-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ସତ ବାହାଘରରେ ମିଛ କନିଆଁ: ୪ ଜଣଙ୍କୁ ବରଣମାଳା ପିନ୍ଧାଇବା ପରେ ଧରା ପଡିଗଲା ମିଛ

22-Feb-2021



କଳାହାଣ୍ଡି,ନର୍ଳା(ସଞ୍ଜୀବ ଦାସ) ଧରା ପଡିଗଲା ମିଛ କନିଁଆ। ବର ପରିବର୍ତ୍ତନ ସହ ଆଧାର କାର୍ଡରେ କରୁଥିଲେ ନାଁ ପରିବର୍ତ୍ତନ। ପ୍ରତ୍ୟେକ ଆଧାର କାର୍ଡରେ ଥିଲା ଭିନ୍ନ ଭିନ୍ନ ନାଁ। ଏମିତି ୪ ଜଣଙ୍କୁ ବରଣମାଳା ପିନ୍ଧାଇବା ପରେ ଧରା ପଡିଗଲା ସତ ବାହାଘରର ମିଛ କନିଁଆ।ଆନ୍ତରାଜ୍ୟ ନକଲି ବିବାହ ଦଳର ପର୍ଦ୍ଦାଫାଶ କରିଛି କଳାହାଣ୍ଡି ପୋଲିସ। କନିଆଁ ଟାର୍ଗେଟରେ ଥିଲେ ବିବାହ ବିଚ୍ଛେଦ ବ୍ୟକ୍ତି। ବିବାହ କରି ଘର ସଂସାରର ସ୍ବପ୍ନ ଦେଖାଇ ଅଧାବାଟରେ କଳାକନା ବୁଲାଇ ଫେରାର ହେଉଯାଉଥିଲା କନିଁଆ। ସୁନ୍ଦରଗଡର ମିଛ କନିଁଆ ଏଲି ମହନ୍ତ, ବଲାଙ୍ଗୀର କଣ୍ଟାବାଞ୍ଜିର ବରବଲ ଶର୍ମା, ଛତିଶଗଡ ମହାସମୁନ୍ଦର ମିନା ଗୁପ୍ତା ଏବଂ ଛତିଶଗଡ ବିଲାସପୁରର ଶ୍ରବଣ ସୋନିଙ୍କୁ ଗିରଫ କରିଛି କଳାହାଣ୍ଡି ପୋଲିସ।ମିଛ କନିଁଆ ଏଲି ମହନ୍ତ ସହ ଏମାନେ ଫେକ୍‌ ବାପା-ମାଆ ସାଜି ଲୋକଙ୍କୁ ଲୁଟି ଚାଲିଥିଲେ। ଏମାନେ କେବଳ ରାଜ୍ୟରେ ନୁହେଁ ଆନ୍ତରାଜ୍ୟରେ ମଧ୍ୟ ସମାନ ଢ଼ଙ୍ଗାରେ ଲୋକଙ୍କୁ ଚୂନ ଲଗାଉଥିଲେ। ମୁଖ୍ୟ ଅଭିଯୁକ୍ତ ନକଲି ବଧୂ ଏଲି ମହନ୍ତର ୪ଟି ଆଧାର କାର୍ଡ ଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଗତ ବର୍ଷ ଅକ୍ଟୋବର ମାସରେ ମଦନପୁର ରାମପୁର ଥାନାରେ ଏକ ମାମଲା ରୁଜୁ ହୋଇଥିଲା। ଏହି ଆଧାରରେ ପୋଲିସ ଛାନ୍‌ଭିନ୍ କରି ଅନ୍ତରାଜ୍ୟ ଏହି ଗ୍ୟାଙ୍ଗର ୪ ଜଣଙ୍କୁ ଗିରଫ କରିଛି। ଏ ନେଇ କଳାହାଣ୍ଡି ଆରକ୍ଷୀ ଅଧିକ୍ଷକ ଶ୍ରବଣା ବିବେକ ଏମ୍‌ ଏକ ସାମ୍ବାଦିକ ସମ୍ମିଳନୀ ଏ ସପଂର୍କରେ ସୂଚନା ଦେଇଛନ୍ତି।  ଗିରଫ ପରେ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ସୂଚନା ମିଳିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like