-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||     

HOME   ଜିଲ୍ଲା

ଏୟାରପୋର୍ଟରେ ହୁଇଲ ଚେୟାରରେ କୁଆଡେ ଯାଉଛନ୍ତି କପିଲ ଶର୍ମା ? ଚିନ୍ତାରେ ଫ୍ୟାନ୍ସ

23-Feb-2021



ନୂଆଦିଲ୍ଲୀ(ପ୍ରେରଣା ଖବର) କମେଡିଆନ କପିଲ ଶର୍ମାଙ୍କ ଏକ ଭିଡିଓ ଏବେ ଖୁବ ଭାଇରାଲ ହୋଇଛି।   ଭିଡିଓରେ ଦେଖିବାକୁ ମିଳିଛି, କମେଡି କିଙ୍ଗ କପିଲ ଶର୍ମା  ହୁଇଲ ଚେୟାରରେ ବସି ଏୟାରପୋର୍ଟ ବାହାରକୁ ଆସୁଛନ୍ତି। କପିଲ ଶର୍ମା ହୁଇଲ ଚେୟାରରେ ବସି ଏୟାରପୋର୍ଟ ବାହାରକୁ ଆସିବାବେଳେ ଖୁବ ବିବ୍ରତ ଏବଂ ଉଦାସ ଦେଖା ଯାଉଛନ୍ତି । ଏପରକି ତାଙ୍କର ଭିଡିଓ ରେକର୍ଡିଂ ଚାଲିଥିଲେ ମଧ୍ୟ କପିଲ କ୍ୟାମେରାମ୍ୟାନଙ୍କ ସହ କଥାବର୍ତ୍ତା କରି ନ ଥିଲେ। ଏହି ଭିଡିଓ କପିଲଙ୍କ ଫ୍ୟାନ୍ସଙ୍କୁ ଚିନ୍ତାରେ ପକାଇଛି। ତେବେ କ’ଣ ହୋଇଛ କପିଲଙ୍କର ତାହା ସ୍ପଷ୍ଟ ଜଣାପଡ଼ି ନାହିଁ।
ଅନ୍ୟପକ୍ଷେ କପିଲ ଶର୍ମାଙ୍କ ଏପରି ଅବସ୍ଥା ଦେଖି ତାଙ୍କର ଫ୍ୟାନ୍ସମାନେ ମଧ୍ୟ ଦୁଃଖ ପ୍ରକାଶ କରଛନ୍ତି। କିଛି ନ ଜାଣିଲେ ମଧ୍ୟ ସୋଶାଲ ମିଡିଆ ଜରିଆରେ ସେମାନେ କପିଲଙ୍କ ସୁସ୍ଥ, ନୀରୋଗ ଜୀବନର କାମନା କରିଛନ୍ତି। ତେବେ ସବୁଠାରୁ ଆଶ୍ଚର୍ଯ୍ୟର କଥା କପିଲ ଏହି ଭିଡିଓକୁ ନେଇ କୌଣସି ଟିପ୍ପଣୀ ଦେଇ ନାହାନ୍ତି। ତାଙ୍କର ଏପରି ନିରବତା ଫ୍ୟାନ୍ସଙ୍କୁ ବେଶି ବ୍ୟଥିତ କରିଛି।ଏଠି କହିରଖିବୁ, ଫେବ୍ରୁଆରୀ ୧ ତାରିଖରେ ଲୋକପ୍ରିୟ କମେଡି କିଙ୍ଗ ତଥା ବଲିଉଡ ଆକ୍ଟର କପିଲ ଶର୍ମା ଦ୍ୱିତୀୟ ସନ୍ତାନର ବାପା ହୋଇଥିଲେ। ତାଙ୍କର ପତ୍ନୀ ଗିନ୍ନି ଚତରଥ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଥିଲେ। ଏହି କାରଣରୁ କପିଲଙ୍କ ଶୋ ବନ୍ଦ ଥିଲା। ମିଡିଆ ରିପୋର୍ଟ ଅନୁସାରେ କପିଲ ଶର୍ମା  ନିଜେ ‘ଦ କପିଲ ଶର୍ମା ଶୋ’କୁ  କିଛି ଦିନ ପାଇଁ ବ୍ରେକ ଦେଇଥିଲେ। କପିଲ ନିଜେ ସୋଶାଲ ମିଡିଆ ଜରିଆରେ ତାଙ୍କ ଫ୍ୟାନ୍ସକୁ ଏହି ସୂଚନା ଦେଇଥିଲେ।ସୂଚନାଥାଉ କି, ୨୦୧୮ରେ ଗିନ୍ନି ଓ କପିଲ ଶର୍ମା ବିବାହ ବନ୍ଧନରେ ବାନ୍ଧି ହୋଇଥିଲା।  ୨୦୧୯ରେ  କପିଲ-ଗିନ୍ନିଙ୍କ ଘରେ କୁନି ପରୀ ଅନାୟାରା ଜନ୍ମ ନେଇଥିଲା।  କପିଲଙ୍କ ୱାର୍କଫ୍ରଣ୍ଟ କଥା କହିଲେ, ସେ ଖୁବ୍ ଶିଘ୍ର ନେଟଫ୍ଲିକ୍ସରେ ଏକ ୱେବ ସିରିଜ ସହ ଡିଜିଟାଲ ଡେବ୍ୟୁ କରିବେ।ଏହି ଭାଇରାଲ ହେଉଥିବା ଭିଡିଓରେ ଆପଣ ଦେଖିପାରିବେ, କପିଲ ଶର୍ମା ହୁଇଲ ଚେୟାରରେ ବସି ଏୟାରପୋର୍ଟରୁ ବାହାରି କାର ପାର୍କିଂ ସ୍ଥାନକୁ ଯାଉଛନ୍ତି। ତାଙ୍କୁ ଦେଖି ପାପାରାଜି ତାଙ୍କ ପଛରେ ଦୌଡୁଛନ୍ତି। ସେମାନେ କପିଲଙ୍କୁ ବିଭିନ୍ନ ପ୍ରଶ୍ନ ମଧ୍ୟ ପଚାରୁଥିବା ମଧ୍ୟ ଦେଖିବାକୁ ମିଳୁଛି। ହେଲେ କପିଲ କାହାରିକୁ କୌଣସି ଉତ୍ତର ଦେଉ ନାହାନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026

You Might Also Like