-+91-9937148622 |

prerana_bgr@rediffmail.com |

  Thursday 6th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||      କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ   (04-Aug-2026)       ||      *ସୋନପୁର ଠାରେ ହାପ୍ ଡେଲି ଷ୍ଟୋର ର ଶୁଭ ଉଦ୍ଘାଟନ*-   (04-Aug-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   (04-Aug-2026)       ||     

HOME   ଜିଲ୍ଲା

ବରପାଲିପଡାରେ ରାସ୍ତାକଡରେ ମୁକୁଳାପଡିଛି ଟ୍ରାନ୍ସଫର୍ମର,ସଂସ୍ପର୍ଷରେ ଆସି ଗାଈ ମୃତ

15-Oct-2020



ବଲାଙ୍ଗୀର,୧୪ା୧୦(ସନ୍ତୋଷ ଠାକୁର)-ବଲାଙ୍ଗୀର ସହରର ବିଭିନ୍ନ ସ୍ଥାନରେ ବିଦ୍ୟୁତ ବିଭାଗର ଟ୍ରାନ୍ସଫର୍ମର ମୁକୁଳା ପଡିଛି । ଅନେକ ସମୟରେ ସେହି ଟ୍ରାନ୍ସଫର୍ମର ସଂସ୍ପର୍ଷରେ ଆସି ଗାଈ,ଗୋରୁ,ତଥା ଛୋଟପିଲାଙ୍କ ଜୀବନ ହାନୀ ହେଉଛି । ଆଜି ବରପାଲିପଡାର ରାସ୍ତାକଡରେ ରହିଥିବା ଏକ ମୁକୁଳା ଟ୍ରାନ୍ସଫର୍ମରର ସଂସ୍ପର୍ଷରେ ଆସି ଏକ ଗାଈ ମୃତ୍ୟୁବରଣ କରିଛି । ଆଜି ସକାଳୁ ସକାଳୁ ମୁକୁଳା ଟ୍ରାନ୍ସଫର୍ମରଠାରେ ଥିବା ଘାସ ଖାଇବାକୁ ଯାଇ ଗାଈଟି ଲାଗିଯାଇଥିଲା ଓ ଲୋକଙ୍କ ଆଖି ଆଗରେ ମୃତ୍ୟୁବରଣ କରିଛି । ଫଳରେ ପଡାବାସୀଙ୍କ ମଧ୍ୟରେ ପ୍ରବଳ ।ସନ୍ତୋଷ ଦେଖାଦେଇଛି । ସ୍ଥାନୀୟଲୋକ ଅଭିଯୋଗ କରିଛନ୍ତି ଯେ,ବିଦ୍ୟୁତ ବିଭାଗକୁ ଅନେକଥର ଏହି ଟ୍ରାନ୍ସଫର୍ମର ମୁକୁଳା ପଡିଥିବା ନେଇ ଅଭିଯୋଗ ହୋଇଛି । ଠିକ ସେହିପରି ଟ୍ରାନ୍ସଫର୍ମରଟି ମୁଖ୍ୟରାସ୍ତା କଡରେ ରହିଥିବା ଓ ରାସ୍ତାକୁ ଅବରୋଧ କରୁଥିବାରୁ ଏଠାରେ ଡ୍ରେନନିର୍ମାଣରେ ମଧ୍ୟ ବାଧା ଉପୁଜିଛି । ଏହି ଟ୍ରାନ୍ସଫର୍ମରକୁ ଖୋଲାସ୍ଥାନକୁ ସ୍ଥାନାନ୍ତର କରିବାକୁ ସ୍ଥାନୀୟଲୋକେ ବହୁ ପୂର୍ବରୁ ଦାବି କରୁଛନ୍ତି । କିନ୍ତୁ ପ୍ରଶାସନ ସେ ଉପରେ ଧ୍ୟାନ ଦେଉନି । ଗତ କିଛିଦିନ ହେଲା ପୂର୍ତ୍ତବିଭାଗ ପକ୍ଷରୁ ଡ୍ରେନ ନିର୍ମାଣନେଇ ମାପଚୁପ ଚାଲିଛି । ରାସ୍ତାକଡର ଜମିମାଲିକ ତାଙ୍କ ଜମି ଉପରେ ଟ୍ରାନ୍ସଫର୍ମର ବସିଥିବା ଅଭିଯୋଗ କରୁଛନ୍ତି । କିନ୍ତୁ ଏନେଇ ହୋଇଥିବା ମାମଲାରେ ବିଦ୍ୟୁତ ବିଭାଗ କୋର୍ଟରୁ ଜିଣିଛି ଓ ସେହି ସ୍ଥାନ ସର୍ବସାଧାରଣରେ ଯାଉଛି ବୋଲି ବିଦ୍ୟୁତ ବିଭାଗ ଦାବି କରୁଛି । ଅନ୍ୟପଟେ ଟ୍ରାନ୍ସଫର୍ମରଠାରେ ବିଦ୍ୟୁତ ବିଭାଗ ସଫେଇ କରୁଥିବା ତଥା ମେଟାଲ ପକାଇ ପାଣି ଦେଉଥିବା ଦର୍ଶାଇ ଅର୍ଥହଡପ କରୁଥିବା ଅଭିଯୋଗ ହେଉଛି ଓ ଏହାର ଏକ ତଦନ୍ତ କରାଯିବାକୁ ଦାବି ହେଉଛି । ତେବେ ଗାଈର ମୃତ୍ୟୁକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଉଥିବା ବେଳେ ବିଦ୍ୟୁତ ବିଭାଗ ତୁରନ୍ତ ଏଦିଗରେ ପଦକ୍ଷେପ ନେବାକୁ ଦାବି କରାଯାଇଛି । 


News Comment




Photo in News

Advertisment
Lastest News
ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   05-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା   05-Aug-2026
  ଜିଲ୍ଲା  
ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    05-Aug-2026
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026
  ଜିଲ୍ଲା  
ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   05-Aug-2026
  ଜିଲ୍ଲା  
ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   05-Aug-2026
  ଜିଲ୍ଲା  
ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   05-Aug-2026

You Might Also Like