-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||     

HOME   ଜିଲ୍ଲା

ମଧୁମୟ କଳା ସଂଗଠନ ତରଫରୁ କଳାକାରମାନଙ୍କୁ ସମ୍ବର୍ଦ୍ଧନା

26-Sep-2020



ମଧୁମୟ କଳା ସଂଗଠନ ତରଫରୁ କଳାକାରମାନଙ୍କୁ ସମ୍ବର୍ଦ୍ଧନା

 ବରଗଡ   :  ବରଗଡ ମଧୁମୟ କଳା ସଂଗଠନ ତରଫରୁ କରୋନ କଟକଣାକୁ ଦୃଷ୍ଟିରେ ରଖି ସରକାରୀ ନିତିନିୟମକୁ ପାଲନ କରି ଅନଲାଇନ ମାଧ୍ୟମରେ  ନୃତ୍ୟ , ଗୀତ, ଅଭିନୟ , କବିତା , ଲୋକ ବାଦ୍ୟ ର ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ଆଜି ଆସ୍ଥା ନିବାସ ବରଗଡ ଠାରେ ସଂଗଠନ ର ଅଧ୍ୟକ୍ଷ ମୋତିଲାଲ ବାଗ ଙ୍କ ଅଧ୍ୟକ୍ଷତାରେ ମୁଖ୍ୟଅତିଥି ଭାବେ ଡଃ ବିରେନ୍ଦ୍ର କୁମାର ବାଗ ଲୋକ କଳା ସଂସ୍କୃତି ଗବେଷକ ଓଡିଶା ମୂଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଲେ ଓଡିଶା କର୍ମଜୀବୀ ସାମ୍ବାଦିକ ସଂଘ ରାଜ୍ୟ ଉପସଭାପତି ତଥା ମୁଧୁମୟ କଳା ସଂଗଠନ ର ଆଇନ ପରାମର୍ଶଦାତା ଆଶୁତୋଷ ରଥ ଯୋଗଦେଇ କଳା କୁ କିପରି ଉଦ୍ଜୀବିତ  କରାଯାଇ ପାରିବ ,କଳା ସଂସ୍କୃତି ଓ କଳାକାର କୁ ଚିରନ୍ତନ ବିକଶିତ କିପରି ଭାବରେ କରାଯାଇପାରିବ ସେ ସଂପର୍କରେ ଆଲୋକପାତ କରିଥିଲେ । ସୁ ଶ୍ରୀ ସୌଭାଗ୍ୟ ଲକ୍ଷ୍ମୀ ଦାଶ ପ୍ରାରମ୍ଭିକ ଗାନ କରିଥିବା ବେଲେ ସଂପାଦକ ଜଗନ୍ନାଥ କୁମ୍ଭାର ଅତିଥି ପରିଚୟ ପ୍ରଦାନ  ଏବଂ ସଂଗଠନର ବିବରଣୀ ପାଠ କରିଥିଲେ । ପ୍ରତିଯୋଗିତାରେ ସୁ ଶ୍ରୀ ସୌଭାଗ୍ୟ ଲକ୍ଷୀ ଦାଶ , ଯତିନ କୁମାର ସାହୁ , ବଳରାମ ସାହୁ , ମମତା ଅଗଓ୍ବାଲ , ଆଲିଶା ଅଗ୍ରଓ୍ବାଲ , ଆକାଂକ୍ଷା ଅନ୍ନପୂର୍ଣା ସାହୁ , ଆର୍ଯ୍ୟନ ମହାନନ୍ଦ  , ରାମ ବାରିକ , ଜିତ ସୁନା , ଅଶୋକ ଉର୍ମା , ଆରାଧ୍ୟା ଗୁରୁ , ସ୍ବୟାଂସୁ ସତ୍ୟ ପ୍ରଜ୍ଞା ସାହୁ , କବିତା ବିଭାର , ସୁ ଶ୍ରୀ ଅର୍ଚ୍ଚିତା ରଥ , ସିଦ୍ଧି ଦାଶ  ପ୍ରମୁଖ ପ୍ରତିଯୋଗିଙ୍କୁ  ଉତ୍ତରୀୟ , ମାନପତ୍ର ଏବଂ ପୁଷ୍ପଗୁଚ୍ଛ ଦେଇ ତିରିଶ ଜଣ ପ୍ରତିଭାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଶେଷରେ ନରେନ୍ଦ୍ର ପାଇକ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026

You Might Also Like