-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ରାଜ୍ୟ

ଶିକ୍ଷକଙ୍କୁ 5T ଛାଟ, ଏକାଥରକେ ୩୪ ଶିକ୍ଷକଙ୍କୁ ବାଧ୍ୟତାମୂଳକ ଅବସର

22-Feb-2021



ଭୁବନେଶ୍ୱର(ପ୍ରେରଣା ଖବର ବ୍ୟୁରୋ): ରାଜ୍ୟରେ ଜାରି ରହିଛି ବାଧ୍ୟତାମୂଳକ ଅବସର । ଶିକ୍ଷକଙ୍କୁ 5T ଛାଟ । କାର୍ଯ୍ୟରେ ଅବହେଳା ଅଭିଯୋଗରେ ସୁନ୍ଦରଗଡ଼ ଜିଲ୍ଲାର ୩୪ ଜଣ ଶିକ୍ଷକଙ୍କୁ ବାଧ୍ୟତାମୂଳକ ଅବସର । ପ୍ରାଥମିକ ବିଦ୍ୟାଳୟର ୧୫ ଜଣ ଶିକ୍ଷକଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଥିବା ବେଳେ ମାଧ୍ୟମିକ ବିଦ୍ୟାଳୟର ୧୯ ଜଣ ଶିକ୍ଷକଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ପୂର୍ବରୁ ଅନେକ ବଡ଼ ବଡ଼ ଅଧିକାରୀଙ୍କୁ 5T ଛାଟ ପଡ଼ିଛି । ସେମାନଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ସେ କିରାଣୀ ହୁଅନ୍ତୁ କି ବଡ଼ ଅଫିସର୍‌ ସମସ୍ତଙ୍କ ଉପରେ 5T ଛାଟ ବାଜିଛି ଆଉ ସେମାନଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଏମିତି ଆଉ ଏକ ଉଦାହରଣ ହେଉଛି କୋରାପୁଟରେ ଜଣେ ଲାଞ୍ଚୁଆ ଅଧିକାରୀଙ୍କୁ 5T ଛାଟ ପଡ଼ିଥିଲା । କୋରାପୁଟ ଜିଲ୍ଲା ନନ୍ଦପୁରର ସିଡିପିଓ ସ୍ନିଗ୍ଧାରାଣୀ ମିଶ୍ର ପଡ଼ିଥିଲେ ଜାଲରେ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଥିଲା । ଏକ ବକେୟା ବିଲ୍ କରିବାକୁ ୧ ଲକ୍ଷ ୭୦ ହଜାର ଲାଞ୍ଚ ମାଗି ଭିଜିଲାନ୍ସ ହାତରେ ଧରା ପଡିଥିଲେ ସିଡିପିଓ ସ୍ନିଗ୍ଧାରାଣୀ ମିଶ୍ର । ପରେ ଘଟଣାର ତଦନ୍ତ କରି ତାଙ୍କୁ ଚାକିରିରୁ ନିଲମ୍ବିତ କରାଯାଇଛି ।

ଭାରତୀୟ ଗଣତନ୍ତ୍ର ବ୍ୟବସ୍ଥାରେ ଓଡ଼ିଶା ସରକାର ଆରମ୍ଭ କରିଥିବା 5T କାର୍ଯ୍ୟକ୍ରମର ପ୍ରଭାବକୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା । ସବୁ ଅଧିକାରୀ ଲୋକଙ୍କ ପାଖରେ ଉତ୍ତରଦାୟୀ ରହିବେ । ଖାଲି ସେତିକି ନୁହେଁ ଲୋକଙ୍କ କାମକୁ ନିର୍ଦ୍ଧାରିତ ସମୟରେ ସାରିବାର ପ୍ରତିଶ୍ରୁତି ଦେଇଥିବା ଓଡ଼ିଶା ସରକାର ଏହାର ଖିଲାପକାରୀଙ୍କ ବିରୋଧରେ ଯେ, ଏତେ କଠୋର ହୋଇପାରନ୍ତି ତାର ପ୍ରମାଣ ମଧ୍ୟ ମିଳିଛି ।

କାମରେ ଅବହେଳା କିମ୍ୱା ଦୁର୍ନୀତିର ଗନ୍ଧ ଆସିଲେ ବ୍ଲକ୍ ଓ ଜିଲ୍ଲାସ୍ତରର ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ହୋଇଛି । ଠିକ୍‌ ସେମିତି  ଦୁର୍ନୀତି ଓ ଅପରାଗତା ହଟାଇବା ସଂକଳ୍ପରେ ଥିବା ରାଜ୍ୟ ସରକାର ପୂର୍ବରୂ ୯ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି । ବର୍ଷକ ମଧ୍ୟରେ ୧୦୦ରୁ ଅଧିକ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର । ଦୁର୍ନୀତି ଓ ଅପାରଗ ଅଧିକାରୀଙ୍କ ବିରୁଦ୍ଧରେ ରାଜ୍ୟ ସରକାରଙ୍କର କଠୋର ଆଭିମୁଖ୍ୟ ଜାରି ରହିଛି। ଖଣି ବିଭାଗର ଜଣେ ଉପନିର୍ଦ୍ଦେଶକ ଓ ଶ୍ରମ ବିଭାଗର ଯୁଗ୍ମ କମିଶନରଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like