-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||     

HOME   ରାଜ୍ୟ

ପୁଣି ରେକର୍ଡ କଲା ପାରାଦୀପ ବନ୍ଦର, ୨୦୨୦-୨୧ରେ ପଣ୍ୟ କାରବାରରେ ୧୦୦ମିଲିୟନ ମେଟ୍ରିକ୍ ଟନ୍ ପାର

22-Feb-2021



ପାରାଦୀପ(ପ୍ରେରଣା ଖବର) : ପାରାଦୀପ ବନ୍ଦର ରେକର୍ଡ ଉପରେ ରେକର୍ଡ ବଜାୟ ରଖି ଚାଲିଛି। ଆର୍ଥିକ ବର୍ଷ ୨୦୨୦-୨୧ରେ ପଣ୍ୟ କାରବାର କ୍ଷେତ୍ରରେ ୧୦୦ ମିଲିୟନ ମେଟ୍ରିକ୍ ଟନ୍ ପାର କରି ସଫଳତା ପାଇ ପାରିଛି । ଯେତେବେଳେ ଦେଶରେ କୋରୋନା ଭଳି ଭୁତାଣୁର ପ୍ରଭାବ ପଡିଥିଲା ସେ ସମୟରେ ଦେଶର ଆର୍ଥିକ ସ୍ଥିତିକୁ ମଜଭୁତ କରିବା ପାଇଁ ପାରାଦୀପ ବନ୍ଦର  ପଣ୍ୟ କାରବାର ସୁରୁଖୁରୁରେ କରି ଏହି ରେକର୍ଡର ଅଧିକାରୀ ହୋଇପାରିଛି । ଦେଖିବାକୁ ଗଲେ ପୂର୍ବ ଆର୍ଥିକ ବର୍ଷରେ ଏହି ସଫଳତା ପାଇଥିଲା ସତ ହେଲେ ଚଳିତ ଆର୍ଥିକ ବର୍ଷରେ ଠିକ୍ ଗୋଟିଏ ଦିନ ପୂର୍ବରୁ ଏହି ରେକର୍ଡକୁ ବଜାୟ ରଖି ପାରିଛି । ତେବେ ଏହି ସଫଳତା ପଛରେ ବନ୍ଦର କର୍ତ୍ତୃପକ୍ଷ, ସମସ୍ତ ଷ୍ଟିଭେଡ଼ର କମ୍ପାନୀମାନଙ୍କୁ ଶ୍ରେୟ ଦେଇଛନ୍ତି ବନ୍ଦର ଉପାଧ୍ୟକ୍ଷ । ସୋମବାର ପାରାଦୀପ ବନ୍ଦର ବୋର୍ଡ ରୁମ୍ ରେ ଭର୍ଚୁଆଲ ମାଧ୍ୟମରେ ପାରାଦୀପ ବନ୍ଦର ଅଧ୍ୟକ୍ଷ ବନ୍ଦରର ସମସ୍ତ କର୍ତ୍ତୃପକ୍ଷ ଓ ଷ୍ଟିଭେଡ଼ରମାନଙ୍କୁ ଧନ୍ୟବାଦ ଦେବା ସହିତ ଆଗାମୀ ଦିନରେ ପାରାଦୀପ ବନ୍ଦରକୁ ବିଶ୍ଵ ସ୍ତରୀୟ ବନ୍ଦର ନିର୍ମାଣ କରିବା ଓ ଭାରତରେ ଏକ ନମ୍ବର ବନ୍ଦର କରିବା ପାଇଁ ଲକ୍ଷ ରଖିଛି ବୋଲି ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026

You Might Also Like