-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ଓଡିଶା ବଜେଟ୍ ୨୦୨୧: ଟଙ୍କିକିଆ ଚାଉଳ ପାଇଁ ୯୬୯ କୋଟି ଟଙ୍କା ବ୍ୟୟ ବରାଦ, ପର୍ଯ୍ୟଟନ, ଅବଢା ଓ ଏମଏସଏମଇ ପାଇଁ ରହିଛି ଏତିକି

22-Feb-2021



ଭୁବନେଶ୍ଵର (ପ୍ରେରଣା ଖବର) ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ ସୋମବାର ଆର୍ଥିକ  ବର୍ଷ ୨୦୨୧-୨୨ର ରାଜ୍ୟ ବଜେଟ୍‌ ବିଧାନସଭାରେ ଆଗତ କରିଛନ୍ତି। ପ୍ରଥମ ଥର ପେପରଲେସ୍ ବଜେଟ୍ ଉପସ୍ଥାପିତ ହୋଇଛି। ୧  ଲକ୍ଷ ୭୦ ହଜାର କୋଟି ଟଙ୍କାର ବଜେଟ୍ ଉପସ୍ଥାପିତ ହୋଇଛି। ରାଜ୍ୟ ସରକାରଙ୍କ ବହୁ ମହତ୍ଵାକାଂକ୍ଷୀ ଯୋଜନା ୧ ଟଙ୍କିଆ ଚାଉଳ ପାଇଁ ୯୬୯ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି।ବ୍ଲକସ୍ତରରେ ମିଶନ ଶକ୍ତି ଗୃହ ନିର୍ମାଣ ପାଇଁ ରାଜ୍ୟ ସରକାର ଅତିରିକ୍ତ ୧୦୦ କୋଟି ଟଙ୍କାର ବ୍ୟୟ ଅଟକଳ କରିଛନ୍ତି। ବିପର୍ଯ୍ୟୟ ସହନୀୟ ବିଦ୍ୟୁତ୍ ଯୋଗାଣ ପାଇଁ ୫୦ କୋଟି ବ୍ୟୟ ଅଟକଳ କରାଯାଇଛି। ହାତୀ କରିଡର ବିଦ୍ୟୁତ୍ ଯୋଗାଣ ପାଇଁ ୧୨୦ କୋଟି, ବିଜୁ ଏକ୍ସପ୍ରେସ୍ ଓ୍ଵେ ପାଇଁ ୧୦୦ କୋଟି ବ୍ୟୟବରାଦ କରାଯାଇଛି।ବଜେଟ୍‌ରେ ବିଜୁ ସେତୁ ଯୋଜନା ପାଇଁ ୯୧୨ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ନୂଆ ବିମାନ ବନ୍ଦର ଜମି ଅଧିଗ୍ରହଣ ଲାଗି ଶହେ କୋଟିର  ବ୍ୟବସ୍ଥା କରାଯାଇଛି। ଅଣୁ, କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ପାଇଁ ବଜେଟ୍‌ରେ ୪୬୫ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ପର୍ଯ୍ୟଟନ କ୍ଷେତ୍ରର  ବିକାଶ ପାଇଁ ୫ ଶହ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଛି। ପୁରୀ ପାଇଁ ଅବଢା ଯୋଜନା ପାଇଁ ୫୪୨ କୋଟି ବ୍ୟୟବରାଦ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like