-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||     

HOME   ମହାନଗର

ପୁଅ ଅଧ୍ୟୟନଙ୍କ ମିଥ୍ୟା ଆତ୍ମହତ୍ୟା ଖବର ଶୁଣି ରାଗିଗଲେ ପିତା ଶେଖର ସୁମନ, ନ୍ୟୁଜ୍ ଚ୍ୟାନେଲ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

22-Feb-2021



ମୁମ୍ବାଇ(ପ୍ରେରଣା ଖବର ବ୍ୟୁରୋ) : ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାରେ ଲଗାତାର ସ୍ୱର ଉତ୍ତୋଳନ କରୁଥିବା ଅଭିନେତା ଶେଖର ସୁମନ୍ ଫେକ୍ ନ୍ୟୁଜ୍ର ଶିକାର ହୋଇଛନ୍ତି। ଏକ ନ୍ୟୁଜ୍ ଚ୍ୟାନେଲରେ ପୁଅର ଆତ୍ମହତ୍ୟା ବିଷୟରେ ମିଥ୍ୟା ଖବର ପ୍ରସାରିତ ହେବାପରେ ଚକିତ ହୋଇଯାଇଥିଲେ ଶେଖର । ପରେ ସେ ତତ୍‌କ୍ଷଣାତ ପୁଅ ଅଧ୍ୟୟନ୍‌କୁ ଫୋନ ମାଧ୍ୟମରେ ଯୋଗାଯୋଗ କରିଥିଲେ । ପୁଅ ଅଧ୍ୟୟନ ଦିଲ୍ଲୀରେ ଅଛନ୍ତି ଏବଂ ସଂପୂର୍ଣ୍ଣ ସୁରକ୍ଷିତ ଥିବା ଜଣାପଡିଥିଲା ।

ନ୍ୟୁଜ୍ ଚ୍ୟାନେଲ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନେବାକୁ ମଧ୍ୟ ଶେଖର ସୁମନ କହିଛନ୍ତି । ଏକ ଭିଡିଓ କ୍ଲିପିଂ ସେୟାର କରିବାବେଳେ ଶେଖର ଲେଖିଛନ୍ତି- ଏହି ମିଥ୍ୟା ଖବର ଦେଖିବା ପରେ ଆମ ସମସ୍ତଙ୍କୁ ବଡ ଝଟକା ଲାଗିଥିଲା । ଏହି ଖବରରେ କୁହାଯାଇଛି ଯେ ମୋ ପୁଅ ଅଧ୍ୟୟନ ସୁମନ୍‌ ଆତ୍ମହତ୍ୟା କରିଛନ୍ତି । ଏହି ନ୍ୟୁଜ୍ ଦେଖିବା ପରେ ଆମେ ଶୀଘ୍ର ଅଧ୍ୟୟନ ସହିତ ଯୋଗାଯୋଗ କରିଥିଲୁ ।

ସେ ଲେଖିଛନ୍ତି- “ମୋ ପୁଅ ଦିଲ୍ଲୀରେ ଥିଲା ଏବଂ ତାର ନମ୍ବର ମଧ୍ୟ ଲାଗୁନଥିଲା । ଏହି କାରଣରୁ ଆମେ ସମସ୍ତେ ଧୈର୍ଯ୍ୟହରା ହୋଇ ପଡିଥିଲୁ । ଏହି ଆଶ୍ଚର୍ଯ୍ୟଜନକ ଖବର ଆମ ସମସ୍ତଙ୍କ ଉପରେ ବହୁତ ଖରାପ ପ୍ରଭାବ ପକାଇଥିଲା । ତେଣୁ ଉକ୍ତ ଚ୍ୟାନେଲ କ୍ଷମା ମାଗିବା ପାଇଁ ମୁଁ ଡିମାଣ୍ଡ କରୁଛି ।”

ଶେଖର ପରବର୍ତ୍ତୀ ପୋଷ୍ଟରେ ଲେଖିଛନ୍ତି, “ମୁଁ ପ୍ରକାଶ ଜାଭଡେକର, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଓ ଏନସିପି ନେତା ଅନୀଲ ଦେଶମୁଖଙ୍କୁ ଅନୁରୋଧ କରୁଛି, ଏହି ଦାୟିତ୍ୱହୀନ ତଥା କୁତ୍ସିତ କାର୍ଯ୍ୟ ପାଇଁ ଚ୍ୟାନେଲ ବିରୋଧରେ କଡା ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ । 

ଏହି ଖବର ଦେଖିବା ପରେ ମୁଁ,ମୋ ପତ୍ନୀ ଏବଂ ପରିବାର ସମସ୍ତ ସଦସ୍ୟ ଭାଙ୍ଗି ପଡିଥିଲୁ । ଏପରି କୁକର୍ମ ପାଇଁ ଚ୍ୟାନେଲ ବିରୋଧରେ ମୁଁ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବି । 

ବାସ୍ତବରେ, ରୋଗ ହେତୁ ଅଭିନେତା ଶେଖର ସୁମନଙ୍କ ବଡ ପୁଅ ଆୟୁଷଙ୍କର କୌଣସି ରୋଗ କାରଣରୁ ମୃତ୍ୟୁ ହୋଇଥିଲା । ସେତେବେଳେ ଆୟୁଷଙ୍କୁ ମାତ୍ର ୧୧ ବର୍ଷ ହୋଇଥିଲା । ନ୍ୟୁଜ୍ ଚ୍ୟାନେଲ୍ ଆୟୁଷଙ୍କ ବଦଳରେ ଅଧ୍ୟୟନର ଖବରକୁ ଭୁଲ୍ ଭାବରେ ଚଳାଇ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026

You Might Also Like