-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

କ୍ଲାଟ୍ ପରୀକ୍ଷାରେ ବଲାଙ୍ଗୀର ପାଇଁ ଗୌରବ ଆଣିଲେ ହ୍ରିତିକ ଷଡ଼ଙ୍ଗୀ

14-Oct-2020



ବଲାଙ୍ଗିର, (ସନ୍ତୋଷ ଠାକୁର): ନିକଟରେ ସର୍ବଭାରତୀୟ ସ୍ତରରେ ଅନୁଷ୍ଠିତ ହୋଇଥିବା କମନ ଲ ଏଡ୍‌ମିସନ ଟେଷ୍ଟ(କ୍ଲାଟ୍‌)ରେ ବଲାଙ୍ଗୀରର ଛାତ୍ର ହ୍ରିତିକ ଷଡଙ୍ଗୀ ସଫଳତା ହାସଲ କରି ଜିଲ୍ଲା ପାଇଁ ଗୌରବ ଆଣି ଦେଇଛନ୍ତି । ହ୍ରିତିକ କ୍ଲାଟ୍ ପରୀକ୍ଷାରେ ସର୍ବଭାରତୀୟ ସ୍ତରରେ ୨୮ଠ ନମ୍ବର ରେଙ୍କ୍‌ରେ ରହିଥିବା ବେଳେ ଓଡିଶାରେ ୩ନମ୍ବର ରେଙ୍କ୍‌ରେ ରହିଛନ୍ତି । ହ୍ରିତିକ ଛୋଟ ସମୟରୁ ଜଣେ ମେଧାବୀ ଛାତ୍ର ଭାବରେ ଜଣାଶୁଣା ଥିଲେ । ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସେ ବଲାଙ୍ଗୀର ଲିଟିଲ ଫ୍ଲାୱାର ସ୍କୁଲରେ ଅଧ୍ୟୟନ କରି ସବୁବେଳେ ଟପ୍ପର ରହି ଆସୁଥିଲେ । କ୍ଲାଟ୍ ପରୀକ୍ଷାରେ ଉତ୍ତିର୍ଣ୍ଣ ହେବା ପୂର୍ବରୁ ହ୍ରିତିକ ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟ ପକ୍ଷରୁ ଅନୁଷ୍ଠିତ ସର୍ବଭାରତୀୟ ପରୀକ୍ଷାରେ ୫ଠତମ ସ୍ଥାନରେ ରହି ନିଜର ସ୍ୱକୀୟ ପ୍ରତିଭାର ପରିଚୟ ଦେଇଥିଲେ ।  ହ୍ରିତିକ ଭିଲାଇ ଦିଲ୍ଲୀ ପବ୍ଲିକ ସ୍କୁଲରେ ଯୁକ୍ତ ୨ ଶିକ୍ଷା ସମାପ୍ତ କରି କ୍ଲାଟ ପରୀକ୍ଷା ପାଇଁ ନିଜକୁ ପ୍ରସ୍ତୁତ କରିଥିଲେ । ଏବେ କ୍ଲାଟ ପରୀକ୍ଷାରେ ସଫଳାତାର ସହ ଉତ୍ତୀର୍ଣ୍ଣ ହେବା ଖବର ପାଇବା ପରେ ଷଡଙ୍ଗୀ ପରିବାର ମଧ୍ୟରେ ଖୁସିର ମାହୋଲ ଦେଖାଯାଇଛି । ବଲାଙ୍ଗୀରରେ ଏଲ୍‌ଆଇସି ଅଫିସରେ ସିନିୟର ଇନସ୍ୟୁରେନ୍ସ ଏଡ୍‌ଭାଇଜର ଭାବେ କାମ କରୁଥିବା ସୁଶାନ୍ତ ଷଡଙ୍ଗୀ ଓ ଗୃହିଣୀ ତୃପ୍ତିମୟୀ ଷଡଙ୍ଗୀଙ୍କ ଏକମାତ୍ର ପୁତ୍ର ହେଉଛନ୍ତି ହ୍ରିତିକ । ହ୍ରିତିକ ବର୍ତ୍ତମାନ ରାଜସ୍ଥାନର ଯୋଧପୁର ଜାତୀୟ ଆଇନ ମହାବିଦ୍ୟାଳୟରେ ନାମ ଲେଖାଇ ସାରିଛନ୍ତି ।  ହ୍ରିତିକଙ୍କ ଏହି ସଫଳତା ପାଇଁ ବିଭିନ୍ନ ମହଲରୁ ତାଙ୍କୁ  ଶୁଭେଚ୍ଛା ଓ ଉଜ୍ୱଳ ଭବିଷ୍ୟତ କାମନା କରାଯାଇଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like