-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଦେଶ ବିଦେଶ

ବଢୁଛି କୋଭିଡ଼ ସଂକ୍ରମଣ, ପୁଣି ଫେରିଲା ନାଇଟ୍‌ କର୍ଫ୍ୟୁ ;୨୮ ଯାଏ ସ୍କୁଲ ଓ କଲେଜ ବନ୍ଦ

22-Feb-2021



ମୁମ୍ବାଇ (ପ୍ରେରଣା ଖବର ବ୍ୟୁରୋ): କୋଭିଡ ସଂକ୍ରମଣ ସଂଖ୍ୟା ବଢୁଥିବାରୁ ପୁଣି ଫେରିଲା ନାଇଟ କର୍ଫ୍ୟୁ । ପୁଣେରେ ଆଜିଠୁ ଜାରି ହେବ ନାଇଟ କର୍ଫ୍ୟୁ । ରାତି ୧୧ଟାରୁ ସକାଳ ୬ଟା ଯାଏ କଟକଣା ଜାରି ରହିବ । କେବଳ ଅତ୍ୟାବଶ୍ୟକ ସେବାକୁ ବାଦ୍ ଦିଆଯିବ । ସେହିପରି ପୁଣେରେ ଫେବ୍ରୁଆରି ୨୮ ଯାଏ ସ୍କୁଲ ଓ କଲେଜ ବନ୍ଦ ରହିବ । କରୋନା ସଂକ୍ରମଣ ସଂଖ୍ୟା ବଢୁଥିବାରୁ ଏଭଳି ପଦକ୍ଷେପ ନିଆଯାଇଛି ।

ସେପଟେ ଦେଶର ମୋଟ କରୋନା ସକ୍ରିୟ ସଂକ୍ରମିତଙ୍କ ମଧ୍ୟରୁ କେବଳ କେରଳ ଓ ମହାରାଷ୍ଟ୍ରର ୭୪ ପ୍ରତିଶତ ସଂକ୍ରମିତ ରହିଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ସୂଚନା ଅନୁସାରେ ଛତିଶଗଡ଼ ଓ ମଧ୍ୟପ୍ରଦେଶରେ ମଧ୍ୟ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ମହାରାଷ୍ଟ୍ର, କେରଳ, ଛତିଶଗଡ, ମଧ୍ୟପ୍ରଦେଶ, ପଞ୍ଜାବ ଓ ଜାମ୍ମୁ-କାଶ୍ମୀରରେ କରୋନା ସଂକ୍ରମଣ ବୃଦ୍ଧି ପାଇଛି। ଏହାକୁ ନେଇ କେନ୍ଦ୍ର ସରକାର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସରକାରଗୁଡିକୁ ରବିବାର କେତେକ ନିର୍ଦେଶନାମା ଜାରି କରିଛନ୍ତି। ନିର୍ଦେଶନାମାରେ ରାଜ୍ୟ ସରକାରଙ୍କୁ କରୋନା ସ୍ବାବ ନମୁନା ପରୀକ୍ଷା ସଂଖ୍ୟା ବଢାଇବାକୁ କୁହାଯାଇଛି।

ବିଶେଷକରି ଆରଟି-ପିସିଆର ପରୀକ୍ଷା ସଂଖ୍ୟା ବଢାଇବାକୁ କୁହାଯାଇଛି। ଏହା ସହିତ ସମସ୍ତ କରୋନା ନିୟମକୁ କଡାକଡି ଭାବେ ପାଳନ କରିବାକୁ କୁହାଯାଇଛି। ବିଶେଷକରି ସମସ୍ତ ​ କ୍ଷେତ୍ର ପାଇଁ ଜାରି ଏସଓପିକୁ କଡାକଡି ଭାବେ ଅନୁସରଣ କରିବାକୁ କୁହାଯାଇଛି। ସଂକ୍ରମଣ ବୃଦ୍ଧି ପାଉଥିବା ଜିଲାଗୁଡିକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା ଲାଗି ପଦକ୍ଷେପ ନିଆଯିବ। ନୂଆ ଷ୍ଟ୍ରେନର ଭୂତାଣୁ ସଂକ୍ରମଣ ଉପରେ କଡାକଡି ନଜର ରଖିବାକୁ ନିର୍ଦେଶ ଦିଆଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like