୂମି ବିକାଶ ଉପରେ ଗୁରୁତ୍ବ ଦେବେ । ତେବେ ଗାଁ ଅର୍ଥନୀତିକୁ ମଜଭୁତ କରିବା ଲାଗି ରାଜ୍ୟ ସରକାର ଏଥର ବଜେଟରେ ଗ୍ରାମାଞ୍ଚଳ ବଜେଟ ଉପରେ ଅଧିକ ଫୋକସ ଦେଉଥିବା କୁହାଯାଉଛି । ସାଧାରଣ ଲୋକଙ୍କ ପାଇଁ ରାଜ୍ୟ ସରକାର ବଜେଟ ଆଣିବେ ବୋଲି ବିଜେଡି କହିଛି ।

ସେପଟେ ବିରୋଧୀ କହିଛନ୍ତି ରାଜ୍ୟ ସରକାର କେବଳ ଭୋଟକୁ ଆଖିର ରଖି ବଜେଟ କଲେ ହେବନି । କିପରି ସାମଗ୍ରିକ ବିକାଶ ହେବ ସେଥିପାଇଁ ସବୁକ୍ଷେତ୍ରକୁ ଧ୍ୟାନ ଦେବା ଦରକାର । ଅର୍ଥ ହାତରେ ନଥାଇ ସରକାର କେବଳ ଯୋଜନା ପରେ ଯୋଜନା ଘୋଷଣା କରୁଛନ୍ତି । ଏହାର ବାସ୍ତବ ସୁଫଳ ଲୋକଙ୍କ ପାଖରେ ପହଁଚୁନି । ସେପଟେ ଅର୍ଥନୀତି ବିଶେଷଜ୍ଞଙ୍କ କହିବା କଥା ସରକାରଙ୍କ ବଜେଟରେ ନିଯୁକ୍ତି ଉପରେ ଫୋକସ ରହିବା ଉଚିତ । ଲୋକଙ୍କ ହାତକୁ କାମ ଦେବାକୁ କୃଷି ଶିଳ୍ପ, କ୍ଷୁତ୍ର ଓ ମଧ୍ୟମ ଶିଳ୍ପ, ଉପରେ ଅଧିକ ଫୋକସ କରିବା ଦରକାର ।

କୋଭିଡ ମାଡରେ ରାଜ୍ୟ ଅର୍ଥନୀତିର ଅଭିବୃଦ୍ଧି ହାର ୪.୯୨ ପ୍ରତିଶତ କମ ରହିବ ବୋଲି ବିଧାନସଭାର ଉପସ୍ଥାପିତ ହୋଇଥିବା ଅର୍ଥନୈତିକ ସର୍ଭେ ରିପୋର୍ଟ ସୂଚାଇଛି । ତେବେ ଆଶ୍ବସ୍ତିକର କଥା ହେଉଚି ଜାତୀୟ ସ୍ତରରେ ଅଭିବୃଦ୍ଦି ହାର ୭.୭ ପ୍ରତିଶତ କମୁଥିବା ବେଳେ ଓଡିଶାରେ ଏହା ଜାତୀୟ ହାର ଠୁ ଭଲ ରହିଛି । ଏବେ ଅପେକ୍ଷା ରାଜ୍ୟ ଅର୍ଥନୀତିକୁ ମଜଭୁତ କରିବାକୁ ରାଜ୍ୟ ଅର୍ଥମନ୍ତ୍ରୀ କିପରି ହିସାବ ନିକାଶ କରୁଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like