-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||     

HOME   ରାଜ୍ୟ

ଓଡିଶା ବଜେଟ୍ ୨୦୨୧: ଏକ ଲକ୍ଷ ୭୦ ହଜାର କୋଟି ଟଙ୍କାର ବଜେଟ୍

22-Feb-2021



ଭୁବନେଶ୍ଵର(ପ୍ରେରଣା ଖବର ବ୍ୟୁରୋ) : ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ ସୋମବାର ଆର୍ଥିକ  ବର୍ଷ ୨୦୨୧-୨୨ର ରାଜ୍ୟ ବଜେଟ୍‌ ବିଧାନସଭାରେ ଆଗତ କରିଛନ୍ତି। ୧  ଲକ୍ଷ ୭୦ ହଜାର କୋଟି ଟଙ୍କାର ବଜେଟ୍ ଉପସ୍ଥାପିତ ହୋଇଛି। ପ୍ରଶାସନିକ ବ୍ୟୟ ୮୫ ହଜାର କୋଟି ରଖାଯାଇଥିବା ବେଳେ କାର୍ଯ୍ୟକ୍ରମ ବ୍ୟୟ ୭୫  ହଜାର କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି। ବିପର୍ଯ୍ୟୟ ପ୍ରଶମନ ପାଇଁ ୩ ହଜାର ୫୦ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି। ଉଦ୍ୟାନ ମିଶନ କୃଷି ପାଇଁ ୧୩୨ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି।

ଅର୍ଥ ମନ୍ତ୍ରୀ କହିଛନ୍ତି ଯେ, କୋଭିଡ୍ ମହାମାରୀ ମାନବଜାତିକୁ ବଡ ସଙ୍କଟରେ ପକାଇଥିଲା। ସରକାରଙ୍କ ସକରାତ୍ମକ ଚିନ୍ତାଧାରା ମହାମାରୀ ମୁକାବିଲା କରି ପାରିଥିଲା। କରୋନା ମୁକାବିଲାରେ ବିଶ୍ଵ ସ୍ଵାସ୍ଥ୍ୟ ସଂଗଠନ ଓଡିଶାକୁ ପ୍ରଶଂସା କରିଛନ୍ତି। କୋରୋନା ସତ୍ତ୍ବେ ବହୁ ସଂସ୍କାରମୂଳକ ପଦକ୍ଷେପ ନିଆଯାଇଛି। କରୋନା ସଂପୂର୍ଣ୍ଣ ଭାବେ ଯାଇନଥିବାରୁ ଆମକୁ ସତର୍କ ଓ ସାବଧାନ ରହିବାକୁ ପଡିବ। ଗୃହରେ ଅର୍ଥ ମନ୍ତ୍ରୀ ଇ-ବଜେଟ୍‌ ଉପସ୍ଥାପନ କରିଛନ୍ତି। ଇ-ବଜେଟ୍ ଉପସ୍ଥାପନରେ ଓଡିଶା ସମ୍ଭବତଃ ଦେଶରେ ପ୍ରଥମ ବୋଲି ଅର୍ଥ ମନ୍ତ୍ରୀ କହିଛନ୍ତି।

ସେ କହିଛନ୍ତି ଓଡିଶା ଅର୍ଥନୀତିର ଅଭିବୃଦ୍ଧି ହାର ଜାତୀୟ ହାର ତୂଳନାରେ ବଢି ଚାଲିଛି। ଚଳିତ ବର୍ଷ ରାଜ୍ୟର ଜିଡିପି ୪.୯ ପ୍ରତିଶତ ହ୍ରାସ ଆକଳନ କରାଯାଇଛି। ଟି ଓଡ଼ିଆଙ୍କ ନିକଟରେ ଆମେ କୃତଜ୍ଞ । କୋଭିଡ ପରିଚାଳନାରେ ସରକାରଙ୍କୁ ସମସ୍ତେ ସହଯୋଗ କରିଛନ୍ତି । ୨୦୨୦-୨୧ ଭାରତର ଅର୍ଥନୀତି ୭.୭% ସଙ୍କୁଚିତ ହୋଇପାରେ ବୋଲି ନିରଞ୍ଜନ ପୂଜାରୀ କହିଛନ୍ତି। ଚାଷୀ, ସ୍ଵଂୟ ସହାୟିକା ଗୋଷ୍ଠୀକୁ ଅଧିକ ଋଣ ଦେବାର ଯୋଜନା ରହିଛି।


News Comment




Photo in News

Advertisment
Lastest News
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026

You Might Also Like