-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||     

HOME   ଦେଶ ବିଦେଶ

ରାସ୍ତାକଡ଼ରେ ଠିଆ ହୋଇଥିବା ଟ୍ୟାଙ୍କରକୁ ଧକ୍କା ଦେଲା କାର୍, ଚାଲିଗଲା ୬ଜଣଙ୍କ ଜୀବନ

23-Feb-2021



ଇନ୍ଦୋର (ପ୍ରେରଣା ଖବର): ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଟିକିଏ ଅସାବଧନତା ଲାଗି ଘଟିଗଲା ଏତେ ବଡ଼ ଦୁର୍ଘଟଣା । ଆଖିପିଛୁଲାକେ ଚାଲିଗଲା ୬ଜୀବନ । ମୃତକଙ୍କ ବୟସ ୧୮ରୁ ୨୮ ମଧ୍ୟରେ ହୋଇଥିବାର ସୂଚନା ମିଳିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି ।

ଖବର ଅନୁଯାୟୀ, ସୋମବାର ବିଳମ୍ବିତ ରାତିରେ ରାସ୍ତାକଡ଼ରେ ଛିଡା ହୋଇଥିବା ଏକ ଗ୍ୟାସ୍‌ ଟ୍ୟାଙ୍କର । ସେପଟେ ଦ୍ରୁତ ଗତିରେ ଆସୁଥିବା ଏକ କାର୍‌ ନିଜ ନିୟନ୍ତ୍ରଣ ହରାଇ ଗ୍ୟାସ୍‌ ଟ୍ୟାଙ୍କର ସହିତ ଧକ୍କା ହୋଇଥିଲା । ଟ୍ୟାଙ୍କର ସହିତ ଧକ୍କା ଫଳରେ କାର୍‌ଟି ଖିନ୍‌ଭିନ୍‌ ହୋଇଯାଇଛି । ଦୁର୍ଘଟଣା ଏତେ ଭୟଙ୍କର  ଥିଲା ଯେ, ଘଟଣାସ୍ଥଳରେ ହିଁ ୬ଜଣଙ୍କ ମୃତ୍ୟୁ ହୋଇଯାଇଛି । ମଧ୍ୟପ୍ରଦେଶର ଲସୁଡ଼ିଆ ଥାନା ତଳାବାଳୀ ଚାନ୍ଦା ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଛି ।  
ସେପଟେ ଘଟଣାସ୍ଥଳରେ ପୋଲିସ ଓ ସ୍ଥାନୀୟ ପ୍ରଶାସନ ଉଦ୍ଧାର କାର୍ଯ୍ୟ ଜାରି ରଖିଛି । ସମସ୍ତ ମୃତକଙ୍କ ପରିଚୟ ହସ୍ତଗତ ହୋଇଛି । ମୃତକମାନେ ଇନ୍ଦୋର ମଙ୍ଗୋଲିଆ ଅଞ୍ଚଳର ରିଷି ପାଓ୍ୱାର, ସୁରଜ, ଚନ୍ଦ୍ରଭାନ ରଘୁବଂଶୀ, ସୋନୁ ଜାଟ୍, ସୁମିତ ସିଂହ ଓ ଦେବ ବୋଲି ଜଣାପଡିଛି । ସମସ୍ତଙ୍କ ମୃତଦେହ ପୋଷ୍ଟମର୍ଟମ ପାଇଁ ପଠାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026

You Might Also Like