-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||     

HOME   ରାଜ୍ୟ

ଟଙ୍କା ଲୁଟ ଓ ମାରଧର ଅଭିଯୋଗ ରେ ଫୁଲବାଣୀ ର ପୂର୍ବତନ ବିଜେଡି ବିଧାୟକ ଜେଲ ହାଜତକୁ ଗଲେ

23-Feb-2021



କନ୍ଧମାଳ,(ପ୍ରେରଣା ଖବର ବ୍ୟୁରୋ): ଜେଲ  ଗଲେ  ବିଜେଡିର ପୂର୍ବତନ ଫୁଲବାଣୀ ବିଧାୟକ ଦେବେନ୍ଦ୍ର କହଁର। ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଅଞ୍ଚଳର ଜଣେ ପଥଚାରୀଙ୍କ ଠାରୁ ୩୦ ହଜାର ଟଙ୍କା ଲୁଟ ଏବଂ ମାରଧର ଅଭିଯୋଗରେ ଫୁଲବାଣୀର ପୂର୍ବତନ ବିଧାୟକ ଦେବେନ୍ଦ୍ର କହଁରଙ୍କୁ ମଙ୍ଗଳବାର ଫୁଲବାଣୀ ପୁଲିସ୍ ଗିରଫ କରିଛି। ତାଙ୍କ ସହ ଜଣେ IRBNର ହାବିଲଦାର ଶ୍ରୀନିବାସ କହଁରଙ୍କୁ ମଧ୍ୟ ଗିରଫ କରାଯାଇଛି। ଘଟଣାରେ ଆଉ ତିନିଜଣ ସମ୍ପୃକ୍ତ ଥିବା ବେଳେ ସେମାନଙ୍କୁ ଧରିବା ପାଇଁ ଫୁଲବାଣୀ ଟାଉନ୍ ଥାନା ଚେଷ୍ଟା ଚଳାଇଥିବା ବିଷୟ ଆଇଆଇସି ସୁଶାନ୍ତ କୁମାର ସେଠୀ କହିଛନ୍ତି।ଗିରଫ ପରେ ତାଙ୍କୁ SDJM କୋର୍ଟ ଚାଲାଣ କରାଯାଇଥିଲା। କୋର୍ଟ ଦୁଇ ଅଭିଯୁକ୍ତଙ୍କ ଜାମିନ୍ ଆଦେବନ ଖାରଜ କରିଦେଇଛନ୍ତି। ସେମାନଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିବା ସରକାରୀ ଓକିଲ ଗୌରୀ ଶଙ୍କର ବେହେରା କହିଛନ୍ତି। ବର୍ତ୍ତମାନ ଉଭୟଙ୍କୁ ଜେଲ୍ ପଠାଇ ଦିଆଯାଇଛି।ସୂଚନା ଯୋଗ୍ୟ ଯେ,ଗତ ୧୧ ତାରିଖରେ ପରଜଙ୍ଗ ଥାନା ଅଞ୍ଚଳର କାମାକ୍ଷୀ ବେହେରା ନାମକ ଜଣେ ବ୍ୟକ୍ତି ନିଜ କାରରେ କନ୍ଧମାଳ ଜିଲ୍ଲା କାଶିନୀପଦର ଅଞ୍ଚଳରେ ରହୁଥିବା ଜଣେ ସାଙ୍ଗଙ୍କ ଘରକୁ ଯାଉଥିଲେ। ଏହି ସମୟରେ ଉରୁମଗଡ଼ ଗାଁ ରାସ୍ତାରେ କାମାକ୍ଷୀ ସଠିକ ଠିକଣା ପଚାରିଥିଲେ। ପରେ ପରେ ଦେବେନ୍ଦ୍ର ଓ ତାଙ୍କ ସହଯୋଗୀ କାମାକ୍ଷୀଙ୍କୁ ଠିକଣା କହିବା ବଦଳରେ ତାଙ୍କୁ ମାଡ଼ ମାରିବା ସହ ପ୍ରାୟ ୩୦ ହଜାର ଟଙ୍କା ଲୁଟି ନେଇଥିଲେ। ଟଙ୍କା ଲୁଟ୍ କରିବା ପରେ କାମାକ୍ଷୀଙ୍କୁ ଛାଡ଼ିଦେଇଥିଲେ। ଯାହାପରେ କାମାକ୍ଷୀ ଫୁଲବାଣୀ ଟାଉନ ଥାନାରେ ଏତଲା ଦେଇଥିଲେ। ଏତଲା ପାଇବା ପରେ ମଙ୍ଗଳ ବାର  ପୁଲିସ୍ ପୂର୍ବତନ ବିଧାୟକଙ୍କୁ ଗିରଫ କରିଛି।ତେବେ ଦେବେନ୍ଦ୍ରଙ୍କ ଗିରଫଦାରୀ ନୂଆ ନୁହେଁ। ଏହା ପୂର୍ବରୁ ୨୦୧୮ରେ ଜଣେ ମହିଳାଙ୍କୁ ଅସଦାଚରଣ ଅଭିଯୋଗରେ ମଧ୍ୟ ଦେବେନ୍ଦ୍ରଙ୍କୁ ଗିରଫ କରାଯିବା ପରେ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026

You Might Also Like