-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||     

HOME   ଜିଲ୍ଲା

ଗୋଲାମୁଣ୍ଡା ବ୍ଲକରେ ମୋ ଚାଟଶାଳୀ କାଯ୍ୟକ୍ରମ ଶୁଭାରମ୍ଭ

23-Feb-2021



କଳାହାଣ୍ଡି,କୋକସରା(ତ୍ରିନାଥ ଵେଶ୍ରା): ରାଜ୍ୟସ୍ତରୀୟ ଲୋକ ସଂଗଠନ ମହିଳା ଶ୍ରମଜୀବୀ ମଞ୍ଚ ଓଡିଶା, ଓଡିଶା ଶ୍ରମଜୀବୀ ମଞ୍ଚ ଏବଂ ଆତ୍ମଶକ୍ତି ଟ୍ରଷ୍ଟ ପକ୍ଷରୁ ରାଜ୍ୟର ୧୭ ଟି ଜିଲ୍ଲାରେ ଏକ ଲକ୍ଷ ପିଲାଙ୍କୁ ପ୍ରତିକାରାତ୍ମକ ଶିକ୍ଷା ପ୍ରଦାନ କରିବା ଉଦ୍ଦେଶ୍ୟରେ  ‘ମୋ  ଚାଟଶାଳୀ’ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି । ବିଶେଷ କରି ତାଲାବନ୍ଦ ସମୟରେ ବିଦ୍ୟାଳୟ ବନ୍ଦ ହେତୁ ଶିକ୍ଷାରୁ ବଞ୍ଚିତ ହେଉଥିବା ସ୍ଥାନୀୟ ଅଞ୍ଚଳର ଛାତ୍ରଛାତ୍ରୀଙ୍କ ମଧ୍ୟରେ ଶିକ୍ଷାର ବ୍ଯବଧାନକୁ ଦୂର କରିବାକୁ ଏହି ପ୍ରୟାସ ଆରମ୍ଭ କରାଯାଇଛି। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ପାଖାପାଖି ୧୦ ରୁ ୨୫ ଜଣ ପିଲାମାନଙ୍କୁ ନେଇ ଗୋଟିଏ ଶିକ୍ଷା କେନ୍ଦ୍ର ଖୋଲାଯିବ ଏବଂ ତାଲିମପ୍ରାପ୍ତ ସ୍ବେଚ୍ଛାସେବୀମାନେ ଏ ଅଞ୍ଚଳର ପ୍ରାଥମିକ ଶ୍ରେଣୀର ପିଲାମାନଙ୍କୁ ୧୦୦ ଦିନର ପାଠ୍ୟକ୍ରମ ଅନୁସାରେ ଓଡିଆ ଏବଂ ଗଣିତ ଉପରେ ପ୍ରତିକାରମୂଳକ ଶିକ୍ଷା ଦାନ କରିବେ।

ଏହି କାର୍ଯ୍ୟକ୍ରମ ଅନ୍ତର୍ଗତ କଳାହାଣ୍ଡି ଜିଲ୍ଲା  ନାଗରିକ ବିକାଶ ସଂଗଠନ ପକ୍ଷରୁ ଗୋଲାମୁଣ୍ଡା ବ୍ଲକ ବୃନ୍ଦାବାହଳ  ଗ୍ରାମରେ ବ୍ଲକ ସ୍ତରିୟ ମୋ ଚାଟଶାଳୀ କାର୍ଯ୍ୟକ୍ରମ ଉଦଘାଟିତ ହୋଇଯାଇଛି ।ଏହି ଉତ୍ସବ ରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ  ସରପଞ୍ଚ ଶ୍ରୀମତୀ ହେମାଙ୍ଗୀନି ରାଉତ ଏବଂ  ସଙ୍ଗଠନ ର କର୍ମକର୍ତ୍ତା ଗୌରବ ସୁନାନୀ, ଝସକେତନ  ସାଗର, ଆଶ୍ରିତା କର, ଜୟକୁମାର ସୁନାନୀ  ସମେତ ଯୋଗ ଦେଇ ମୋ ଚାଟଶାଲୀ ଶିକ୍ଷାଦାନ ଶୁଭାରମ୍ଭ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026

You Might Also Like