-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||     

HOME   ଜିଲ୍ଲା

କନ୍ଧମାଳ : କୁଇକୁଳ ସମିତିର ବାର୍ଷିକ ଉତ୍ସବ ଆୟୋଜିତ 

23-Feb-2021



କନ୍ଧମାଳ,(ପ୍ରେରଣା ଖବର ବ୍ୟୁରୋ): କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ସାରଙ୍ଗଡ଼ ସ୍ଥିତ କୁଇକୁଳ ସମିତିର ବାର୍ଷିକ ଉତ୍ସବ  ଅନୁଷ୍ଠିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା କୁଇ ସମାଜ ସମନ୍ୱୟ ସମିତିର ମହାସଚିବ ତଥା ଆଇନଜୀବୀ ଲମ୍ବୋଦର କହଁର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଜନଜାତି ଉନ୍ନୟନ ପରିଷଦ ର ପୂର୍ବତନ ଅଧକ୍ଷ ରୋଦନ ମଳିକ, ସାଧାରଣ ସମ୍ପାଦକ ପ୍ରଦୀପ ପ୍ରଧାନ ପ୍ରମୁଖ ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ l ପାରମ୍ପରିକ ଅସ୍ତ୍ର ଶସ୍ତ୍ର ରେ ସଜ୍ଜିତ ହୋଇ ଚାଙ୍ଗୁ ବାଦ୍ୟ ସହ ଆଦିବାସୀ ନୃତ୍ୟର ତାଳେ ତାଳେ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ସହ ପୁଷ୍ପମାଲ୍ୟାର୍ପଣ କରି ମୁଖ୍ୟ ଅତିଥି  ଶ୍ରୀ କହଁରଙ୍କୁ ସଭା ସ୍ଥଳକୁ ପାଛୋଟି ନିଆଯାଇଥିଲା    l କାର୍ଯ୍ୟକ୍ରମ ପ୍ରାରମ୍ଭରେ କୁଇକୂଳର  ରୀତିନୀତି ଅନୁସାରେ ପୂଜାର୍ଚନା କରାଯାଇ ସଭାକାର୍ଯ୍ୟ ଆରମ୍ଭ କରାଯାଇଥିଲା l ବିଶେଷ କରି କନ୍ଧମାଳ ଜ଼ିଲ୍ଲାରେ ଲାଗିରହିଥିବା ଆଦିବାସୀଙ୍କ ଜମିଜମା ସମସ୍ୟା, ଜାଲ ଜାତିଗତ ପ୍ରମାଣ ପତ୍ର ବାନ୍ଧି ରଖିବା ପାଇଁ ପ୍ରୟାସ କରାଯିବ ବୋଲି ବରିଷ୍ଠ କୁଇନେତା ଲମ୍ବୋଦର କହଁର କହିଛନ୍ତି l ଅପ୍ରୀତିକର ପରିସ୍ଥିତିକୁ ଏଡାଇବା ପାଇଁ ସାରଙ୍ଗଡ଼ ଥାନା ଅଧିକାରୀ ଅନିତା କୀଡୋ ଓ ଘୁ ଉଦୟଗିରି ଏସଡିପି ଓ ଡି.ଟି.ଆର. ପଟ୍ଟନାୟକଙ୍କ ପ୍ରମୁଖ ଉପସ୍ଥିତ ଥିଲେ l ଶାନ୍ତିଶୃଙ୍ଖଳା ପାଇଁ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା l

ହଡପ ସମ୍ଵନ୍ଧରେ ଆଲୋଚନା ହୋଇଥିଲା lଏ ନେଇ ସରକାର ଓ ଜ଼ିଲ୍ଲା ପ୍ରଶାସନଙ୍କ ଦୃଷ୍ଟି  ଆକର୍ଷଣ କରାଯିବ ବୋଲି ଆଦିବାସୀ ନେତା ଲମ୍ବୋଦର କହଁର ନିଜ ବକ୍ତବ୍ୟରେ କହିଥିଲେ  l ସେହିପରି କୁଇ ସମାଜ ର ସାମୁହିକ ବିକାଶ ଓ ସଂଗଠନ ପାଇଁ ତାଙ୍କର ଦୀର୍ଘ 45 ବର୍ଷର ସଂଘର୍ଷ କାହାଣୀ ମଧ୍ୟ ବର୍ଣ୍ଣନା କରିଥିଲେ l  ମଞ୍ଚ ତରଫରୁ କୁଆଡେ ହିନ୍ଦୁ ଆଦିବାସୀ ବିରୋଧୀ ଅପ ପ୍ରଚାରକୁ ତୀବ୍ର ବିରୋଧ କରାଯାଇଥିଲାl ଏନେଇ ଜନ ଜାତି ସୁରକ୍ଷା ମଞ୍ଚର ଆବାହକ ଦିନବନ୍ଧୁ ପ୍ରଧାନ କହିଛନ୍ତି ଯେ ଆମେ କୁଇ ସମାଜ ସଂଗଠନ କି ବାର୍ଷିକ ଉତ୍ସବ କୁ ମଧ୍ୟ ବିରୋଧ କରୁନାହୁଁ lକିଛି ଆଦିବାସୀ ନେତା ହିନ୍ଦୁ ଧର୍ମ ଉପରେ ବିଭ୍ରାନ୍ତକର ମନ୍ତବ୍ୟ ଦେଉଛନ୍ତି ଯାହା ସୋସିଆଲ ମିଡିଆରେ ଭାଇରଲ ହେଉଛି ଓ ହିନ୍ଦୁ ଦେବା ଦେବୀଙ୍କୁ କଟାକ୍ଷ କରିଛନ୍ତି ଏବଂ ଆଦିବାସୀ ହିନ୍ଦୁ ନୁହନ୍ତି ବୋଲି କହୁଛନ୍ତି ଯାହା ହିନ୍ଦୁ ଧର୍ମୀୟ ଭାବନା ପ୍ରତି କୁଠାର ଘାତ କରୁଛି ତାହା ଠିକ ନୁହେଁ l  ଏଣୁ ଏହାର ବିରୋଧ କରୁଥିବା କହୁଛନ୍ତି l    l ତେବେ ଏହାର ପ୍ରତିକ୍ରିୟାରେ ଲମ୍ବୋଦର କହଁର କହିଛନ୍ତି ଯେ କିଛି ଅଣ ଆଦିବାସୀ ଲୋକ ଆଦିବାସୀ ଏକତାକୁ ନଷ୍ଟ ଭ୍ରଷ୍ଟ କରିବା ପାଇଁ ରୀତିମତ ଷଡଯନ୍ତ୍ର କରୁଛନ୍ତି l  ଏଣୁ ସମସ୍ତ ଆଦିବାସୀ ଭାଇଭଉଣୀ ଙ୍କୁ ବୁଝାଇ ଭାଇଚାରା ଓ ଏକତା ର ସୂତ୍ର ରେ 


News Comment




Photo in News

Advertisment
Lastest News
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026

You Might Also Like