-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||     

HOME   ରାଜ୍ୟ

ପରିସ୍ଥିତି ବିଗିଡିଲେ ରାଜ୍ୟରେ ହୋଇପାରେ ଲକ୍ ଡାଉନ୍ : ସ୍ବାସ୍ଥ୍ୟମନ୍ତ୍ରୀ

22-Feb-2021



ଭୁବନେଶ୍ବର(ପ୍ରେରଣା ଖବର ବ୍ୟୁରୋ) ଦେଶର କିଛି ରାଜ୍ୟରେ କରୋନା ସଂକ୍ରମଣ ବଢିବା ପରେ ଓଡିଶାରେ ଏବେ ଚିନ୍ତା ବଢିବାରେ ଲାଗିଲାଣି । ଏହାକୁ ଦେଖି ରାଜ୍ୟ ସରକାର ଆଗୁଆ ସତର୍କତା ଗ୍ରହଣ କରିଛନ୍ତି । ତେବେ ପରିସ୍ଥିତି ବିଗିଡିଲେ ରାଜ୍ୟରେ ଲକ୍ ଡାଉନ୍ ହୋଇପାରେ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାଶ କହିଛନ୍ତି । ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି ରାଜ୍ୟ ସରକାର ପରିସ୍ଥିତି ଉପରେ କଡା ନଜର ରଖିଛନ୍ତି । ଲୋକଙ୍କୁ ସଚେତନ କରାଯାଉଛି । ଜିଲ୍ଲାପାଳ ଓ ଏସପିଙ୍କୁ ସଜାଗ ରଖାଯାଇଛି । ଆହୁରି ମଧ୍ୟ କୋଭିଡ୍ ନିୟମ ମାନିବାକୁ ସ୍ବାସ୍ଥ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି। କରୋନା ଟେଷ୍ଟିଂ ବଢାଇବାକୁ ମଧ୍ୟ ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି ।

ଉଲ୍ଲେଖଯୋଗ୍ୟ ଯେ, କୋଭିଡ୍ ଗାଇଡ୍ ଲାଇନ୍ କଡ଼ାକଡ଼ି ପାଳନ ପାଇଁ ଆଗରୁ ନିର୍ଦ୍ଦେଶ ଦେଇସାରିଛନ୍ତି ସ୍ବତନ୍ତ୍ର ରିଲିଫ୍ କମିଶନର । ସମସ୍ତ ଜିଲ୍ଲାପାଳ, ପୌର କମିଶନର ଓ ଏସପିଙ୍କୁ ଏନେଇ ନିର୍ଦ୍ଦେଶ ଦିଆଯାଇଥିଲା । ସର୍ବସାଧାରଣ ସ୍ଥାନ, ଶିଳ୍ପାଞ୍ଚଳ, ଶିକ୍ଷାନୁଷ୍ଠାନ ଓ କର୍ମକ୍ଷେତ୍ରରେ ସାମାଜିକ ଦୂରତ୍ବ ଅବଲମ୍ବନ କରିବା ସହିତ ମାସ୍କ ବ୍ୟବହାର କରିବା ବାଧ୍ୟତାମୂଳକ କରାଯାଇଛି । ହାଟ ବଜାରରେ ନିୟମିତ ନିୟମିତ ମାଇକ୍ ଯୋଗେ ଘୋଷଣା ସହିତ ଜନସାଧାରଣଙ୍କୁ ସଚେତନ କରାଇବାକୁ ପରାମର୍ଶ ଦିଆଯାଇଛି ।

କୋଭିଡ୍ ଗାଇଡ୍ ଲାଇନ୍ ସଠିକ୍ ଭାବେ ପରିଚାଳନା ହେଉଛି କି ନାହିଁ ଘରୋଇ ଓ ସରକାରୀ ଅନୁଷ୍ଠାନ ବ୍ୟକ୍ତିଗତ ଭାବେ ତଦରଖ କରିବାକୁ ପରାମର୍ଶ ଦିଆଯାଇଛି । ବଡ଼ ଧରଣର ଜନସମାଗମ ଉପରେ କଟକଣା ଲାଗିଛି । ବିବାହ, ସାମାଜିକ, ଧାର୍ମିକ, କ୍ରୀଡ଼ା, ସାଂସ୍କୃତିକ, ମନୋରଞ୍ଜନ ଓ ଶିକ୍ଷା ସମାବେଶ ଆୟୋଜନ ପାଇଁ ସ୍ଥାନୀୟ ପ୍ରଶାସନର ଅନୁମତି ନେବା ବାଧ୍ୟତାମୂଳକ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026

You Might Also Like